ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…
ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍ଏସ୍ଏସ୍ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି। ଏହା ବିରୋଧରେ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର…
କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ
ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍ ଇଣ୍ଡିଆ (ଏନ୍ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍ ଇଣ୍ଡିଆଠାରେ ଶନିବାର ଅନୁଷ୍ଠିତ ନିର୍ବାଚନରେ ସେ ଭି.କେ. ଧଳଙ୍କୁ ୩୬-୨୧ ଭୋଟ୍ରେ ହରାଇ ଦେଇଛନ୍ତି। ସରକାରଙ୍କ…
ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍
ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ ପୂରୁଣୁ ସେମାନଙ୍କୁ ଜାମିନ୍ ମିଳିଛି। ଭୁବନେଶ୍ବର JMFC କୋର୍ଟରୁ ସେମାନଙ୍କୁ ମିଳିଛି ଜାମିନ। ସୂଚନାଥାଉ…
ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…
ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ ଗାଁ ଏବେ ବି ଜଳବନ୍ଦୀ ହୋଇ ରହିଛନ୍ତି। ସୁବର୍ଣ୍ଣରେଖା ରାଜଘାଟ ଗେଜଠାରେ ଜଳସ୍ତର ସତର୍କ…
ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ
ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଦାୟିତ୍ୱ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଭାର ସମ୍ଭାଳିବା ସହ ନିଜ କ୍ୟାବିନେଟରେ ବିଭାଗ ବଣ୍ଟନ କରିଛନ୍ତି।…
ଏମିତି ଝିଅଙ୍କୁ ଭୁଲ୍ରେ କରନ୍ତୁ ନାହିଁ ବିବାହ: ରାତାରାତି ବିଗିଡ଼ିଯିବ …
ବିବାହ ପାଇଁ ଭଲ ଝିଅ ଖୋଜିବା ସହଜ କଥା ନୁହେଁ। ଆଜିର ସମୟରେ ଅଧିକାଂଶ ପୁଅ ସୌନ୍ଦର୍ଯ୍ୟ ଦେଖିବା ପରେ ଝିଅକୁ ବିବାହ କରିବାକୁ ରାଜି ହୁଅନ୍ତି। କିଛିଦିନ ପରେ ସେମାନେ ବିବାହ କରି କେତେ ବଡ଼ ଭୁଲ କରିଛନ୍ତି। ଅନୁତାପ…
ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….
ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ ପୋଲିସ କର୍ମଚାରୀ। କିନ୍ତୁ ଏଯାଏଁ ହୋଇନାହିଁ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ। ଏନେଇ ରାଜ୍ୟ…
ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ
ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର ସ୍ବଧର୍ମକୁ ଫେରିଛନ୍ତି। ସେମାନେ ପ୍ରାୟ ୪ବର୍ଷ ପୂର୍ବେ ହିନ୍ଦୁ ଧର୍ମ ପରିତ୍ୟାଗ କରି କିଛି…
ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ
ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଜ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ…
ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା
ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ ଦଳର ସଭାପତି ଥିଲେ ସେତେବେଳେ ସେ ଅମିତ ଶାହାଙ୍କୁ ବହୁତ ଅପେକ୍ଷା କରାଉ ଥିଲେ।…
ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍ ରୋମିଓ ଗିରଫ
ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ ଏବେ ଚର୍ଚ୍ଚା ଆହୁରି ଜୋର୍ ଧରିଛି। ବର୍ତ୍ତମାନ ଚନ୍ଦକା ରାସ୍ତାରେ ମେଜର ଓ ତାଙ୍କ…
‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ ଅଂଶଗ୍ରହଣ କରିବେ। ତେବେ ପୂର୍ବରୁ ଯେତେବେଳେ ମୋଦି ଆମେରିକା ଗସ୍ତ ସମୟରେ ପୂର୍ବତନ ରାଷ୍ଟ୍ରପତି…
Archives


