Home Left

କେବଳ ଟୁର୍ନାମେଣ୍ଟ ନୁହେଁ, ଭାରତକୁ ହରାଇବା ପ୍ରକୃତ ଚ୍ୟାଲେଞ୍ଜ; ପାକିସ୍ତାନ ଟିମ୍‌କୁ ଶେହବାଜଙ୍କ ପରାମର୍ଶ…

ନୂଆଦିଲ୍ଲୀ/ଇସଲାମାବାଦ, ୮।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫କୁ ଆଉ କିଛି ଦିନ ବାକି। ଏହାକୁ ନେଇ ସମସ୍ତ ଦଳ ନିଜ ନିଜ ପ୍ରସ୍ତୁତିରେ ବ୍ୟସ୍ତ। ଏମିତିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ବଡ଼ ବୟାନ ଦେଇଛନ୍ତି। ତାଙ୍କ ଟିମ୍‌ର ପ୍ରକୃତ ଚ୍ୟାଲେଞ୍ଜ କେବଳ…

ଗ୍ରାମସଭାର ବିନା ଅନୁମୋଦନରେ ଖଣି ସର୍ଭେ, ବନ୍ଦ ପାଇଁ ଅଡ଼ିବସିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଗ୍ରାମରେ ଖଣି ସର୍ଭେକୁ ନେଇ ଅନେକ ଆଶଙ୍କା ସୃଷ୍ଟି ହୋଇଛି। ଗ୍ରାମବାସୀଙ୍କୁ କୌଣସି ସୂଚନା ନ ଦେଇ ଗ୍ରାମରେ କିଛି ଅଜଣା ବ୍ୟକ୍ତି ପହଞ୍ଚି ନିକଟସ୍ଥ ଗାଁର କିଛି…

ଦିଲ୍ଲୀ ଏବେ ମୁକ୍ତ; ସେ ଅହଂକାରୀ, ନିର୍ଲଜ, ଚରିତ୍ରହୀନ ବ୍ୟକ୍ତିଙ୍କ ପାଇଁ ସମବେଦନା ନାହିଁ: କୁମାର ବିଶ୍ୱାସ

ନୂଆଦିଲ୍ଲୀ,୮।୨:ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ଶୋଚନୀୟ ପରାଜୟ ଉପରେ ପୂର୍ବତନ ଆପ୍‌ ନେତା ତଥା କବି କୁମାର ବିଶ୍ୱାସ କଟୁ ମନ୍ତବ୍ୟ ଦେଇଛନ୍ତି। କୁମାର ବିଶ୍ୱାସ କହିଛନ୍ତି ଯେ ଏହା ଜଣେ ଅହଂକାରୀ ନେତାଙ୍କ ପରାଜୟ। ଆପ ଦଳର…

Valentine week: ପ୍ରେମ ସପ୍ତାହରେ ସାଥୀଙ୍କ ମନ ଜିଣିବା ପାଇଁ..

ଫେବଆରୀ ପ୍ରଥମ ସପ୍ତାହରୁ ପ୍ରେମ ସପ୍ତାହ ଆରମ୍ଭ ହୋଇଯାଏ ବୋଲି କହିଲେ ଭୁଲ ହେବ ନାହିଁ। ଫେବୃୟାରୀ ୭ ରୋଜ ଡେରୁ ଆରମ୍ଭ କରି ୨୧ ତାରିଖ ବ୍ରେକ୍‌ଅପ୍‌ ଡେ ପର୍ଯ୍ୟନ୍ତ ପ୍ରତିଟି ଦିନକୁ ପାଳନ କରିବାକୁ ଆଜିର ଯୁବପିଢ଼ି ଆଗଭର।…

ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାରଵର୍ଗ

ଜୟପାଟଣା,୮।୨(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଚିର୍କା ଗ୍ରାମକୁ ଯାଉଥିବା କେନାଲ ରାସ୍ତାର ଏକ ପୋଖରୀରୁ ଶନିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତ ଦେହକୁ ସ୍ଥାନୀୟ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି। ମୃତ ଯୁବକ ଜଣକ ହେଲେ…

୨ ସ୍କୁଲ ଛାତ୍ରୀଙ୍କ ମିଳିଲା ଝୁଲନ୍ତା ମୃତଦେହ: ମାରି ଟାଙ୍ଗିଦେଇଥିବା କହିଲେ…

ମାଲକାନଗିରି,୮।୨(ଦୁର୍ଯ୍ୟୋଧନ ପାତ୍ର): ନିଖୋଜ ୨ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କାଳିମେଳା ଥାନା ଏମଭି ୪୧ ଗାଁ ନିକଟ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି। ୨ ଦିନ ହେଲା ନିଖୋଜ ନେଇ ପରିବାର ପକ୍ଷରୁ ଏତଲା ହୋଇଥିଲା।ସକାଳୁ ଏକ ଗଛରୁ…

