Home Left

ପାତାଳରେ ରହିଲେ ବି ବଞ୍ଚି ପାରିବ ନାହିଁ ଚାଇନା-ପାକିସ୍ତାନ! ଡିଲ ପକ୍କା କରିବେ ଡୋଭାଲ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏଭଳି ଚୁକ୍ତି ହେବାକୁ ଯାଉଛି, ଯାହାକୁ ଶୁଣିଲେ ପାତାଳରେ ଥିବା ଶତ୍ରୁମାନଙ୍କର ଦାନ୍ତବି ଖଟା ହୋଇଯିବ। ଭାରତର କୂଟନୈତିକ, ରଣନୈତିକ ଏବଂ ଅର୍ଥନୈତିକ ସମ୍ପର୍କ ବିଶ୍ୱର ବିଭିନ୍ନ ଦେଶ ସହିତ ନୂଆ ଶିଖରରେ ପହଞ୍ଚିବା…

ସେଲ୍‌ଫି ନେଉଛନ୍ତି କି? ସାବଧାନ! ଖାଲି ହୋଇଯିବ ଆକାଉଣ୍ଟ, ଜାଣନ୍ତୁ କେମିତି…

ସାଇବର ଠକେଇର ନୂଆନୂଆ ମାମଲା ପ୍ରତିଦିନ ସାମ୍ନାକୁ ଆସୁଛି। ଏପରିକି ଲୋକଙ୍କ ଆଜୀବନ ରୋଜଗାର ମଧ୍ୟ ଲୁଟ୍‌ ହେଉଛି। ସାଇବର ଅପରାଧୀମାନେ ନୂଆ ଫର୍ମୂଲା ପକାଇ ଆକାଉଣ୍ଟ ଖାଲି କରିଦେଉଛନ୍ତି। ଆଜିକାଲି ସେଲ୍‌ଫି ନେବା ସାଧାରଣ କଥା ପାଲଟିଛି। ସମସ୍ତେ ନିଜର…

ପୁଣି ଚର୍ଚ୍ଚାରେ ଭରତପୁର: ନୂତନ ଆଇଆଇସି କଲେ ଯଜ୍ଞ, ଲଙ୍କା, ଲେମ୍ବୁ ଲଗାଇ…

ଭୁବନେଶ୍ୱର,୨୩।୯:  ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଆଉ ଏକ ଫର୍ଦ୍ଦ   ଚର୍ଚ୍ଚାରେ ଜୋଡି ହୋଇଯାଇଛି।  ଥାନାରେ ନୂଆ ଆଇଆଇସି ପୂଜାପାଠ କରିଛନ୍ତି । କାର୍ଯ୍ୟରେ ଯୋଗଦେଇ ଯଜ୍ଞରେ କର୍ତ୍ତା  ହୋଇବସିଛନ୍ତି ଆଇଆଇସି  ଦୀପକ ଖଣ୍ଡାୟତ ରାୟ।  ବ୍ରାହ୍ଣଣ ଆସି…

ମଞ୍ଚକୁ ଆଇଟମ୍‌ ଗର୍ଲ ଆସିବାରେ ହେଲା ବିଳମ୍ବ: ମଞ୍ଚ ଉପରକୁ ଚେୟାର ଫୋପାଡ଼ିଲେ

ପାଟଣା,୨୩।୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ସାହାରପଡା ବ୍ଲକ ଦାମାହୁଦା ଠାରେ ଚାଲିଛି ଯାତ୍ରା କଳିଙ୍ଗକନ୍ୟା। ମଞ୍ଚକୁ ସୋମବାର ରାତିରେ ଜଣେ ଚର୍ଚ୍ଚିତ ଆଇଟମ୍‌ ଗର୍ଲ ଆସିବାର ଥିଲା। ମାତ୍ର ଏଥିରେ ବିଳମ୍ବ ହେବାରୁ ଦର୍ଶକ ଉତ୍ତ୍ୟକ୍ତ ହୋଇ ମଞ୍ଚ ଉପରକୁ ଚେୟାର,…

