Home Left

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ ୫ଦିନ ବିତିଲାଣି। ସମୟ ଯେତିକି ଗଡ଼ିଚାଲିଛି ନୂଆ କଥା ସବୁ ସାମ୍ନାକୁ ଆସିବାରେ ଲାଗିଛି।…

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍ଗ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର ବିଳମ୍ବିତ ରାତିରୁ ରବିବାର ଭୋର୍‌ ପର୍ଯ୍ୟନ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ କିପରି ଭାବେ…

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ ସମୁଦାୟ ୭ କୋଟି ୩୮ ଲକ୍ଷ ୪୨ ହଜାର ୮୧୮ ଟଙ୍କା ଜରିମାନା ନୋଟିସ…

ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି। ସେ ଫୁଲବାଣୀ ଏସ୍‌ପି କାର୍ଯ୍ୟାଳୟରୁ ଏଠାକୁ ବଦଳି ହୋଇ ଆସିଥିବା ବେଳେ ସେଠାରେ କାର୍ଯ୍ୟ…

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ଅଟକି ରହିଥିବାବେଳେ ସେଠାରେ ଜନ୍ମଦିନ ପାଳନ କରିଛନ୍ତି। ମହାକାଶରେ ସୁନୀତା ଦ୍ୱିତୀୟ…

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର ତାଲିକାରୁ ସେ ବାଦ୍‌ ପଡ଼ିଛନ୍ତି। ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲା ସହ…

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି। ସେଠାରେ ହିଂସା ପରେ ଶେଖ ହାସିନା ଦେଶ ଛାଡି ଭାରତ ଚାଲି ଆସିଥିଲେ।…

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା ସୱରାଜଙ୍କ ଝିଅ ତଥା ନୂଆଦିଲ୍ଲୀ ଏମ୍‌ପି ବନସୁରୀ ସ୍ବରାଜ ଏକ ପ୍ରତିକ୍ରିୟା ଦେଇଛନ୍ତି। ଗୁରୁବାର…

ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…

ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍‌ ବିସ୍ଫୋରଣ ହୋଇଥିଲା ଏବଂ ପରେ ବୁଧବାରରେ ୱାକି ଟକି, ସୋଲାର ପ୍ୟାନେଲ, ଫିଙ୍ଗର ପ୍ରିଣ୍ଟ ଉପକରଣ ଏବଂ ରେଡିଓରେ…

କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…

ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ସି ଜିନପିଙ୍ଗ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ନୂତନ ଅବସର ନୀତି ଆସନ୍ତା ବର୍ଷ ଜାନୁୟାରୀ…

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା ଜିଲାର ମେରାଲରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ସେ କହିଛନ୍ତି ଯେ ମୋତେ…

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ ଜେଲରେ ଥିବା ଅଭିଯୁକ୍ତ ୨୦୨୨ରେ ଧମକ ଦେଇଥିଲେ। ଉକ୍ତ ମାମଲାର ବିଚାର କରି ଅତିରିକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri