Home Left

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ଅକ୍ଟୋବର ୨୬ରେ…

ଆଜିଠୁ ୩ଦିନ ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଅପରାହ୍ନ ୧ଟାରୁ କାର୍ଯ୍ୟ ଶେଷ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୨୧ା୯(ଅଜିତ୍‌ କୁମାର ମହାନ୍ତି):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ସେପ୍ଟେମ୍ବର ୨୧, ୨୨ ଏବଂ ୨୩ ତାରିଖ ତିନିଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ। ପ୍ରତ୍ୟହ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ ପାଇଁ…

ଫରେଷ୍ଟର ଆମତ୍ହତ୍ୟା ମାମଲା:ବିଭାଗୀୟ ଅଧିକାରୀଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସ୍ତ୍ରୀ

ରାୟଗଡ଼ା,୨୧ା୯(ଆଶିଷ ରଞ୍ଜନ ପଣ୍ଡା):ଦୀର୍ଘ ୧୨ ବର୍ଷ ବନ ବିଭାଗ ସିଲ୍‌ଭିକ୍‌ଲଚର ଡିଭିଜନରେ କାର୍ଯ୍ୟରତ ଥିଲେ ରାୟଗଡ଼ା ସହର ଶୁଣ୍ଢିସାହିର ଲବଣୀ ନାୟକଙ୍କ ସାନ ପୁଅ ସଞ୍ଜୟ ନାୟକ। ବିଭାଗୀୟ ଅଧିକାରୀଙ୍କୁ ୫୦ ପ୍ରତିଶତ ପିସି ଦେଇ ନ ପାରି ମାନସିକ ଭାରସାମ୍ୟ…

ଭାଇ ମୃତ୍ୟୁର ନ୍ୟାୟ ମାଗୁଛି: ନେହୁରା ହେଲେ ଫରେଷ୍ଟରଙ୍କ ଭାଇ

ଭବାନୀପାଟଣା,୨୦ା୯(ଉତ୍ତମ କୁମାର ଦାଶ): ଫରେଷ୍ଟର ଆତ୍ମହତ୍ୟା ମାମଲାକୁ ନେଇ ବିବାଦ ଥମିବାର ନାଁ ଧରୁନି। ମୃତ ଫରେଷ୍ଟର ସଞ୍ଜୟ ନାୟକଙ୍କ ଭାଇ ରବି ନାରାୟଣ ନାୟକ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେ ଏଥିରେ ଦର୍ଶାଇଛନ୍ତି, ଭାଇ ମୃତ୍ୟୁର କାରଣ…

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଭାରତ ୩୦୮ ରନ୍‌ରେ ଆଗୁଆ ରହିଛି। ରବିଚନ୍ଦ୍ରନ ଅଶ୍ୱିନଙ୍କ ଶତକ ଓ ରବୀନ୍ଦ୍ର ଜାଡେଜାଙ୍କ…

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ ଓଡ଼ିଶା। ଯୋଧପୁରର ବର୍କତୁଲା ଖାଁ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଉଦ୍‌ଘାଟନୀ ମ୍ୟାଚରେ ଓଡ଼ିଶା ଦଳ…

କେନ୍ଦ୍ରକୁ ହାଇକୋର୍ଟ ଝଟକା: ସରକାର ଫେକ୍‌ ନ୍ୟୁଜ୍‌ର ସଂଜ୍ଞା ନିରୂପଣ କରିପାରିବେ ନାହିଁ

ମୁମ୍ବାଇ,୨୧ା୯:ସୂଚନା ଓ ପ୍ରଯୁକ୍ତି (ଆଇଟି) ଆଇନ ଅଧୀନରେ ଫ୍ୟାକ୍ଟ ଚେକିଂ ୟୁନିଟ୍‌ (ଏଫ୍‌ସିୟୁ) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଉଦ୍ୟମକୁ ଝଟ୍‌କା ଲାଗିଛି। ଷ୍ଟାଣ୍ଡ୍‌ଅପ କମେଡିଆନ୍‌ କୁନାଲ କାମରାଙ୍କ ଆବେଦନର ଶୁଣାଣି କରି ଶୁକ୍ରବାର ବମ୍ବେ ହାଇକୋର୍ଟ ଏହାକୁ…

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ ଆୟୋଜନ କରାଯାଉଛି। ସ୍ବସ୍ତି ଚିଲିକା ରେସର୍ଟ ଏବଂ ଇଭେଣ୍ଟ ଏଲିଗାନ୍ସର ମିଳିତ ଉଦ୍ୟମରେ ପ୍ରଥମ…

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା ସହ କାର୍ଯ୍ୟକାରୀ ମଧ୍ୟ କରାଇଛନ୍ତି। ଏପରିକି ଭାରତ ସରକାରଙ୍କ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟି…

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ କ୍ରେଡିଟ୍‌ ଆଉଟ୍‌ରିଚ୍‌ ପ୍ରୋଗ୍ରାମ ଶୁକ୍ରବାର ଆଞ୍ଚଳିକ କାର୍ଯ୍ୟାଳୟ ସମ୍ମିଳନୀ…

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା ଏରିଆ ପାୱାର ସିଷ୍ଟମ କଣ୍ଟ୍ରୋଲ ସେଣ୍ଟର(ଏପିଏସ୍‌ସିସି)ର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଟିପିସିଓଡିଏଲ୍‌ର ସିଇଓ…

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଆନୁଷ୍ଠାନିକ ଉଦ୍‌ଘାଟନ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri