Home Left

ଫାଷ୍ଟ ଟ୍ରାକ କୋର୍ଟ ଗଠନକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ଉପରେ ଆସିଲା CJPର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ପାଇଁ ଦାୟୀ ଲୋକଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ-ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି ଯେ ଯୁବପିଢ଼ିଙ୍କ ଭବିଷ୍ୟତ ସହିତ ସାଲିସ କରୁଥିବା କାହାରିକୁ ଛଡ଼ାଯିବ ନାହିଁ।…

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ ମାନ୍ୟବର ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଏକ ଦାବିପତ୍ର…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର, ପଦଯାତ୍ରା ଓ ପ୍ରତିବାଦ ସଭା ଗୁରୁବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି।…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର ଏକ ଦିଗ ମଧ୍ୟ ସାଧାରଣ ଲୋକଙ୍କୁ ଆକର୍ଷିତ କରିଛି । ତାଙ୍କ ଶ୍ୱଶୁର…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ କରଣ ତାଙ୍କ ସହିତ ଦୁର୍ବ୍ୟବହାର କରିଥିବା ସେ କହିଛନ୍ତି। ସାନଭି କହିଛନ୍ତି, କରଣ…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୂତନ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରାଯିବା ସହ ସରକାରଙ୍କ ନୀତି…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଅଳ୍ପକେ ଟଳିଯାଇଛି ଏକ ବଡ଼ ଅଘଟଣ। ବେପରୁଆ ଗତି…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର ସରକାର ସକ୍ରିୟ ହୋଇଉଠିଛନ୍ତି। ରାଜ୍ୟ ଏବଂ ସମ୍ପୃକ୍ତ ହାଇକୋର୍ଟଗୁଡ଼ିକୁ ନିର୍ଦ୍ଦେଶ ଦେବାର ପ୍ରସ୍ତୁତି…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ ପଡ଼ିଥିବା ଦେଖିବାକୁ ମିଳିଛି । ବହୁବର୍ଷ ପୂର୍ବରୁ ଏହି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଗଲେ। ପୂର୍ବ ଚାଇନାର ଜଣେ ବ୍ୟକ୍ତିଙ୍କ ସହିତ ଠିକ୍‌…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ ୟୁନିଫର୍ମରେ ଏକ କ୍ୟାମେରା ପିନ୍ଧିବେ। କୌଣସି ଯୁକ୍ତି କିମ୍ବା ବିବାଦ ହେଲେ, କିଏ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅନନ୍ତ କୁମାର ମିଶ୍ରଙ୍କ ଘରୁ ବୁଧବାର ବିଳମ୍ବିତ ରାତିରେ ଚୋରମାନେ ତାଲା ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?