ଘୃଣା ଦ୍ୱାରା କେହି ଉପକୃତ ହୁଅନ୍ତି ନାହିଁ, କାହିଁକି ଏମିତି କହିଲେ ରାହୁଲ

ନୂଆଦିଲ୍ଲୀ,୨୩ା୯: କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜମ୍ମୁ-କଶ୍ମୀରର ସୁରନକୋଟରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି। ରାହୁଲ କହିଛନ୍ତି, ବର୍ତ୍ତମାନ ପୂର୍ବ ନରେନ୍ଦ୍ର ଆଉ ନାହାନ୍ତି।…

ଲେବାନନରେ ଫୁଟିଲା ପେଜର ବୋମା, ଭାରତରେ ବଢିଲା ସୁନାର ଦାମ!

ନୂଆଦିଲ୍ଲୀ,୨୩।୯: ପୁଣିଥରେ ସୁନା ଦର ବୃଦ୍ଧି ଭାରତରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଭାରତରେ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ୧୦ ଗ୍ରାମ ପିଛା ୭୬,୦୦୦ ରୁ ଅଧିକ ହୋଇଛି। ଦିଲ୍ଲୀ, ଜୟପୁର, ଲକ୍ଷ୍ନୌ ଏବଂ ଚଣ୍ଡିଗଡ଼ ଭଳି…

ମୋବାଇଲରେ ଏମିତି ଭିଡିଓ ମିଳିଲେ ଏବେ ସିଧା ଯିବେ ଜେଲ, ସିଜେଆଇଙ୍କ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୨୩।୯: ଯଦି ଆପଣଙ୍କ ଫୋନରେ ଶିଶୁ ଅଶ୍ଳୀଳତା ବା ଚାଇଲ୍ଡ ପର୍ନୋଗ୍ରାଫି ସମ୍ବନ୍ଧୀୟ ଭିଡିଓ ମିଳୁଛି, ତେବେ ଆପଣ ବଡ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯଦି ଏପରି ଭିଡିଓ ମିଳୁଛି, ତେବେ ଯୌନ ଅପରାଧ ଆଇନ (POCSO) ରୁ ଶିଶୁଙ୍କ ସୁରକ୍ଷା…

ବିରୂପା ବ୍ରିଜ୍‌ ଉପରେ  ସାଇକେଲ୍‌ ମୋବାଇଲ ରଖି …

କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ। ନିଖୋଜ ଛାତ୍ର ହେଲେ ଚୌଦ୍ୱାର ୧୨ ନଂ ୱାର୍ଡର ପ୍ରଦୀପ କୁମାର ଦାସ। ସେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…

ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭରତପୁର ଥାନାରେ ନିର୍ଯାତନା ଅଭିଯୋଗ ଆଣିଥିବା ଯୁବତୀ ତାଙ୍କ ବାପା ଓ ମେଜର। ଅବସରପ୍ରାପ୍ତ…

ଜାପାନ-ଆମେରିକା ଉପରେ ଆକ୍ରମଣ କରିବ ଚାଇନା? ଚମକାଇ ଦେଲେ ବିଶେଷଜ୍ଞ

ଟୋକିଓ,୨୩।୯: ତାଇୱାନର ଉତ୍ତେଜନା ଏବଂ ସେନକାକୁ ଦ୍ୱୀପପୁଞ୍ଜକୁ ନେଇ ବିବାଦ ମଧ୍ୟରେ ଚାଇନା-ଜାପାନ ସମ୍ପର୍କ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଶାନ୍ତି ଆଡକୁ ଗତି କରୁଥିବା ଦେଶ ଥରେ ଏହାର ସୁରକ୍ଷା ସମ୍ପର୍କରେ ଟ୍ରେଜେରୀ ଖୋଲିଛି। ୨୦୨୪ର…

ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟର ନବ ନିର୍ମାଣ କରାଯାଇଥିବା ମୁଖ୍ୟ ଫାଟକ ଓ ମିଶନଶକ୍ତି କାଫେର ଶୁଭ ଉଦ୍‌ଘାଟନ…

ନୂଆ ରଣନୀତିରେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୯: ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ସହ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କୁ ୫ଟି ପ୍ରଶ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri