ଜବରଦସ୍ତ ଅଫର୍: ଯେକୌଣସି ଫିଲ୍ମ ହଲ୍ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ
ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ, ମାତ୍ର ୯୯ଟଙ୍କାରେ ଟିକେଟ୍ ମିଳିବ। ଜାତୀୟ ସିନେମା ଦିବସ ଥିବାରୁ ସିନେପ୍ରେମୀଙ୍କୁ ଏଭଳି ଏକ…
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ
କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୋହନ ମାଝୀ ଗୋ ବ୍ୟାକ୍ ସ୍ଲୋଗାନ ଦେଇଥିଲେ। ଜିଲାକୁ ଦେଇଥିବା…
ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି
ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଦଶାହ ଭୋଜି ଖାଇବା ପରେ ଗ୍ରାମର ଅଧିକାଂଶ ଲୋକେ ହଇଜାରେ ପୀଡ଼ିତ ହୋଇଥିଲେ। ୩୦ରୁ…
ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…
ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି। ଯଦ କୌଣସି ଅଫିସରଙ୍କ ସମ୍ପୃକ୍ତ ଥିବା ପ୍ରମାଣ ମିଳେ, ଆମେ ନିଶ୍ଚିତ ତଦନ୍ତ କରିବୁ।…
ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…
ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି। ପୀଡ଼ିତାଙ୍କ କଥା ଠିକ ନା ଡିସିପିଙ୍କ କଥା ଠିକ ତାକୁ ନେଇ ଚର୍ଚ୍ଚା ହେଉଛି।…
ରେଡ୍ ଡଟ୍ ହେଲ୍ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା
ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍ ଡଟ୍ ହେଲ୍ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଓଡ଼ିଶା ସମେତ ଭୁବନେଶ୍ୱର ସହରରେ ପ୍ରମୁଖ ସମସ୍ୟା ସୃଷ୍ଟି କରୁଥିବା ଓ…
ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…
ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି।…
ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ
ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି ବେଙ୍ଗାଲୁରୁର ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ ବୋଲି କହିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ କର୍ନାଟକ…
କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
କେନ୍ଦୁଝର,୨୦।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ ସ୍ଥାନୀୟ ଅଡିଟରୟମକୁ ଯାଇ ଲାଇଭ ସେଭର୍ସ ଗ୍ରୁପର ତୃତୀୟ ବାର୍ଷିକ ସମ୍ମିଳନୀରେ ଯୋଗ ଦେଇଛନ୍ତି।…
ପିଲାଙ୍କ ପାଠପଢ଼ା ଚାଲିଥିବା ବେଳେ ହଠାତ୍ କ୍ଲାସ୍ରୁମ୍ ଏସିରୁ ବାହାରିଲା ସାପ, ଆଉ ତା’ ପରେ…
ନୂଆଦିଲ୍ଲୀ,୨୦ା୯: ନୋଏଡାର ଘରୋଇ ବିଶ୍ୱବିଦ୍ୟାଳୟର ଏକ କ୍ଲାସ୍ରୁମ୍ର ଏସିରୁ ହଠାତ୍ ଗୋଟିଏ ସାପ ବାହାରିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ପିଲାମାନେ ଭୟଭୀତ ହୋଇ ଡେସ୍କ ବେଞ୍ଚ ଉପରକୁ ଚଢ଼ିଯାଇଥିଲେ। ଛାତ୍ରୀଛାତ୍ରଙ୍କ ଦ୍ୱାରା ରେକର୍ଡ ହୋଇଥିବା ଏହି ଘଟଣାର ଏକ ଭିଡିଓ…
ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….
ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏହାକୁ ନିନ୍ଦନୀୟ କହିବା ସହ ବିଚାର ବିଭାଗୀୟ ତଦନ୍ତ ଦାବି…
ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ
ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ୩ ବନ କର୍ମଚାରୀ ଆହତ ହୋଇଥିବା ବେଳେ ଅନୁଗୋଳ…
Archives


