ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ଆଶ୍ବସ୍ତି: ଆବେଦନ ଖାରଜ କଲେ ହାଇକୋର୍ଟ
କଟକ,୧୯ା୯ (କାର୍ତ୍ତିକ ସାହୁ):କେନ୍ଦୁଝର ଜିଲା ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କ ବିରୋଧରେ ଆଗତ ନିର୍ବାଚନ ଅନିୟମିତତା ଆବେଦନ ହାଇକୋର୍ଟରେ ବୁଧବାର ଖାରଜ ହୋଇଛି। ଏହି ଆବେଦନ ଧାର୍ଯ୍ୟ ସମୟ ଅତିକ୍ରାନ୍ତ ପରେ ଦାଏର ହୋଇଥିବାରୁ ହାଇକୋର୍ଟ ତାହାକୁ ଖାରଜ କରିଛନ୍ତି। ସୂଚନା…
ନିଖୋଜ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ପାଟଣାଗଡ ୧୯।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଥାନା ସରମୁହାଣ ଓ ଭଇଁଷା ଗାଁର ମୁଖ୍ୟ ରାସ୍ତା କଡ଼ରେ ଏକ ମହୁଲ ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ ଝୁଲୁଥିବାର ଦେଖିବାକୁ ମିଲିଛି। ମୃତ ଯୁବକ ଜଣକ ହେଲେ ଉଲବା ପଞ୍ଚାୟତ…
ମୁଖ୍ୟ ପ୍ରସଙ୍ଗରୁ ନଜର ହଟାଇବାକୁ ରାଜ୍ୟ ସରକାରଙ୍କ ପ୍ରୟାସ
ଭୁବନେଶ୍ୱର,୧୯।୯(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ ୧୦୦ ଦିନ ଅବଧିର ମୋହନ ସରକାର ରାଜ୍ୟବାସୀଙ୍କ ପ୍ରତି କେବଳ ଧୋକା । ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳନ କରିବାକୁ ଓଡ଼ିଶା ଆସିବାରେ ରାଜ୍ୟ ରାଜକୋଷରୁ ବହୁ କୋଟି ଟଙ୍କା ବ୍ୟୟ…
ମୁହଁ ଖୋଲିଲେ ସୁଜିତ୍: ରାଜ୍ୟବାସୀଙ୍କ ସେବା ପାଇଁ…
ଭୁବନେଶ୍ୱର, ୧୯।୯(ସୁନିତ୍ ମିଶ୍ର):କିଛିଦିନ ତଲେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ପୂର୍ବତନ ରାଜ୍ୟ ସଭା ସଦସ୍ୟ ସୁଜିତ୍ କୁମାର ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଅବସରରେ ଭାଜପା…
ଏଇ ଭାରତରେ
ମହିଳା ସଶକ୍ତୀକରଣ ଓ ଆମତ୍ନିର୍ଭରଶୀଳର ବାର୍ତ୍ତା ଦେଇଛନ୍ତି ବୀଣା ଟମ୍। କେରଳର ମାରଙ୍ଗାଟ୍ଟୁପାଲିରେ ରହୁଥିବା ଏହି ୫୬ ବର୍ଷୀୟା ମହିଳା ଜଣକ ନିଜ ବଗିଚାରେ ବିଭିନ୍ନ ଫୁଲ ଓ ଫଳ ଚାଷ କରି ସେଥିରୁ ଘରେ ଜାମ୍, ଆଚାର, ସ୍କ୍ବାଶ୍, ଜୁସ୍,…
ଯୁଦ୍ଧ ଆଉ କେତେ କାଳ
ରମାଣୁ ବୋମାର ଜନକ ବୋଲି କୁହାଯାଉଥିବା ସୁପ୍ରସିଦ୍ଧ ଆମେରିକୀୟ ବିଜ୍ଞାନୀ କୁଲିଅସ୍ ରବର୍ଟ ଓପେନ୍ ହେମରଙ୍କ ଜୀବନୀ ଆଧାରିତ ଚଳଚ୍ଚିତ୍ର ‘ଓପେନ୍ହେମର’ ମୁକ୍ତିଲାଭ କରିସାରିଛି। ପରମାଣୁ ବୋମାର ଉଦ୍ଭାବକ ଓପେନ୍ ହେମରଙ୍କୁ ପ୍ରଥମେ ଗୁପ୍ତ ଅସ୍ତ୍ରଶସ୍ତ୍ର ପରୀକ୍ଷାଗାରର ଦାୟିତ୍ୱ ଦିଆଯାଇଥିଲା। ସେତେବେଳେ…
