Home Left

ବର୍ଷକୁ ଦୁଇଟି ଗ୍ୟାସ ସିଲିଣ୍ଡର ମାଗଣା ମିଳିବ, ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୧।୯: ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଜମ୍ମୁରେ ପହଞ୍ଚିଛନ୍ତି। ଏହି ସମୟରେ ସେ ଏକ ସମାବେଶକୁ ସମ୍ବୋଧିତ କରି ବଡ ଘୋଷଣା କରିଛନ୍ତି। ଗୃହମନ୍ତ୍ରୀ ଅମିତ ଶାହା…

ଲେବାନନ ଆକ୍ରମଣକୁ ନେଇ ଚର୍ଚ୍ଚାରେ ମିଷ୍ଟ୍ରି ଗର୍ଲ!

ଜେରୁଜେଲମ,୨୧।୯: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଲେବାନନରେ ପେଜର୍‌ ଆକ୍ରମଣ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଆକ୍ରମଣ ସହ ଜଡିତ ଅନେକ ତଥ୍ୟ ସାମ୍ନାକୁ ଆସୁଛି। ଏହି ସମୟରେ, ୪୯ବର୍ଷିୟ ବିଦେଶୀ ମହିଳା ଖ୍ରିଷ୍ଟିଆନା ବାର୍ସୋନି ଆର୍କିଡିଏକୋନୋ ଚର୍ଚ୍ଚାକୁ ଆସିଛନ୍ତିି। ଇଟାଲୀ-ହଙ୍ଗେରୀରୁ…

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି। ତେବେ ସେ କହିଛନ୍ତି ତଦନ୍ତ ଚାଲିଛି, ନିଲମ୍ବନ…

ମନ୍ଦିର ମାଳିନୀ ଭୁବନେଶ୍ୱର

ପୁରାଣ ପ୍ରସିଦ୍ଧ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଓଡ଼ିଶାର ରାଜଧାନୀ କରିବା ପାଇଁ ୧୯୪୮ ଏପ୍ରିଲ ୧୩ରେ ଶିଳାନ୍ୟାସ କରାଯାଇଥିଲା। ଏହାପରଠାରୁ ଧୀରେ ଧୀରେ ଏହା ଦେଶର ପ୍ରମୁଖ ଆକର୍ଷଣୀୟ ସହରର ରୂପ ନେଇଛି। ଶିକ୍ଷା, ସ୍ବାସ୍ଥ୍ୟ, କ୍ରୀଡ଼ା, ବ୍ୟବସାୟ, ରାଜନୀତି ଆଦି…

ମିଛ ପ୍ରଚାର କରିବାରେ ଅମିତ ଶାହା ସବୁଠୁ ଆଗରେ: ଖାର୍ଗେ

ନୂଆଦିଲ୍ଲୀ, ୨୧।୯: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଜମ୍ମୁରେ ପହଞ୍ଚିଛନ୍ତି। ସେ ଜମ୍ମୁ କଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଦଳର ପ୍ରାର୍ଥୀ ତାରା ଚାନ୍ଦଙ୍କ ପାଇଁ ପ୍ରଚାର କରିବାକୁ ଏଠାକୁ ଆସିଛନ୍ତି। ଏହି ସମୟରେ ସେ ସାମ୍ବାଦିକ ସମ୍ମିଳନୀରେ ଭାଜପା ଏବଂ…

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ ପ୍ରାୟ ସାତମାସ ହେବ ଏକ ଗୋଠଛଡା ଦନ୍ତା ଦୁଇଶହରୁ ଊର୍ଦ୍ଧ୍ୱ ଘର ଭାଙ୍ଗି ସାରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୟ କରୁଛି ପାକିସ୍ତାନ: କାହିଁକି ଏମିତି କହିଲେ ଅମିତ ଶାହା

ଶ୍ରୀନଗର,୨୧।୯: ଜମ୍ମୁ କଶ୍ମୀରର ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଜୋରଦାର ପ୍ରଚାର କରୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ମେହେନ୍ଦରରେ ପହଞ୍ଚିଛନ୍ତି। ଏଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି, ୯୦ ଦଶକରେ ଜମ୍ମୁ…

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି ସହିତ ବାଂଲାଦେଶ ଏହାର ପ୍ରଥମ ଇନିଂସରେ ୧୪୯ ରନ ସଂଗ୍ରହ କରିଥିଲା। ଏହିପରି ଭାରତୀୟ…

ଅମର ପ୍ରୀତ୍ ସିଂହ ହେବେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୧ା୯: ଅମର ପ୍ରୀତ୍‌ ସିଂହ ହେବେ ନୂଆ ବାୟୁସେନା ମୁଖ୍ୟ। ଏୟାର ମାର୍ଶଲ ଅମର ପ୍ରୀତ୍ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ସରକାର ଏୟାର ମାର୍ଶଲ ଅମରଙ୍କୁ  ବାୟୁସେନାର ପରବର୍ତ୍ତୀ ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ୩୦ ସେପ୍ଟେମ୍ବର…

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ କେନ୍ଦୁଝର ସର୍କିଟ ହାଉସରେ ପାଟଣା ସାହାରପଡା ବିକାଶ ମଞ୍ଚର ଏକ ପ୍ରତିନିଧିମଣ୍ଡଳୀ ୨…

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ, କ୍ରୀଡ଼ାବିତ୍‌ ତଥା ବିଶିଷ୍ଟ ଲୋକଙ୍କ ସହିତ ମର୍ନି ଓ୍ବାକ୍‌ କରିବା ସହ ଚା’ପେ ଚର୍ଚ୍ଚା…

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ କରିଥିବା ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri