Home Left

ବିଷମିଶା ରଙ୍ଗିନ ଖାଦ୍ୟ

ବର୍ଷାଦିନେ ଲଗାଣ ବର୍ଷା ଭିତରେ ଗରମ କୋବି ମାଞ୍ଚୁରିଆନ, ରଙ୍ଗିନ ମିଠା, କଟନକ୍ୟାଣ୍ଡି ଆଉ ସ୍କୁଲ ଯାଉଥିବା ପିଲାଙ୍କ ପାଇଁ ବରଫ ଗୋଲା ହେଉ ବା ରଙ୍ଗିନ ଚୁସ୍‌କି, ଏହା ସବୁ ନିଶ୍ଚିନ୍ତ ଲୋଭନୀୟ, ଆକର୍ଷଣୀୟ ଓ ପାଗ ଦେଖା ପାଟି…

ବଜେଟରେ ସାଧାରଣ ଜନତା

ଜୁଲାଇ  ୨୩ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଉପସ୍ଥାପନ କରିଥିଲେ। ପୂର୍ବଥର ଭଳି ବଜେଟ ଏଥର ଦେଶର ସାଧାରଣ ଜନତା ବିଶେଷ କରି କୃଷକ, ଶ୍ରମିକ, ଯୁବକ, ମହିଳା ଏପରିକି ମଧ୍ୟବିତ୍ତ ଶ୍ରେଣୀକୁ ନିରାଶ କରିଛି। ବଜେଟରେ ଦେଶର ଅର୍ଥନୈତିକ…

ଇସ୍ତଫା ପଛର କାରଣ

ଜଣେ ଆଇଏଏସ୍‌ ପ୍ରୋବେସନରଙ୍କ ନକଲି ସାର୍ଟିଫିକେଟ୍‌କୁ ନେଇ ହୋଇଥିବା ଘୋଟାଲା ପରେ ୟୁପିଏସ୍‌ସି ଅଧ୍ୟକ୍ଷ ଡ. ମନୋଜ ସୋନି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ଗୁଜବ ସୃଷ୍ଟି ହୋଇଛି। କିନ୍ତୁ ସୋନି ପ୍ରାୟ ୧ମାସ ପୂର୍ବରୁ ଇସ୍ତଫା ଦେଇଥିବା ବିଷୟ…

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ…

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି ଦୁର୍ନୀତି ଅଭିଯୋଗରେ ଏସିବି ଅବସରପ୍ରାପ୍ତ ଏଡିଜି (ପିଡବ୍ଲ୍ୟୁଡି) ଏବଂ ଦୁଇଟି ଘରୋଇ ସଂସ୍ଥାର ମାଲିକଙ୍କୁ…

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ ନିଯୁକ୍ତ କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଏହି ସିରିଜ ଲାଗି ଟି୨୦ ଅଧିନାୟକ ଏବଂ ରୋହିତଙ୍କୁ…

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି ତୋଳିନାହାନ୍ତି। ବିଶେଷ ଭାବେ ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟଶସ୍ୟ ପାଇଁ ଓଡ଼ିଶା ଅନ୍ୟ ରାଜ୍ୟ ଉପରେ…

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ ଓଡିଆ ଭାଷାରେ ସମ୍ପାଦନ କରାଯିବ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ…

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ କରିଛି । ଉଚ୍ଚତମ ନ୍ୟାୟାଳୟର ନିର୍ଦ୍ଦେଶ ପରେ ଏକ ପ୍ରଶ୍ନର ଉତ୍ତରକୁ ଧ୍ୟାନରେ ରଖି…

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ ୫୦ ଆଦିବାସୀ ପରିବାର ବସବାସ କରନ୍ତି। କନ୍ଧ ଜନଜାତିର କିଛି ପରିବାର ସଦସ୍ୟଙ୍କୁ ବାଉଁଶ…

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ବିଆର୍‌ଏସ୍‌ ନେତ୍ରୀ କେ କବିତାଙ୍କ ସମେତ ଅନ୍ୟ…

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ ଗୋଡ଼ାଉ ଥିବା ବେଳେ ହରିଣ ଛୁଆଟି ଯାଇପାରି ନ ଥିଲା। ଯୁବକମାନେ ଉଦ୍ଧାର କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri