ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ
ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଶୁକ୍ରବାର ରାଓଙ୍କ ବିଭିନ୍ନ ସ୍ଥାନରେ ରେଡ କରି ବିପୁଳ ସମ୍ପତ୍ତି…
ମୁଖ୍ୟମନ୍ତ୍ରୀ ଅସୁସ୍ଥ
ଶିମଲା,୨୧।୯: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଅସୁସ୍ଥ ହୋଇପଡିଛନ୍ତି। ସେ ଶିମଲା ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଚନ୍ତି। ଶନିବାର ସକାଳେ ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ପହଞ୍ଚି ତାଙ୍କର ଅନେକ ଗୁଡିଏ ଟେଷ୍ଟ କରିଥିଲେ। ତେବେ…
ଏହି ରାଜ୍ୟରେ ପ୍ରବେଶ କଲେ ୯୦୦ ଆତଙ୍କବାଦୀ! ସୁରକ୍ଷାକୁ ନେଇ ବଢିଲା ଚିନ୍ତା
ଇମ୍ଫାଲ,୨୧।୯: ମ୍ୟାନମାରରୁ ପ୍ରାୟ ୯୦୦ ଆତଙ୍କବାଦୀ ମଣିପୁରରେ ପ୍ରବେଶ କରିଥିଲେ। ଏହା ଦେଶର ସୁରକ୍ଷା ଭଙ୍ଗ କରିବାକୁ ପ୍ରସ୍ତୁତି ବୋଲଇ କୁହାଯାଉଛି। ଗୁପ୍ତଚର ରିପୋର୍ଟ ଆଧାରରେ ଆତଙ୍କବାଦୀମାନେ ମ୍ୟାନମାର ଦେଇ ମଣିପୁରରେ ପ୍ରବେଶ କରିଥିବା ସୂଚନା ସାମ୍ନାକୁ ଆସିଛି। ମଣିପୁର ସରକାରଙ୍କ…
ଦକ୍ଷିଣରୁ ଗୋରଖନାଥ ମନ୍ଦିର ଆସିଲେ ଭବାନୀ-ଭୋଲୁ
ଲକ୍ଷ୍ନୌ,୨୧।୯: ଆନ୍ଧ୍ରପ୍ରଦେଶର ୟେଲେଶ୍ୱରମରେ ଥିବା ଗୋଶାଳାରୁ ଗୋରଖନାଥ ମନ୍ଦିରକୁ ନାଦିପଥି କ୍ଷୁଦ୍ର ପ୍ରଜାତିର (ଗୋଟିଏ ଗାଈ ଏବଂ ଗୋଟିଏ ବାଛୁରୀ) ଶନିବାର ଅଣାଯାଇଛି। ଏମାନେ ଆସିବା ପରେ ଗୋରକ୍ଷପିଠାଧିଶ୍ୱର ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏମାନଙ୍କର ନାମକରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ…
କିଛି ଜିନିଷ ସିକ୍ରେଟ୍ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ
ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା ପରେ ଏହି ପ୍ରଶ୍ନ ଅନେକ ଥର ଲୋକଙ୍କ ମନରେ ଉଠିଛି କି ପନ୍ତଙ୍କ ପ୍ରତି…
୬୩୭ ଦିନ ପରେ ଟେଷ୍ଟରେ କମାଲ୍ କଲେ ପନ୍ତ
ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ ପୂର୍ବରୁ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ପନ୍ତ ବାଂଲାଦେଶ ବିପକ୍ଷ ଚେନ୍ନାଇ…
୫୮ ପୁରୁଷଙ୍କ ସହ ସମ୍ପର୍କ ରଖି ଫସିଲେ ଚାଇନାର ‘ବିୟୁଟିଫୁଲ ଗଭର୍ନର’
ବେଜିଂ,୨୧।୯: ଦକ୍ଷିଣ-ପଶ୍ଚିମ ଚାଇନାର ଜଣେ ମହିଳାଙ୍କୁ ୧୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ଏବଂ ଅସଦାଚରଣ ପାଇଁ ଏକ ମିଲିୟନ ୟୁଆନ ଅର୍ଥାତ୍ ୧୮୩୦୦୦ ଆମେରିକୀୟ ଡଲାର୍ (୧୫୨୭୬୯୨୨.୩୫ଟଙ୍କା) ଜୋରିମାନା କରାଯାଇଛି। ମହିଳାଙ୍କ ସୌନ୍ଦର୍ଯ୍ୟ ହେତୁ ସେ ସୁନ୍ଦର ରାଜ୍ୟପାଳ (ବିୟୁଟିଫୁଲ…
ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। କ୍ରିକେଟ ପ୍ରଶଂସକମାନେ କହିଛନ୍ତି ଯେ, ଭାରତୀୟ ବୋଲରଙ୍କ ବିପକ୍ଷରେ ବ୍ୟାଟିଂ…
ମନ୍ଦିର ଟ୍ରଷ୍ଟ ଦେଲା ବଡ଼ ସୂଚନା, କହିଲା ଲଡୁରେ ପବିତ୍ରତା ରହିଛି
ହାଇଦ୍ରାବାଦ,୨୧ା୯: ତିରୁପତି ବାଲାଜୀଙ୍କ ପ୍ରସାଦ ଲଡୁ ପୁଣି ଉପଲବ୍ଧ। ଏନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ମନ୍ଦିର ଟ୍ରଷ୍ଟ କହିଛି ପ୍ରସାଦ ଲଡୁରେ ପବିତ୍ରତା ବା ଶୁଦ୍ଧତା ରହିଛି। The Sanctity of Srivari Laddu Prasadam is Restored…
ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍ର ନାଁ, ଏଣିକି କୁହାଯିବ…
ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍ କୋଡ୍ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ ରିଲିଫ୍ ନୁହେଁ, ଏହାକୁ ବିପର୍ଯ୍ୟୟ ଅଧିକାର ରାଶି କୁହାଯିବ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ…
୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ
ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି। ବର୍ତ୍ତମାନ ଭାରତୀୟ ଦଳର ଦ୍ୱିତୀୟ ଇନିଂସ ଚାଲିଛି। ପ୍ରଥମ ଇନିଂସରେ ୫୬ ରନ ସ୍କୋର…
ଶ୍ରୀଲଙ୍କାରେ ଆଜି ରାଷ୍ଟ୍ରପତି ନିର୍ବାଚନ, ନାହାଁନ୍ତି ଜଣେ ବି ମହିଳା ପ୍ରାର୍ଥୀ
କଲମ୍ବୋ,୨୧।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ପଦ ପାଇଁ ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ ଉପରେ ଭାରତ ସମେତ ବିଶ୍ୱର ନଜର ରହିଛି। ୨୦୨୨ରେ, ୩୯ଜଣ ପ୍ରାର୍ଥୀ ଅର୍ଥନୈତିକ ସଙ୍କଟର ସମ୍ମୁଖୀନ ହେଉଥିବା ଦେଶରେ ରାଷ୍ଟ୍ରପତି ପଦ ପାଇଁ ଲଢୁଛନ୍ତି।…
Archives