Unified Pension Scheme: ପେନସନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୨: ଏକୀକୃତ ପେନସନ ଯୋଜନା ଉପରେ କ୍ୟାବିନେଟ ମୋହର ଲଗାଇଛନ୍ତି ମୋହନ ସରକାର ଗତ ୨୦୨୪ ଅଗଷ୍ଟ ୨୪ରେ ଏକୀକୃତ ପେନସନ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ । ଆସନ୍ତା ୨୦୨୫ ଏପ୍ରିଲ ପହିଲାରୁ ଏହା କାର୍ଯ୍ୟକ୍ଷମ କରାଯିବ…

ଏହି ୪ ମାମଲାରେ ପୁରୁଷଙ୍କୁ ପଛରେ ପକାଇ ଦିଅନ୍ତି ମହିଳା

ଚାଣକ୍ୟ ଭାରତର ମହାନ ରାଜନୈତିଜ୍ଞ, କୁଟନିତିଜ୍ଞ ଏବଂ ଅର୍ଥଶାସ୍ତ୍ରୀ ଥିଲେ। ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ରାଜା କରିବାରେ ଚାଣକ୍ୟଙ୍କ ବଡ଼ ଯୋଗଦାନ ଥିଲା। ଆଜିର ସମୟରେ ମଧ୍ୟ ତାଙ୍କର ନୀତି ବେଶ ପ୍ରଭାବଶାଳୀ। କୁହାଯାଏ ଯେଉଁ ବ୍ୟକ୍ତି ଏହି ନୀତିଗୁଡ଼ିକୁ ଅନୁସରଣ କରେ…

ଦିଲ୍ଲୀରେ ଭାଜପାର ବିଜୟ ପରେ ଜାଣନ୍ତୁ କ’ଣ କହିଲେ ମନମୋହନ

ଭୁବନେଶ୍ୱର,୮।୨: ଦିଲ୍ଲୀ ବିଜୟ ପରେ ଭାଜପା ନେତା ତଥା ରାଜ୍ୟ ସଭାପତି ମନୋମହନ ସାମଲ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର । ରାଷ୍ଟ୍ରୀୟ ଉପସଭାପତି ଭାବେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି। ଏଥର…

ପିଲାଦିନର କୋଚଙ୍କୁ ନିଜ ଘର ଉପହାର ଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର ଆଶିଷ ନେହେରା ଆଜିକାଲି ଜଣେ କୋଚ ଭାବରେ ସମୟ ବିତାଉଛନ୍ତି। ସେ ଆଇପିଏଲ ଫ୍ରାଞ୍ଚାଇଜ ଗୁଜରାଟ ଟାଇଟାନ୍ସର କୋଚ। ନେହେରାଙ୍କ ଗୁଜରାଟ ଏହାର ପ୍ରଥମ ସିଜିନରେ (୨୦୨୨) ଟାଇଟଲ ଜିତିଥିଲା। ସେହିପରି…

୩୧୪ ବ୍ଲକ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୮।୨: ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ମୋହର ବାଜିଛି। ତୃଣମୂଳ ସ୍ତରରେ କ୍ରୀଡ଼ା ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ । କ୍ରୀଡ଼ା ଓ ଯୁବ ସେବା ବିଭାଗ ତରଫରୁ ଯେଉଁ ପିଲାମାନେ ଭଲ ପ୍ରଦର୍ଶନ…

ଦିଲ୍ଲୀବାସୀଙ୍କ ପାଇଁ ଖୁସି ଖବର, ମହିଳାଙ୍କୁ ମାସକୁ ମିଳିବ ୨୫୦୦ଟଙ୍କା, ଯୁବକଙ୍କୁ ୧୫ ହାଜର ଟଙ୍କା, ମାଗଣା…

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ର୍ନିବାଚନର ଫଳାଫଳର ଚିତ୍ର ଏବେ ପ୍ରାୟ ସ୍ପଷ୍ଟ ହୋଇଯାଇଛି। ଯେଉଁଥିରେ BJP ସରକାର ଗଠନ କରୁଥିବା ପରି ମନେ ହେଉଛି। ଏହି ଖବର ଲେଖାଯିବା ସମୟରେ, ଭାଜପା ୪୭ଟି ଆସନରେ ଆଗୁଆ ଥିବା ବେଳେ ଆମ ଆଦମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?