ଏଇ ଭାରତରେ
ଭ୍ରମଣ ମଧ୍ୟରେ କିଛି ବିପଦ ଆଉ ସୌନ୍ଦର୍ଯ୍ୟପୂର୍ଣ୍ଣ ପରିବେଶ ଥିଲେ ତାହା ଏକ ନିଆରା ଅନୁଭବ ଦିଏ ବୋଲି କହନ୍ତି ମୁମ୍ବାଇର ନେହାଲ ଶାହା। ସେ ବହୁ ବିପଜ୍ଜନକ ଭ୍ରମଣ କରିବା ପରେ ଏବେ ଅଭିଭାବକ ଓ ପିଲାମାନଙ୍କ ପାଇଁ ଭ୍ରମଣର…
ପଥୁରିବାଟିର ଚେତାବନୀ
ନବ୍ୟ ଆଧୁନିକତାର ପ୍ରବାହ ମଧ୍ୟରେ ପୁରୁଣା କାଳର ଯେଉଁ କେତେକ ଦ୍ରବ୍ୟ ବିସ୍ମୃତିର ଅତଳ ଗର୍ଭରେ ହଜିଯାଇଛି, ତନ୍ମଧ୍ୟରୁ ପଥୁରିବାଟି ବା ପଥରରେ ନିର୍ମିତ ବାସନ ଅନ୍ୟତମ। ସାମ୍ପ୍ରତିକ ସମାଜର ବେଶ୍ ଭାଗ ଲୋକ, ବିଶେଷତଃ ଯୁବାବର୍ଗ ଏହି ଚିଜଟିକୁ ଦେଖିବା…
ଦୁଃସାହସିକ ଅଭିଯାତ୍ରୀ
କେତେତବେଳେ ଗୋଟେ ଚିନ୍ତାଧାରା ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିଦେବ, ସେଥିପାଇଁ ବୟସ କଦାପି ତାହା ନିର୍ଦ୍ଧାରଣ କରି ନ ଥାଏ। ନୂଆ କିଛି ପଦକ୍ଷେପ ନେବା ବେଳେ ବହୁକିଛି ଶୁଣିବାକୁ ମିଳେ। ସାଧାରଣତଃ ଦେଖାଯାଏ, ଅନେକଙ୍କ ମାନସିକତା ନକାରାତ୍ମକ ଦିଗକୁ…
ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ
ଜଗତ୍ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଗତିର ନୂତନ ସୂର୍ଯ୍ୟୋଦୟ, ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ଅଭ୍ୟୁଦୟ କାର୍ଯ୍ୟକ୍ରମ…
ଘର କାମ କରିବ ଏହି ରୋବୋ
ଘର କାମ ପାଇଁ ଆଜିକାଲି ପ୍ରାୟ ସମସ୍ତେ ଚାକର ଚାକରାଣୀ ରଖୁଛନ୍ତି। ହେଲେ ସେମାନେ ସବୁ ସମୟରେ ମନ ଦେଇ କାମ କରି ନ ଥାଆନ୍ତି କି ମାଲିକଙ୍କର ସବୁ କଥା ଶୁଣି ନ ଥାଆନ୍ତି। ମନ ଇଛା ଛୁଟିରେ ବି…
ବ୍ଲୁ ଟୁଥ୍ ନାମ କାହିଁକି ହେଲା
ବ୍ଲୁଟୁଥ୍ ଏକ ଓ୍ବେରଲେସ୍ ଟେକ୍ନୋଲୋଜି। ଯାହାକି ସାରା ପୃଥିବୀରେ ବେଶ୍ ଲୋକପ୍ରିୟ। ତେବେ ଜାଣନ୍ତିକି କମ୍ ରେଞ୍ଜରେ ଥିବା ଡିଭାଇସ୍କୁ ଯୋଡ଼ିବା ଲାଗି ବ୍ୟବହାର କରାଯାଉଥିବା ଏହି ଟେକ୍ନଲୋଜିର ନାମ ବ୍ଲୁ ଟୁଥ୍ କାହିଁକି ହେଲା? ଜାଣନ୍ତୁ ସେ ସମ୍ପର୍କରେ… ଦେଖିବାକୁ…
ମା’ଙ୍କ ହାତରେ ମୋ ପ୍ରଥମ ରୋଜଗାର ଟଙ୍କା
ମୁଁ ମହାବିଦ୍ୟାଳୟ ଶିକ୍ଷା ସମାପ୍ତ ପରେ ଚାକିରି ସନ୍ଧାନରେ ଥିଲି। ପରେ ନିଜ ଗାଁ ଶିଶୁ ବିଦ୍ୟାମନ୍ଦିରରେ ଶିକ୍ଷକ ରୂପେ ଯୋଗଦେଇଥିଲି। ସେଠିକାର ଶିକ୍ଷାଦାନ ପଦ୍ଧତି ଅତି ଉନ୍ନତ। କ୍ରମଶଃ ମୋର ଶିକ୍ଷକ ରୂପେ ଦାୟିତ୍ୱବୋଧ ବଢ଼ିଲା। ମୋର ଅନୁଭବ ହେଲା,…
ଏଥର ଦୁର୍ଗା ପୂଜାରେ ଦୁର୍ଗା
ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ ହେଉଛନ୍ତି ଯୁବ ପ୍ରଯୋଜକ କୁମାର ପ୍ରୀତମ ସାହୁ। ଚଳଚ୍ଚିତ୍ରର ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି…
ଆଜିଠାରୁ ୧୧ ଦିନ ଧରି ଉପାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ, କାରଣ…
ହାଇଦ୍ରାବାଦ,୨୨ା୯: ତିରୁପତି ପ୍ରସାଦ ବିବାଦକୁ ନେଇ ୧୧ଦିନ ଧରି ଉପବାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ। ଆନ୍ଧ୍ରପ୍ରଦେଶରେ ତିରୁପତି ବାଲାଜୀ ମନ୍ଦିରର ପ୍ରସାଦ ଲଡୁରେ ପଶୁ ଚର୍ବି ବ୍ୟବହାର କରାଯାଉଥିବା ଖବର ପରଠାରୁ ଚାଲିଆସୁଥିବା ରାଜନୈତିକ ଉତ୍ତେଜନା ବନ୍ଦ ହେବାର କୌଣସି…
ବଜ୍ରପାତକୁ ରୋକେ ତାଳଗଛ
ବଜ୍ରପାତକୁ ରୋକେ ତାଳଗଛ । କିନ୍ତୁ ତାଳଗଛର ସଂଖ୍ୟା କମି କମି ଚାଲିଛି; ଯାହା ଚିନ୍ତା ବଢାଇଛି ପରିବେଶ ପ୍ରେମୀଙ୍କର । ଯେଉଁଥିପାଇଁ ନିଜସ୍ବ ପ୍ରୟାସରେ କାହିଁ କେବେଠାରୁ ସେମାନେ ଲଗାଇ ଆସୁଛନ୍ତି ତାଳଗଛ.. ଉଚ୍ଚତାଳଗଛ ଆକାଶ ଛୁଏଁ, ବାୟାର ବସା…
କନ୍ଦମୂଳ ଖାଉଥିଲେ…
ଆମ ଭିତରୁ ଅନେକେ କନ୍ଦମୂଳ ଖାଇବାକୁ ବହୁତ ଭଲ ପାଇଥାନ୍ତି। ଏହା ଖାଇବାକୁ ଯେମିତି ସୁସ୍ବାଦୁ ଲାଗେ ସେମିତି ଶରୀର ପାଇଁ ବେଶ୍ ଉପକାରୀ ମଧ୍ୟ ହୋଇଥାଏ। କାରଣ ଏଥିରେ ଭରିରହିଥାଏ ଭିଟାମିନ୍ ବି୬, ସି, ମିନେରାଲ୍ସ ଓ ଆଣ୍ଟି ଅକ୍ସିଡାଣ୍ଟ…
ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ…
Archives


