Home Left

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲାଙ୍କ ନାମ ନ ଥିବାରୁ ଉତ୍ସବ ଆରମ୍ଭ ପୂର୍ବରୁ ଉତ୍ତେଜନା ସୃଷ୍ଟି ହୋଇଥିଲା। ବିଧାୟକଙ୍କ…

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ ଯାଉ ବୋଲି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କହିଛନ୍ତି। କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ଖ୍ରୀଷ୍ଟିଆନ୍‌…

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା କରିବା ପରେ କ୍ରାଇମ୍‌ବ୍ରାଞ୍ଚ ୨ଟି ମାମଲା ଆଧାରରେ ତଦନ୍ତ ଚଳାଇଛି। ଏହାରି ମଧ୍ୟରେ ପୋଲିସ…

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର ହାଉସ୍‌କିପିଂ ଟେଣ୍ଡରରେ ଅନିୟମିତତା କରାଯାଇଥିବା ଉଲ୍ଲେଖ କରାଯାଇଛି। ଏହାର ତଦନ୍ତ କରି ଟେଣ୍ଡରର ପୁନଃ…

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି। କର୍ମୀ ଜଣକ ଗୁରୁତର ହୋଇ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବାବେଳେ ପୋଲିସ…

ଯୁଦ୍ଧରେ ଘରଦ୍ୱାର ହରାଇ ସ୍କୁଲ୍‌ରେ ନେଇଥିଲେ ଆଶ୍ରୟ: ଇସ୍ରାଏଲ୍‌ କଲା ବୋମାମାଡ଼

ଗାଜା ସିଟି,୨୧ା୯: ଯୁଦ୍ଧରେ ଘରଦ୍ୱାର ହରାଇ ପାଲେଷ୍ଟିନୀୟମାନେ ଗାଜା ସିଟିର ଏକ ସ୍କୁଲ୍‌ରେ ଆଶ୍ରୟ ନେଇଥିବାବେଳେ ସେଠାରେ ଇସ୍ରାଏଲ୍‌ ବୋମାମାଡ଼ କରିଛି। ଏଥିରେ ଅନୂ୍ୟନ ୨୧ ଜଣଙ୍କ ମୃତ୍ୟୁ ଘଟିଛି। ଅଲ୍‌-ଜେଇଟୁନ୍‌ ସ୍କୁଲ୍‌ ଉପରେ ବୋମାମାଡ଼ କରି ଇସ୍ରାଏଲ୍‌ ଭୟଙ୍କର ଗଣହତ୍ୟା…

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହୋଇଥିବା ପଶ୍ଚିମବଙ୍ଗ ସରକାରୀ ହସ୍ପିଟାଲଗୁଡ଼ିକର ଜୁନିୟର ଡାକ୍ତରମାନେ ଶନିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି।…

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା ମାଗିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଥାନାରେ ପ୍ରଶାସନ ପକ୍ଷରୁ ଅଭିଯୋଗ ହେବା ପରେ…

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ SI ରଘୁନାଥ ହାଁସଦା, ASI ଶିବପ୍ରସାଦ ଦଳାଇ। ୪ ହଜାର ଟଙ୍କା ଲାଞ୍ଚ ନେବା…

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ବୁର୍ଜା ମାଝି…

ଆଧାର କାର୍ଡରେ କାହିଁକି ହସନ୍ତିନି ଲୋକ, ଜଣାପଡିଲା ବଡ଼ କାରଣ…

ଭାରତରେ ରହୁଥିବା ପ୍ରତ୍ୟେକ ନାଗରିକଙ୍କ ପାଖରେ ଆଧାର କାର୍ଡ ରହିବା ଆବଶ୍ୟକ । ଅନେକଙ୍କର ପାଖରେ ପାନ୍‌ ଓ ପାସପୋର୍ଟ ମଧ୍ୟ ଅଛି । ଭାରତରେ, ଗତ କିଛି ବର୍ଷ ଧରି ଆଧାର କାର୍ଡର ଗୁରୁତ୍ୱକୁ ସର୍ବାଧିକ ବିବେଚନା କରାଯାଉଛି। କିନ୍ତୁ…

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ କ୍ରେଡିଟ ହୋଇଛି। ସେପଟେ ସୁଭଦ୍ରା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri