Home Left

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ଜଣେ ସରକାରୀ କର୍ମଚାରୀ ଓ ତାଙ୍କ ସ୍ତ୍ରୀ’ଙ୍କୁ ଶନିବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ…

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ ବିରୋଧ ତୀବ୍ର ରୂପ ଧାରଣ କରିଛି। ନିକଟରେ ଏକ ରିପୋର୍ଟ ସାମ୍ନାକୁ ଆସିଥିଲା ଯେଉଁ…

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ ଶନିବାର ଏହି ମାଛ ନିଲାମ ପାଇଁ ଆସିଥିଲା। ମାଛକୁ ଦେଖିବା ପାଇଁ ସ୍ଥାନୀୟ ଲୋକଙ୍କ…

ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର, ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ଲକ୍ଷ୍ନୌ,୨୨ା୯: ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ଏକ ଗ୍ୟାସ୍‌ ସିଲିଣ୍ଡର୍‌ ମିଳିଛି। ଦୁର୍ବୃତ୍ତମାନେ ଟ୍ରାକ୍‌ରେ ସିଲିଣ୍ଡର ରଖି ଏକ ବଡ଼ ଧରଣର ଅଘଟଣ ଘଟାଇବାକୁ ଯୋଜନା କରିଥିଲେ। ତେବେ ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଏହି ବିପଦ ଟଳି ଯାଇଛି। ଉତ୍ତରପ୍ରଦେଶ ପ୍ରେମପୁର…

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ ଏହାକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। କିଛି ବିରୋଧୀ ଦଳ ଏହାକୁ ସମର୍ଥନ କରିଥିବାବେଳେ…

ଏତେ ଲମ୍ବା ଗୋଡ଼ !

ଟେକ୍ସାସ୍‌, ସେଦାର ପାର୍କର ୧୭ ବର୍ଷୀୟା ମ୍ୟାକି କୁରାନ। ତାଙ୍କୁ ଦେଖିଲେ ଲାଗିବ ସତେ ଯେମିତି ସେ ଏକ ଲମ୍ବା ବାଉଁଶ। କାରଣ ଏଇ ବୟସରେ ତାଙ୍କ ଉଚ୍ଚତା ୬ ଫୁଟ ୧୦ ଇଞ୍ଚ। ତାଙ୍କ ଗୋଡଗୁଡିକ ପ୍ରାୟ ଦେଢ ମିଟର…

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ତାଙ୍କ ସ୍ତ୍ରୀ ଜିଲ୍‌ ବାଇଡେନଙ୍କୁ ଏହି ଉପହାର ଦେଇଛନ୍ତି। ବାଇଡେନଙ୍କୁ ମୋଦି ରୁପା ଖଚିତ…

ଅନୁରା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

କଲମ୍ବୋ,୨୨ା୯: ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩% ଭୋଟ୍‌ ପାଇଥିବା ସୂଚନା ମିଳିଛି। ଫଳାଫଳ ଅନୁଯାୟୀ, ନ୍ୟାଶନାଲ ପିପୁଲ୍‌ ପାଓ୍ବାର (ଏନ୍‌ପିପି)ର ନେତା…

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି ମାଛ ରପ୍ତାନୀ ଉପରେ ପ୍ରତିବନ୍ଧକ ଉଠାଇଛନ୍ତି। ଏନେଇ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୂଚନାନୁସାରେ…

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ ଗସ୍ତର ପ୍ରଥମ ଦିନରେ ଜୋ ବାଇଡେନଙ୍କୁ ଭେଟିଥିଲେ। ଏହି ସମୟରେ ମୋଦି ବାଇଡେନଙ୍କ ସହ…

ସୁନାଚେନ୍‌ର କେଶ

ଆଜିକାଲି ନାନା ପ୍ରକାରର ହେୟାର ଷ୍ଟାଇଲ ଲୋକେ କରୁଛନ୍ତି। ଖାସ୍‌କରି ସେଲିବ୍ରିଟି ଯେଉଁଭଳି ହେୟାରଷ୍ଟାଇଲ କରନ୍ତି ସାଧାରଣ ଲୋକେ ତାକୁ ଅନୁକରଣ କରନ୍ତି। ମେକ୍ସିକୋର ର଼୍ୟାପର୍‌ ଦାନ୍‌ ସୁର୍‌ଙ୍କ ହେୟାରଷ୍ଟାଇଲ୍‌ ଏବେ ବେଶ୍‌ ଚର୍ଚ୍ଚାରେ। କାରଣ ତାଙ୍କ ହେୟାରଷ୍ଟାଇଲ ସମ୍ପୂର୍ଣ୍ଣ ଅଲଗା।…

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ ୪ ଜଣ ଗୁରୁତରଙ୍କୁ ବେନଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ବର୍ତ୍ତମାନ ସୁସ୍ଥ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri