ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍ଡ ରେକର୍ଡ
ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ ବୁକ ଅଫ ୱାଲର୍ଡ ରେକର୍ଡରେ ସ୍ଥାନ ପାଇଛନ୍ତି। ହାଇଦ୍ରାବାଦରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଗିନିଜ…
କ୍ୱାଡ୍ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା
ଓ୍ବିଲ୍ମିଙ୍ଗଟନ୍,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର ପରୀକ୍ଷା, ଯାଞ୍ଚ ଏବଂ ନିଦାନରେ ଏହି ଅର୍ଥ ବ୍ୟୟକରାଯିବ। କ୍ୱାଡ୍ ସମ୍ମିଳନୀ ଅବସରରେ କ୍ୟାନ୍ସର…
ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ
ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟକରି ଆସୁଥିଲେ। ଏହା ପୂର୍ବରୁ ସେ ଜମ୍ମୁ-କଶ୍ମୀର ପ୍ରଦେଶ ଯୁବକଂଗ୍ରେସର…
ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨ ଶହ ଗ୍ରାମ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣ ମାମଲାରେ ସମ୍ପୃକ୍ତ ଗଜପତି…
ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….
ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ ହେଲେ ଖଲ୍ଲିକୋଟର ତୋଫାନ ମହାରଣା ଏବଂ ପୁରୁଷୋତ୍ତମପୁରର ତିରୁପତି ଦୋରା। ପୁରୁଷୋତ୍ତମପୁରେ ଗତ ୧୨…
ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର
ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍ରେ ପିଟି ଜ୍ବାଇଁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତକ ହେଲେ ଲୋଚନ…
କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!
କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି ରହିଛି ଚର୍ଚ୍ଚା। ଏହି ମୃତ ଦେହରେ କ୍ଷତ ଚିହ୍ନ ରହିଥିଲା। ଅଭୟା ଯୁଦ୍ଧ ଜାରି…
ରାସ୍ତା ପାର୍ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର
କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ ଟ୍ରଲର ଧକ୍କାରେ ଦୁଇ ଜଣ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ଦ୍ବୟ ହେଲେ ରାଇସୁଆଁ…
ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ
ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା। ଅଲଜଜିରାର ରିପୋର୍ଟ ଅନୁଯାୟୀ, ହିଜବୁଲ୍ଲାର ଏହି ଆକ୍ରମଣ ପରେ ଉତ୍ତର ଇସ୍ରାଏଲର…
ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା ଉପରେ ଆଲୋଚନା ହେଉଛି। ଏହାର ଦୁଇଟି କାରଣ ଅଛି। ଗୋଟିଏ କାରଣ ପାଇଁ ଅରବିନ୍ଦ…
ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ
ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି। ରାଷ୍ଟ୍ରବାଦୀ କଂଗ୍ରେସ ଦଳର ଉଭୟ ଦଳକୁ ସମାନ ବ୍ୟବହାର କରିବାକୁ ତଥା ତାଙ୍କ ଦଳ…
୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ
ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି ଗଣବଳାତ୍କାର ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଥିବା ବେଳେ ପୀଡିତାଙ୍କୁ…
Archives