ଈଶ୍ୱରଙ୍କ ସହ ବସବାସ
ସୃଷ୍ଟିର ପ୍ରାରମ୍ଭରୁ ମଣିଷ ଈଶ୍ୱରଙ୍କୁ ଅନ୍ବେଷଣ କରିବା ଆରମ୍ଭ କରିଆସିଛି। ସେମାନେ ପ୍ରକୃତିକୁ ଦେବତା ରୂପେ ପ୍ରାର୍ଥନାକଲେ। ବାୟୁଦେବ, ଅଗ୍ନିଦେବ, ବରୁଣଦେବ, ଇନ୍ଦ୍ରଦେବ, ସୂର୍ଯ୍ୟଦେବ ଓ ଉଷାଦେବୀଙ୍କୁ ପୂଜା ଉପାସନା ଆରମ୍ଭ କରିଥିଲେ। ତପତ୍ରେ ଉପନିଷଦ ଯୁଗ ଆରମ୍ଭ ହେଲା। ଋଷିମୁନିମାନେ…
ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍ଜିତଙ୍କୁ ସ୍ବର୍ଣ୍ଣ
ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୬୭ କେଜି ୟୁଥ୍ ବର୍ଗରେ ସ୍ବୟମଜିତ ମୋଟ ୨୪୭…
ପ୍ରଥମ ଦିବସରେ ଏକାଧିକ ମିଟ୍ ରେକର୍ଡ
ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍ ବୁଧବାର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି। ପ୍ରତିଯୋଗିତାର ପ୍ରଥମ ଦିବସରେ ୫ ନୂଆ ମିଟ୍…
୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା
ଭୁବନେଶ୍ୱର,୧୯।୯(ଅନିଲ ଦାସ):ରାଜ୍ୟ ଭାଜପା ସରକାରଙ୍କ ୧୦୦ ଦିନର କାର୍ଯ୍ୟକ୍ରମରୁ ସ୍ପଷ୍ଟ ହେଉଛି ଯେ, ଏହି ସରକାର ସମୟରେ ଓଡ଼ିଶାର ବିକାଶ ଦୁଇ ପାଦ ପଛକୁ ଯିବ ବୋଲି ବିଜେଡି ମୁଖପାତ୍ର ତଥା ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ନିର୍ବାଚନ ପୂର୍ବରୁ…
ମିଶନ ଚନ୍ଦ୍ରୟାନ-୪କୁ କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ, ୧୯।୯: କେନ୍ଦ୍ର କ୍ୟାବିନେଟ ବୁଧବାର ମହାକାଶ କ୍ଷେତ୍ରରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛି। ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୪ ମିଶନକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଥିବା ନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଏହି ମିଶନ ଅନୁଯାୟୀ, ଭାରତୀୟ…
ସିଏଜି ରିପୋର୍ଟରେ ଚାଞ୍ଜଲ୍ୟକର ଖୁଲାସା:ଜଙ୍ଗଲ ଜମିରେ ଓଏମ୍ସିର ଖଣି ଖନନ
ଯାଜପୁର,୧୯ା୯(ହର୍ଷବର୍ଦ୍ଧନ ବେହେରା):ବିନା ଅନୁମତିରେ ଜଙ୍ଗଲ ଜମିର ବ୍ୟବହାର କାରଣରୁ ଓଡ଼ିଶା ଖଣି ନିଗମ(ଓଏମ୍ସି) ଅଡୁଆରେ ପଡିଛି। ଏଥିଯୋଗୁ ଓଏମ୍ସିକୁ ୪୭.୧୨ କୋଟି ଟଙ୍କା ଜରିମାନା ଦେବାକୁ ପଡିଛି। ଏଥିରେ ସମ୍ପୃକ୍ତ ଅଧିକାରୀମାନଙ୍କୁ ଚିହ୍ନଟ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ…
Archives


