‘ସରକାରୀ ନିୟନ୍ତ୍ରଣରୁ ମୁକ୍ତ ହେଉ ହିନ୍ଦୁ ମନ୍ଦିର’
ହାଇଦ୍ରାବାଦ,୨୧ା୯: ତିରୁପତି ମନ୍ଦିରର ପ୍ରସାଦ ଲଡୁରେ ପଶୁ ଚର୍ବି ମିଶ୍ରଣ ପ୍ରସଙ୍ଗ ବୃଦ୍ଧି ପାଇବାରେ ଲାଗିଛି। ଅନେକ ରାଜନୈତିକ ଦଳ ଏହି ପ୍ରସଙ୍ଗରେ କ୍ରୋଧ ପ୍ରକାଶ କରିଛନ୍ତି। ଏହି ସମୟରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ଏକ ବଡ଼ ଦାବି କରିଛି।…
୧୦ମ ଶ୍ରେଣୀ ଛାତ୍ରୀଙ୍କୁ ଗର୍ଭବତୀ କଲେ ଅବସରପ୍ରାପ୍ତ ବିଡିଓଙ୍କ ପୁଅ: ଗର୍ଭପାତ ନ କରିବାରୁ…
ଫତେହପୁର,୨୧।୯: ଉତ୍ତର ପ୍ରଦେଶର ଫତେହପୁର ଜିଲାର ଜଣେ ଗର୍ଭବତୀ ହାଇସ୍କୁଲର ଛାତ୍ରୀଙ୍କ ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଛାତ୍ରୀଙ୍କ ପ୍ରେମିକ ଶିବୁ ରାୟଦାସଙ୍କୁ ଗିରଫ କରିଛି। ଶିବୁ ଅବସରପ୍ରାପ୍ତ ବିଡିଓଙ୍କ ପୁଅ ବୋଲି ଜଣାପଡିଛି। ହତ୍ୟାକାରୀ ଛାତ୍ରୀଙ୍କୁ ଗର୍ଭପାତ ପାଇଁ…
ତିରୁପତି ମନ୍ଦିର ଲଡୁକୁ ନେଇ ବଡ଼ ଖୁଲାସା କଲେ ପୂର୍ବତନ ମୁଖ୍ୟ ପୁରୋହିତ
ନୂଆଦିଲ୍ଲୀ,୨୧।୯: ତିରୁପତି ମନ୍ଦିର ଲଡୁ ପ୍ରସଙ୍ଗ ବର୍ତ୍ତମାନ ଏକ ରାଜନୈତିକ ମୋଡ ନେଇଛି। ମନ୍ଦିରର ଲଡୁ ଅର୍ଥାତ୍ ପ୍ରସାଦ ତିଆରି କରିବା ପାଇଁ ଘିଅ ବଦଳରେ ପଶୁ ଚର୍ବି ବ୍ୟବହାର କରାଯାଉଥିବା ଜଣାପଡିବା ପରଠାରୁ ଦେଶରେ ଏକ ଅଶାନ୍ତି ଦେଖାଦେଇଛି। ଏହି…
କିଏ ସେହି ବ୍ୟକ୍ତି, ଯିଏ କିରାଣିରୁ ହୋଇଥିଲେ ସୁପ୍ରିମକୋର୍ଟ ବିଚାରପତି, ଜାଣନ୍ତୁ ତାଙ୍କର ପୂରା କ୍ୟାରିୟର ବିଷୟରେ…
ନୂଆଦିଲ୍ଲୀ,୨୧ା୯: ଜଣେ ବ୍ୟକ୍ତି ଯେତେ ଗରିବ ହୁଅନ୍ତୁ ନା କାହିଁକି, ଯଦି ତାଙ୍କର ଇଚ୍ଛା ଥାଏ, ତେବେ ସେ ନିଜ ରାସ୍ତା ନିଜେ ଖୋଜି ପାଇଥାନ୍ତି। ଅର୍ଥାତ୍ ଇଚ୍ଛା ଥିଲେ ଜଣେ ସଫଳତାର ଶୀର୍ଷରେ ପହଞ୍ଚି ପାରନ୍ତି। ଏହି କଥାକୁ ସତ୍ୟରେ…
ଶିକ୍ଷାମନ୍ତ୍ରୀଙ୍କୁ ‘ପଲଟୁରାମ’ କହି ଫସିଲେ କର୍ମଚାରୀ: ସରକାର ନେଲେ ଏଭଳି କାର୍ଯ୍ୟାନୁଷ୍ଠାନ
ଜୟପୁର,୨୧।୯: ରାଜସ୍ଥାନର ଯୋଧପୁରରେ ଶିକ୍ଷା ମନ୍ତ୍ରୀ ମଦନ ଦିଲୱାରଙ୍କ ପୋଷ୍ଟରକୁ ନେଇ ବିବାଦ ପରେ ରାଜ୍ୟ ସରକାର ଏହି ପ୍ରସଙ୍ଗରେ ଶିକ୍ଷା ବିଭାଗର କର୍ମଚାରୀ ନେତା ଶମ୍ଭୁ ସିଂ ମେଡାଟିଆଙ୍କୁ ନିଲମ୍ବିତ କରିଛନ୍ତି। ଏହା ସହିତ ସରକାରୀ କର୍ମଚାରୀଙ୍କ ଦ୍ୱାରା ସୋସିଆଲ…
ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି
ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ତେବେ ତାଙ୍କ ଇସ୍ତଫାପତ୍ରକୁ ପ୍ରତ୍ୟାହାର କରିବା ପାଇଁ ଭାଗୀରଥି…
ନଭେମ୍ବର-ଡିସେମ୍ବରରେ ୩୫ ଲକ୍ଷ ଯୋଡ଼ି କରିବେ ବିବାହ: ଖର୍ଚ୍ଚ ହେବ ୪.୨୫ ଲକ୍ଷ କୋଟି
ନୂଆଦିଲ୍ଲୀ,୨୧।୯:ଆସନ୍ତା ନଭେମ୍ବର ଓ ଡିସେମ୍ବରରେ ଭାରତରେ ପ୍ରାୟ ୩୫ ଲକ୍ଷ ଯୋଡ଼ି ବିବାହ କରିବେ। ଏଥିପାଇଁ ୪.୨୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଏକ ସଂସ୍ଥା ପକ୍ଷରୁ ଆକଳନ କରାଯାଇଛି। ପ୍ରଭୁଦାସ ଲୀଲାଧେର ଏହାର ସଦ୍ୟ ରିପୋର୍ଟ ‘ବ୍ୟାଣ୍ଡ,…
ଗଛରେ ଝୁଲୁଛି ୨ ମୃତଦେହ
ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ ଓଢ଼ଣୀ ବନ୍ଧାଥିବା ଜଣେ ଯୁବକ ଏବଂ ଜଣେ ଯୁବତୀଙ୍କ ମୃତଦେହ ଝୁଲୁଥିବାର ସ୍ଥାନୀୟ ଲୋକମାନେ…
ଟ୍ରେଲର ପଛରେ ପିଟିହେଲା ବସ୍, ୧୦ ଆହତ
କଟକ,୨୧ା୯: କଟକର ଏନ୍ଏଚ୍ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ ଡ୍ରାଇଭରଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି। ତେବେ ସମସ୍ତ ଆହତଙ୍କୁ କଟକ ମେଡିକାଲରେ…
ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ
ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ଦୁଇଟି…
୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ
ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍ପିଡିଏସି) ଗଠିତ ହୋଇଛି। ଅଥଚ ୧୪ା୯ା୨୦୧୬ ପରେ ତଥା ଠିକ ୮ ବର୍ଷ ପରେ ଶନିବାର…
କଂଗ୍ରେସର ମାଷ୍ଟରଷ୍ଟ୍ରୋକ: ଭାଜପା ସହଯୋଗୀକୁ ଲାଗିଲା ବଡ଼ ଝଟ୍କା
ବେଙ୍ଗାଲୁରୁ,୨୧।୯: କର୍ନାଟକରେ ଜନତା ଦଳ ଧର୍ମନିରପେକ୍ଷ (ଜେଡିଏସ)କୁ ଏକ ବଡ଼ ଝଟ୍କା ଲାଗିଛି। ଚାନ୍ନାପାଟନା ସିଟି ମ୍ୟୁନିସିପାଲିଟି କାଉନସିଲରେ ୧୬ଜଣ ଜେଡିଏସ କାଉନସିଲରଙ୍କ ମଧ୍ୟରୁ ୧୩ଜଣ କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳରେ ଏତେ ସଂଖ୍ୟକ କାଉନସିଲରଙ୍କ ଅନ୍ତର୍ଭୁକ୍ତ ହେବା ଉପମୁଖ୍ୟମନ୍ତ୍ରୀ ଡି.କେ…
Archives


