କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…
କୋଲକାତା,୨୧ା୯: କୋଲକାତାର ଆର୍.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହୋଇଥିବା ପଶ୍ଚିମବଙ୍ଗ ସରକାରୀ ହସ୍ପିଟାଲଗୁଡ଼ିକର ଜୁନିୟର ଡାକ୍ତରମାନେ ଶନିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି।…
୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ
ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା ମାଗିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଥାନାରେ ପ୍ରଶାସନ ପକ୍ଷରୁ ଅଭିଯୋଗ ହେବା ପରେ…
ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍ ଫେରାଇବା ପାଇଁ…
ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ SI ରଘୁନାଥ ହାଁସଦା, ASI ଶିବପ୍ରସାଦ ଦଳାଇ। ୪ ହଜାର ଟଙ୍କା ଲାଞ୍ଚ ନେବା…
ମହୁମାଛି ନେଇଗଲେ ଜୀବନ…
ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ବୁର୍ଜା ମାଝି…
ଆଧାର କାର୍ଡରେ କାହିଁକି ହସନ୍ତିନି ଲୋକ, ଜଣାପଡିଲା ବଡ଼ କାରଣ…
ଭାରତରେ ରହୁଥିବା ପ୍ରତ୍ୟେକ ନାଗରିକଙ୍କ ପାଖରେ ଆଧାର କାର୍ଡ ରହିବା ଆବଶ୍ୟକ । ଅନେକଙ୍କର ପାଖରେ ପାନ୍ ଓ ପାସପୋର୍ଟ ମଧ୍ୟ ଅଛି । ଭାରତରେ, ଗତ କିଛି ବର୍ଷ ଧରି ଆଧାର କାର୍ଡର ଗୁରୁତ୍ୱକୁ ସର୍ବାଧିକ ବିବେଚନା କରାଯାଉଛି। କିନ୍ତୁ…
ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…
ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ କ୍ରେଡିଟ ହୋଇଛି। ସେପଟେ ସୁଭଦ୍ରା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ…
ଗୋଟିଏ ଟ୍ରାକ୍ରେ ୨ ଟ୍ରେନ୍ ସାମ୍ନା ସାମ୍ନି
ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍ରେ ଗୋଟିଏ ମାଲବାହୀ ଓ ଅନ୍ୟଟି ଯାତ୍ରୀବାହୀ ଟ୍ରେନ ସାମ୍ନା ସାମ୍ନି ହୋଇଛି। ତେବେ ଏହି ଟ୍ରେନ ଦ୍ୱୟ ଧକ୍କା ହୋଇ…
ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା…
ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…
ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ମା’ଙ୍କ ସହ ୨ ଝିଅ…
ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…
ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍ଏସ୍ଏସ୍ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି। ଏହା ବିରୋଧରେ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର…
କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ
ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍ ଇଣ୍ଡିଆ (ଏନ୍ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍ ଇଣ୍ଡିଆଠାରେ ଶନିବାର ଅନୁଷ୍ଠିତ ନିର୍ବାଚନରେ ସେ ଭି.କେ. ଧଳଙ୍କୁ ୩୬-୨୧ ଭୋଟ୍ରେ ହରାଇ ଦେଇଛନ୍ତି। ସରକାରଙ୍କ…
Archives


