Home Left

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି ବେଙ୍ଗାଲୁରୁର ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ ବୋଲି କହିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ କର୍ନାଟକ…

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର,୨୦।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ ସ୍ଥାନୀୟ ଅଡିଟରୟମକୁ ଯାଇ ଲାଇଭ ସେଭର୍ସ ଗ୍ରୁପର ତୃତୀୟ ବାର୍ଷିକ ସମ୍ମିଳନୀରେ ଯୋଗ ଦେଇଛନ୍ତି।…

ପିଲାଙ୍କ ପାଠପଢ଼ା ଚାଲିଥିବା ବେଳେ ହଠାତ୍‌ କ୍ଲାସ୍‌ରୁମ୍‌ ଏସିରୁ ବାହାରିଲା ସାପ, ଆଉ ତା’ ପରେ…

ନୂଆଦିଲ୍ଲୀ,୨୦ା୯: ନୋଏଡାର ଘରୋଇ ବିଶ୍ୱବିଦ୍ୟାଳୟର ଏକ କ୍ଲାସ୍‌ରୁମ୍‌ର ଏସିରୁ ହଠାତ୍‌ ଗୋଟିଏ ସାପ ବାହାରିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ପିଲାମାନେ ଭୟଭୀତ ହୋଇ ଡେସ୍କ ବେଞ୍ଚ ଉପରକୁ ଚଢ଼ିଯାଇଥିଲେ। ଛାତ୍ରୀଛାତ୍ରଙ୍କ ଦ୍ୱାରା ରେକର୍ଡ ହୋଇଥିବା ଏହି ଘଟଣାର ଏକ ଭିଡିଓ…

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏହାକୁ ନିନ୍ଦନୀୟ କହିବା ସହ ବିଚାର ବିଭାଗୀୟ ତଦନ୍ତ ଦାବି…

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ୩ ବନ କର୍ମଚାରୀ ଆହତ ହୋଇଥିବା ବେଳେ ଅନୁଗୋଳ…

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ ସମୟ ମଧ୍ୟରେ ବଜାରରେ ଏକ ଜବରଦସ୍ତ ରେକର୍ଡ କରାଯାଇଥିଲା ଏବଂ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ ଶୌଚ ହେବାକୁ ଯାଇଥିବା ବେଳେ ବୁଡି ଯାଇଥିଲେ। ବିଲରୁ କାମସାରି ଫେରିବା ବିଳମ୍ବ ହେବାରୁ…

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ ମଧ୍ୟ ନିସ୍ତାର ପାଇ ନ ଥିଲା। ଏକ ରିପୋର୍ଟ ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ…

ମୃତ୍ୟୁ ପରେ ମୃତଦେହକୁ କାଟି ଖାଇଯାନ୍ତି ଏହି ଲୋକ, ଅଦ୍ଭୁତ ପରମ୍ପରାକୁ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ମୃତ୍ୟୁ ପରେ, ପୃଥିବୀର ବିଭିନ୍ନ ସ୍ଥାନରେ ଲୋକମାନେ ବିଭିନ୍ନ ଉପାୟରେ ଶବଦାହ କରନ୍ତି। କେତେକ ସ୍ଥାନରେ, ଶେଷ ରୀତିନୀତି କରିବାର ପ୍ରକ୍ରିୟା ଏପରି ଯେ ଏହା ଅଜବ ଲାଗେ। ଏପରି ପରିସ୍ଥିତିରେ, ଆପଣ ଜାଣନ୍ତି କି ଏପରି ଏକ ସ୍ଥାନ ଅଛି…

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭଦ୍ରକ ଟାଉନ ହଲରେ ଆୟୋଜିତ ହେଉଥିବା ବେଳେ ଆଉ ଏକ…

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ କମ୍ପାନୀ ଆଇଫୋନ ୧୬ ସିରିଜ ଲଞ୍ଚ କରିଥିଲା। ପ୍ରଥମ ବିକ୍ରୟ ଲାଇଭ ହେବା ମାତ୍ରେ…

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ ସେପ୍ଟେମ୍ବର ୧୯ରେ ଖେଳାଯାଇଥିଲା। ହାଇ ସ୍କୋରିଂ ସତ୍ତ୍ୱେ ଅଷ୍ଟ୍ରେଲିଆ ଏହି ମ୍ୟାଚକୁ ଅତି ସହଜରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri