ଜନତା ବାଛିବେ, କାଉନସିଲର କାଢ଼ିବେ
ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): ବିଗତ ବର୍ଷରେ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍ଏସି), ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ମହାନଗର ନିଗମ ମେୟରଙ୍କୁ କାଉନସିଲର ଓ କର୍ପୋରେଟର ପରୋକ୍ଷ ଭାବେ ଚୟନ କରୁଥିଲେ। ହେଲେ ପୂର୍ବ ରାଜ୍ୟ ସରକାର ୨୦୨୨ ପୌର ନିର୍ବାଚନ…
ଦମ୍ରେ ଆଳୁ ନାହିଁ
କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି। ଗୃହିଣୀଙ୍କ ହାଣ୍ଡିଶାଳଠାରୁ ଆରମ୍ଭକରି ରାସ୍ତାକଡ଼ ବ୍ୟବସାୟୀଙ୍କ ଖାଦ୍ୟ ବେପାର ପ୍ରଭାବିତ ହୋଇଛି। ବିଶେଷକରି…
ପ୍ରଥମ ଟି୨୦ ଜିତିଲା ଭାରତ
ପାଲେକେଲ୍,୨୭ା୭(ପି.ଟି.): ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍ର ପ୍ରଥମ ମ୍ୟାଚ୍କୁ ୪୩ ରନ୍ରେ ଜିତି ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୭ ଉଇକେଟ ହରାଇ ୨୧୩ ରନ୍ କରିଥିଲା।…
ପ୍ୟାରିସ୍ ଅଲିମ୍ପିକ୍ସ: ଚାଇନାକୁ ପ୍ରଥମ ସ୍ବର୍ଣ୍ଣ ପଦକ
ପ୍ୟାରିସ୍, ୨୭।୭: ପ୍ୟାରିସ୍ ଅଲିମ୍ପିକ୍ସ-୨୦୨୪ର ପଦକ ଇଭେଣ୍ଟ ଶନିବାର ଆରମ୍ଭ ହୋଇଛି। ପ୍ରଥମ ସ୍ବର୍ଣ୍ଣ ପଦକ ହାସଲ କରିଛି ଚାଇନା। ଚାଟେଉରକ୍ସଠାରେ ଅନୁଷ୍ଠିତ ୧୦ ମିଟର ଏୟାର ରାଇଫଲ ମିକ୍ସଡ ଟିମ୍ ଫାଇନାଲରେ ଦକ୍ଷିଣ କୋରିଆକୁ ୧୬-୧୨ ପଏଣ୍ଟରେ ପରାସ୍ତ କରି…
Paris Olympic 2024: ବିଜୟ ସହିତ ଅଭିଯାନ ଆରମ୍ଭ କଲା ଭାରତ
ନୂଆଦିଲ୍ଲୀ,୨୭।୭: ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ହୋଇଥିବା ଭାରତ ଶନିବାର ଅନୁଷ୍ଠିତ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୩-୨ ଗୋଲରେ ପରାସ୍ତ କରିଛି। ମ୍ୟାଚ ୨-୨ରେ ଡ୍ର’…
ସୂର୍ଯ୍ୟକୁମାର ବହୁତ ବୁଝାଇଲେ, ତଥାପି ବିଫଳ ହେଲେ ହାର୍ଦ୍ଦିକ; LIVE ମ୍ୟାଚ୍ରେ ନିଜକୁ…
ନୂଆଦିଲ୍ଲୀ,୨୭।୭: ଟି୨୦ ବିଶ୍ୱକପ୍ ଜିତାଇବା ପରେ ହାର୍ଦ୍ଦିକ ପାଣ୍ଡ୍ୟା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। ସେ ୧୦ ବଲ୍ରେ ୯ ରନ୍ କରି ନିଜର ଉଇକେଟ ହରାଇଥିଲେ। ବ୍ୟାଟିଂ ଉପଯୋଗୀ ପିଚ୍ରେ ଏଭଳି ରନ୍କୁ ନେଇ ତାଙ୍କର…
ବରଗଡ଼ରେ ନକଲି ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ଗୋଟିଏ ପଟେ ଯାଞ୍ଚ, ଅନ୍ୟ ପଟେ ହାତଗୁଞ୍ଜା
ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ନକଲି ଶିକ୍ଷକ ନିଯୁକ୍ତି ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଦିନ ଯେଉଁଭଳି ଗଡ଼ି ଚାଲିଛି, ଏହି ପ୍ରସଙ୍ଗକୁ ନେଇ ସେଭଳି ନୂଆକଥା ସାମ୍ନାକୁ ଆସିବାରେ ଲାଗିଛି। ଦୀର୍ଘଦିନର ନୀରବତା ପରେ ଏଭଳି ଏକ ପ୍ରସଙ୍ଗରେ…
ସୂର୍ଯ୍ୟକୁମାରଙ୍କ ଅର୍ଦ୍ଧଶତକ ପୂରଣ ହେବା ପରେ ଗମ୍ଭୀର କଲେ ଏଭଳି କାମ,ଭାଇରାଲ ହେଉଛି Video
ନୂଆଦିଲ୍ଲୀ,୨୭।୭: ସୂର୍ଯ୍ୟକୁମାର ଯାଦବଙ୍କୁ ଟି୨୦ କ୍ରିକେଟରେ ରୋକିବା କେବଳ ଯେ କଷ୍ଟକର ତାହା ନୁହେଁ ଅସମ୍ଭବ ମଧ୍ୟ। ଏହି ଉକ୍ତିକୁ ସେ ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ପ୍ରମାଣିତ କରିଛନ୍ତି। ଏହି ମ୍ୟାଚ୍ରେ ସେ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି।…
ଭାରତ ସହ ବନ୍ଧୁତାର ନୂଆ ଅଧ୍ୟାୟ: ଅଯୋଧ୍ୟାର ଶ୍ରୀ ରାମଲାଲାଙ୍କ ଫଟୋ ଥିବା ବିଶ୍ୱର ପ୍ରଥମ ଡାକ ଟିକେଟ ଜାରି କଲା…
ଭିଏଣ୍ଟିଆନ୍,୨୭।୭: ଲାଓ ପିଡିଆର୍(ଲାଓ ପିପୁଲ୍ସ ଡେମୋକ୍ରାଟିକ୍ ରିପବ୍ଲିକ) ପକ୍ଷରୁ ଅଯୋଧ୍ୟାର ଶ୍ରୀ ରାମଲାଲାଙ୍କ ଫଟୋ ଥିବା ଏକ ଡାକଟିକେଟ ଜାରି କରାଯାଇଛି। ବିଶ୍ୱର ପ୍ରଥମ ଦେଶ ଭାବେ ଏହା ଡାକଟିକେଟ ଜାରି କରିଛି। ତେବେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ…
ଟ୍ରମ୍ପ୍ଙ୍କ ଲୋକପ୍ରିୟତା କମାଇଲେ କମଲା ହାରିସ୍, ବଢୁଛି ପ୍ରତିଦ୍ୱନ୍ଦିତା
ନୂଆଦିଲ୍ଲୀ,୨୭।୭: ନଭେମ୍ବର ୨ ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୋ ବାଇଡେନଙ୍କୁ ଡେମୋକ୍ରାଟିକ୍ ପାର୍ଟିର ପ୍ରାର୍ଥୀ ଭାବେ ପରିବର୍ତନ କରିବା ପରେ କମଲା ହାରିସ୍ ଡୋନାଲ୍ଡ ଟ୍ରମ୍ପଙ୍କ ବିପକ୍ଷରେ ମାର୍ଜିନ୍ ହ୍ରାସ କରିଛନ୍ତି। ଅଣ-ଧଳା ଭୋଟରଙ୍କ ମଧ୍ୟରେ ଏବଂ…
ମେଗା ପାନୀୟ ଜଳ ପ୍ରକଳ୍ପ ପାଇପ୍ ଲାଇନ୍ ପୋତାରୁ ରାସ୍ତା ଶୋଚନୀୟ
କୋକସରା,୨୭ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତକୁ ମେଗା ପାନୀୟ ଜଳ ପ୍ରକଳ୍ପରୁ ଜଳ ଯୋଗାଣ ପାଇଁ ଠିକାସଂସ୍ଥା ପକ୍ଷରୁ କାର୍ଯ୍ୟ ଜାରି ରହିଛି। ଗ୍ରାମାଞ୍ଚଳକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତାକଡ଼ରେ…
ଅଚାନକ ‘ମିଲ୍କି ମୁ’ କ୍ଷୀର ପ୍ଲାଣ୍ଟରେ ପହଞ୍ଚିଲେ ମନ୍ତ୍ରୀ, ଆସିଥିଲା ଅନିୟମିତତା ଅଭିଯୋଗ
ଭୁବନେଶ୍ୱର,୨୭।୭: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ଗୋପସ୍ଥିତ ‘ମିଲ୍କି ମୁ’ କ୍ଷୀର ପ୍ଲାଣ୍ଟରେ ଅଚାନକ ପରିଦର୍ଶନ କରିବା ସହ ମନ୍ତ୍ରୀ ପାତ୍ର ଏଠାରେ ବ୍ୟବହୃତ…
Archives


