Home Left

ସତ୍ୟପାଠରେ ମାମଲାରେ କେଉଁ ତଥ୍ୟ ଦେଇନାହାନ୍ତି ଘାସିରାମ

ଭୁବନେଶ୍ୱର,୨୨।୧୦(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମରେ ଥିବା ୨ଟି ଅଭିଯୋଗର ତଥ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ନାହିଁ। ସେ ଉପନିର୍ବାଚନ ପାଇଁ ଦାଖଲ କରିଥିବା ସତ୍ୟପାଠରେ ୨ ମାମଲା...

ଘାସିରାମ ମାଝିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ

ନୂଆପଡ଼ା, ୨୨।୧୦ (ମକାରୁ ବେମାଲ ) : ନୂଆପଡ଼ା ଭାଜପା ଜିଲା କାର୍ଯ୍ୟାଳୟରେ ମଙ୍ଗଳବାର ଦଳ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଦଳର ଜିଲା ସଭାପତି କମଲେଶ ଦୀକ୍ଷିତ ସୂଚନା ଦେଇ କହିଥିଲେ, ଜାତୀୟ କଂଗ୍ରେସ...

ମହିଳା ଦିନିକିଆ ବିଶ୍ୱକପ: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳ ପାଇଁ ବର୍ଷା ସଙ୍କଟ

ମୁମ୍ବାଇ,୨୨।୧୦: ଗୁରୁବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ମହିଳା ବିଶ୍ୱକପ୍ ମ୍ୟାଚ୍ ପୂର୍ବରୁ ବର୍ଷା ଯୋଗୁଁ ଭାରତୀୟ ମହିଳା କ୍ରିକେଟ୍ ଦଳର ଅଭ୍ୟାସ ବାତିଲ ହୋଇଛି। ମଙ୍ଗଳବାର ନଭି ମୁମ୍ବାଇରେ ପ୍ରବଳ ବର୍ଷା ଓ ପବନ ହେବା କାରଣରୁ...

ଚୌଦ୍ୱାର ପରେ ଓଡ଼ିଶାର ଆଉ ଏକ ଜେଲରୁ ବିଚାରାଧୀନ କଏଦୀ ଫେରାର

ସୋର,୨୨।୧୦: ଓଡ଼ିଶାରେ ପୁଣି ଏକ ଜେଲ୍‌ରୁ କଏଦୀ ଫେରାର ହେବା ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ସୋର ଉପ-ଜେଲ୍‌ରୁ ଜଣେ ବିଚାରାଧୀନ କଏଦୀ ଫେରାର୍ ହୋଇଯାଇଛନ୍ତି। ରିପୋର୍ଟ ଅନୁଯାୟୀ, ଦୀପକ ରୟ ନାମକ ଏହି ବିଚାରାଧୀନ କଏଦୀ (ଚୋରି...

ପାରିବାରିକ କଳହରୁ ବାପା-ମାଆଙ୍କୁ ହାଣିଦେଲା ପୁଅ; ଦୁହେଁ ଗୁରୁତର

ଚାନ୍ଦବାଲି,୨୨।୧୦: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅନ୍ତର୍ଗତ ତଳବନ୍ଧ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଜଣେ ପୁଅ ନିଜ ବାପା ଓ ମାଆଙ୍କୁ ଧାରୁଆ ଅସ୍ତ୍ରରେ ହାଣି ଦେଇଛି। ଆକ୍ରମଣରେ ବୃଦ୍ଧ ବାପା ଓ...

ନୂଆପଡ଼ା ଉପନିର୍ବାଚନ: ଆଜି ଯାଞ୍ଚ; ୨୪ରେ ପ୍ରତ୍ୟାହାର

ଭୁବନେଶ୍ୱର/ ନୂଆପଡ଼ା, ୨୨।୧୦ (ରବିନାରାୟଣ ଜେନା/ ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ତାହାକୁ ନେଇ ସେତିକି ରାଜନୈତିକ ଉଷ୍ମତା ବଢୁଛି। ୨୦ ତାରିଖ ସୁଦ୍ଧା ୧୯ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ପ୍ରାର୍ଥତ୍ପତ୍ର...

