Home Left

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଗାଡି ଓଭରଟେକ୍‌କୁ ନେଇ ଏ.ସି.ଏଫ ମାଡ଼ ମାରିଥିବା…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ ଉତ୍ତେଜନା ହ୍ରାସ କରିବାରେ ଏକ ସକାରାତ୍ମକ ଭୂମିକା ଗ୍ରହଣ କରିପାରିବ। ପ୍ରଶ୍ନ ଉଠୁଛି…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ ମଧ୍ୟରେ ୧୧ଜଣ ଛାତ୍ର ଓ ୮ଜଣ ଛାତ୍ରୀ ରହିଛନ୍ତି । ବିଦ୍ୟାଳୟର ପ୍ରଧାନଶିକ୍ଷକ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ରାମଗିରି ଗ୍ରାମରେ। ସୂଚନାନୁଯାୟୀ, ଆର୍‌ ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ରାଉଳପଡ଼ା ଗାଁର…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ (TMC) କର୍ମୀ ରାହୁଲ ଦେଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଘଟଣା…

ଏବେ ବିଶ୍ୱଯୁଦ୍ଧ ଥୟ! ଆମେରିକା ପରେ ଇରାନକୁ ଧମକ ଦେଲେ ୬ ଦେଶ, ଆଗକୁ…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ମଧ୍ୟରେ, ସାଉଦି ଆରବ, କତାର, କୁୱେତ, ସଂଯୁକ୍ତ ଆରବ ଏମିରେଟ୍ସ, ବାହାରିନ ଏବଂ ଜୋର୍ଡାନ ମିଳିତ ଭାବରେ ଇରାନ ଏବଂ ଏହାର ପ୍ରକ୍ସି ଗୋଷ୍ଠୀଗୁଡ଼ିକ ଦ୍ୱାରା କରାଯାଉଥିବା ଆକ୍ରମଣକୁ ଦୃଢ଼ ନିନ୍ଦା କରି…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଠାରୁ ଏନେଇ ନୋଟିସ ଆସିଥିବା ସେ ଜଣାଇଛନ୍ତି। ଏ ସମ୍ପର୍କିତ ବିଲ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ (NPPA) ଜାତୀୟ ଅତ୍ୟାବଶ୍ୟକ ଔଷଧ ତାଲିକା (NLEM) ରେ ତାଲିକାଭୁକ୍ତ ୧୦୦୦ ରୁ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି। ଏକା ସମୟରେ ୫ଟି ସ୍ଥାନରେ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ ଶୋଭାଯାତ୍ରା ସମୟରେ ହୋଇଥିବା ଦଳାଚକଟାରେ ପ୍ରାଣ ହରାଇଥିବା ଲୋକଙ୍କ ସ୍ମୃତିକୁ ସମ୍ମାନ ଜଣାଇବା…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ ହୋଇଛନ୍ତି। ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିବା ଭାଗୀରଥି କୋଭିଡ୍‌-୧୯ ମହାମାରୀ ସମୟରେ…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ ଡକାଇ ତାଙ୍କ ସହ ଆଲୋଚନା କରି କଡା ତାଗିଦ କଲେ ଗଞ୍ଜାମ ବିଡିଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri