ନୂଆ ରଣନୀତିରେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୩ା୯: ଆମ୍ ଆଦ୍ମୀ ପାର୍ଟି (ଆପ୍) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ସହ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ମୁଖ୍ୟ ମୋହନ ଭାଗବତଙ୍କୁ ୫ଟି ପ୍ରଶ୍ନ…
ଉପାଦେୟ ଅଶୋକ ପୁଷ୍ପ
ରାମାୟଣରେ ବର୍ଣ୍ଣିତ ହୋଇଛି ଯେ, ରାବଣ ସୀତାଙ୍କୁ ଚୋରାଇ ନେଇ ଲଙ୍କାର ଅଶୋକ ବନରେ ବନ୍ଦୀ କରି ରଖିଥିଲା। ଅଶୋକ ବୃକ୍ଷ ମୂଳରେ ବସି ସୀତା ରାମଙ୍କ କଥା ଭାବି ଭାବି ଦୁଃଖରେ କାଳ କାଟୁଥିଲେ। ଅଶୋକ ବୃକ୍ଷ ସୀତାଙ୍କୁ ଛାଇ…
ନିୟମିତ ଦହି ଖାଉଥିଲେ…
ଦହି ପ୍ରାକୃତିକ ଭାବେ ହେଉଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ଉପଯୋଗୀ। ଏଥିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ ଏହା ବଢ଼ାଇଥାଏ। ପ୍ରାୟ ୭୦ ପ୍ରତିଶତ ଶକ୍ତି ଆମେ ଦହିରୁ ହିଁ ପାଇଥାଉ। ଦହିରେ…
ଦାୟିତ୍ୱ ଗ୍ରହଣ କଲେ ଆତିଶୀ, ହେଲେ ପାଖରେ କାହିଁକି ରଖିଲେ ଖାଲି ଚୌକି, କହିଲେ ଏମିତି କଥା
ନୂଆଦିଲ୍ଲୀ,୨୩।୯: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସୋମବାର ସଚିବାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାରକୁ ତାଙ୍କ ପାଖରେ ରଖି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି।…
ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ
ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ, ଲୋକଙ୍କ କଥା ଶୁଣିବାକୁ ବିଧାୟକ ଖିଲ ତାଙ୍କ କିଛି ସମର୍ଥକ ଏକ ଦେଶୀ ଡଙ୍ଗାରେ…
ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି…
ସଫଳତା ଛୁଇଁବାରେ ପ୍ରତିବନ୍ଧକ ସାଜେନି ଶବ୍ଦ
ଭୁବନେଶ୍ୱର,୨୩ା୯ (ବନ୍ଦନା ସେଠୀ): ପରସ୍ପର ମଧ୍ୟରେ ଭାବ ଆଦାନ ପ୍ରଦାନର ମୁଖ୍ୟ ମାଧ୍ୟମ ହେଉଛି ଭାଷା। ଆମେ କହୁଥିବା ପ୍ରତିଟି ଶବ୍ଦକୁ ନେଇ ତିଆରି ହୁଏ ଭାଷା। ତେବେ ଭାଷା ବା ଶବ୍ଦ କେବେ ମନର ଭାବ ପ୍ରକାଶ କରିବାରେ ପ୍ରତିବନ୍ଧକ…
ମଥୁରା-ବୃନ୍ଦାବନ ପ୍ରସାଦର ଗୁଣବତ୍ତାକୁ ନେଇ ପ୍ରଶ୍ନ ଉଠାଇଲେ ଡିମ୍ପଲ
ଲକ୍ଷ୍ନୌ,୨୩।୯: ଆନ୍ଧ୍ରପ୍ରଦେଶର ତିରୁପତି ବାଲାଜୀ ମନ୍ଦିରରେ ଭକ୍ତଙ୍କ ପାଇଁ ପ୍ରସ୍ତୁତ ‘ପ୍ରସାଦ’ରେ ପଶୁ ଚର୍ବି ମିଶ୍ରଣ ହେବାର ଖବର ଆସିବା ପରେ ମଥୁରାରେ ଖାଦ୍ୟ ଏବଂ ଔଷଧ ପ୍ରଶାସନ ବିଭାଗ ସକ୍ରିୟ ହୋଇଥିଲା। ତେବେ ସମାଜବାଦୀ ପାର୍ଟିର ଏମପି ଡିମ୍ପଲ ଯାଦବ…
ବନ୍ଦ ଡାକରା ପ୍ରତ୍ୟାହୃତ କରିନେଲା ବିଜେଡି, କହିଲା ଏହି ବଡ଼ କାରଣ…
ଭୁବନେଶ୍ୱର,୨୩ା୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି। ଏନେଇ ବିଜେଡି ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ଘୋଷଣା କରାଯାଇଛି। ଭରତପୁର ଥାନାରେ ଘଟିଥିବା ଘଟଣା ପାଇଁ ଏହି…
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ପିଲାମାନଙ୍କ ସହ ଜଡିତ ଅଶ୍ଳିଳ ସାମଗ୍ରୀ ନିଜ ପାଖରେ ରଖିବା ଦଣ୍ଡନୀୟ ଅପରାଧ
ନୂଆଦିଲ୍ଲୀ,୨୩।୯: ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଚାଇଲ୍ଡ ପୋର୍ନୋଗ୍ରାଫି ସହ ଜଡିତ ସାମଗ୍ରୀ ଡାଉନଲୋଡ କରିବା ଏବଂ ଏହାକୁ ନିଜ ପାଖରେ ରଖିବା ଏକ ଅପରାଧ। ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି କୌଣସି ବ୍ୟକ୍ତି ଏପରି ସାମଗ୍ରୀ ଡିଲିଟ ନକରନ୍ତି କିମ୍ବା…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…
ଲଡୁ ପ୍ରସାଦ ମାମଲାକୁ ନେଇ ତିରୁପତି ମନ୍ଦିର ଟ୍ରଷ୍ଟ ଦେଲା ରିପୋର୍ଟ
ତିରୁପତି,୨୩।୯: ତିରୁପତି ବାଲାଜୀ ମନ୍ଦିରରେ ପ୍ରସାଦ ଭାବରେ ତିଆରି ହୋଇଥିବା ଲଡୁରେ ପଶୁ ଚର୍ବି ମିଶୁଥିବା ମାମଲାରେ ମୁଖ୍ୟ ସୂଚନା ସାମ୍ନାକୁ ଆସିଛି। ଘିଅରେ ଅପମିଶ୍ରଣ ଏବଂ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଟିଡିପି ପକ୍ଷରୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ରିପୋର୍ଟର…
Archives