ବ୍ରିଜ୍‌ରୁ ଖସିପଡ଼ିଲା ବାଇକ୍: ଯୁବକ ମୃତ

ବିନିକା,୨୨।୧୦: ସୁବର୍ଣ୍ଣପୁର ଜିଲା ବିନିକା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବେଲପଡ଼ା ଛକ ନିକଟ ମଗରକୁନ୍ଦା ବ୍ରିଜ୍ ଉପରୁ ଏକ ବାଇକ୍ ତଳକୁ ଖସିପଡ଼ିବାରୁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସୂଚନାନୁସାରେ, ଯୁବକ ଜଣକ ଭାରସାମ୍ୟ ହରାଇ...

ଧର୍ମଶାଳାରେ ଯୁବତୀଙ୍କୁ ଅପହରଣ ଉଦ୍ୟମ; ଜଣେ ଅଟକ

ଧର୍ମଶାଳା,୨୨।୧୦: ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ରାସ୍ତାରୁ ଅପହରଣ କରି ନେବା ପାଇଁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, କଣ୍ଟାମାଳିଆ-ଥାନୁଆଳ ରାସ୍ତାରେ ଏହି ଅପହରଣ ଉଦ୍ୟମ ହୋଇଥିଲା, କିନ୍ତୁ ଯୁବତୀ ଜଣକ ଅଳ୍ପକେ...

୫ ଦିନ ଯାଏ ବର୍ଷା, ଏସବୁ ଜିଲା ପାଇଁ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୧।୧୦(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ସକାଳ ୮ଟା ୩୦ରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ବୁଧବାର ଅପରାହ୍ନ ସୁଦ୍ଧା ଅବପାତରେ ପରିଣତ ହେବ।...

କୁଲଦୀପଙ୍କୁ ନେଇ ଆସିଲା ନିରାଶାଜନକ ଖବର, ଆଡିଲେଡ୍‌ରେ ଏ କ’ଣ ହେଲା?

ନୂଆଦିଲ୍ଲୀ,୨୧।୧୦: ଭାରତ ପର୍ଥ ଦିନିକିଆରେ ପରାଜିତ ହେବାପରେ କୁଲଦୀପ ଯାଦବଙ୍କୁ କାହିଁକି ପ୍ଲେଇଂ ଇଲେଭେନରେ ସାମିଲ କରାଗଲା ନାହିଁ ବୋଲି ପ୍ରଶ୍ନ ଉଠିଥିଲା। ଟିମ ଇଣ୍ଡିଆ ଜଣେ ବିଶେଷଜ୍ଞ ବୋଲରଙ୍କ ବଦଳରେ ତିନି ଜଣ ଅଲରାଉଣ୍ଡରଙ୍କୁ ଖେଳାଇଥିଲା। ଏବେ କୁଲଦୀପ...

ନୂଆ ଓପନର ରେଡ୍ଡି କଲେଣି ଗମ୍ଭୀର, ଏବେ ରୋହିତ ଶର୍ମାଙ୍କ ପାଖରେ ଶେଷ ସୁଯୋଗ?

ନୂଆଦିଲ୍ଲୀ,୨୧।୧୦: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ଆଡିଲେଡ୍‌ ଓଭାଲରେ ଖେଳାଯିବ। ଟିମ ଇଣ୍ଡିଆକୁ ଏହି ଗ୍ରାଉଣ୍ଡରେ ଜିତିବାକୁ ପଡିବ, କାରଣ ମ୍ୟାଚ୍‌ ହାରିଲେ ସିରିଜ ହାତରୁ ଚାଲିଯିବ। ଟିମ୍‌ ଇଣ୍ଡିଆକୁ ଏହି ମ୍ୟାଚ୍‌ ଜିତିବା ପାଇଁ କଠିନ...

‘କାବୁଲ୍ ଉପରେ କେହି ହୁକୁମ୍ ଚଲାଇ ପାରିବେନି’, ପାକିସ୍ତାନକୁ ଆଫଗାନିସ୍ତାନର କଡ଼ା ଜବାବ

କାବୁଲ୍,୨୧।୧୦: ଭାରତକୁ ଦୋଷ ଦେଇ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ପାଇଁ ଦାୟୀ କରିବା ଅଭିଯୋଗ ଉପରେ ତାଲିବାନ୍‌ର ପ୍ରତିରକ୍ଷା ମନ୍ତ୍ରୀ ମୌଲବୀ ମହମ୍ମଦ ୟାକୁବ ମୁଜାହିଦ୍ କଡ଼ା ଜବାବ ଦେଇଛନ୍ତି। ସେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ୍ ଶରିଫଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri