ଭାରତୀୟ ଖାଦ୍ୟ ଅପରିଷ୍କାର କହିଲେ ଅଷ୍ଟ୍ରେଲୀୟ ୟୁଟ୍ୟୁବର
ନୂଆଦିଲ୍ଲୀ,୧୯ା୯: ଅଷ୍ଟ୍ରେଲୀୟ ୟୁଟ୍ୟୁବର ସିଡ୍ନୀ ଓ୍ବାଟ୍ସନ୍ ଭାରତୀୟ ବ୍ୟଞ୍ଜନକୁ ଅପରସ୍କାର ଆଖ୍ୟା ଦେଇ ବିବାଦୀୟ ହୋଇଛନ୍ତି। ସାମାଜିକ ଗଣମାଧ୍ୟମରେ ତାଙ୍କ ପୋଷ୍ଟ ଝଡ଼ ସୃଷ୍ଟି କରିଛି। ଏକ୍ସ’ରେ ଜଣେ ୟୁଜର ଭାରତୀୟ ବ୍ୟଞ୍ଜନକୁ ପ୍ରଶଂସାକରି ଏକ ପୋଷ୍ଟ କରିଥିଲେ। ଏଥିରେ ସେ…
କମାଲ୍ କଲେ ଶିଶୁ ବୈଜ୍ଞାନିକ ଦିବ୍ୟାଶା
ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଦିବ୍ୟାଶା ପ୍ରଧାନଙ୍କ ପ୍ରକଳ୍ପ ମଲ୍ଟି ପରପୋଜ୍ କେରିୟର ଇନ ଟୁ ହ୍ବିଲର ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ତଥା…
ଲାଲୁ ଓ ୨ ପୁଅଙ୍କୁ କୋର୍ଟ ସମନ
ନୂଆଦିଲ୍ଲୀ, ୧୯।୯: ନିଯୁକ୍ତି ବଦଳରେ ଜମି ଦୁର୍ନୀତି ମାମଲାରେ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଓ ତାଙ୍କର ୨ ପୁଅ ତେଜସ୍ବୀ ଏବଂ ତେଜ୍ ପ୍ରତାପ ଯାଦବଙ୍କୁ ବୁଧବାର ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ସମନ ଜାରି…
କ୍ୟାନ୍ସର ହସ୍ପିଟାଲ ସମସ୍ୟା ଅସମାହିତ
ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲିଠାରେ ନିର୍ମିତ କ୍ୟାନସର ହସ୍ପିଟାଲରେ ବହୁବିଧ ସମସ୍ୟା ଲାଗି ରହିଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ସିଟିଜେନ ଫୋରମର ଏକ ପ୍ରତିନିଧି ଦଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍ଓ)…
ପୌର ପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ
ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦରେ ୟୁଜର୍ସ ଫି ଅସୁଲିରେ ହୋଇଥିବା ଏକ ବଡ଼ କେଳେଙ୍କାରୀ ସାମ୍ନାକୁ ଆସିଛି। ବିଭାଗୀୟ କର୍ମଚାରୀମାନେ ୟୁଜର୍ସ ଫି ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍ ବୁକ୍କୁ ଟାମ୍ପରିଂ କରି ବ୍ୟାପକ ଅନିୟମିତତା କରିଥିବା ଜଣାପଡ଼ିଛି। ଅସୁଲି…
ବିଜେଡିରେ ସଙ୍କଟ:ବହୁ କର୍ମକର୍ତ୍ତା ପଦ ଛାଡ଼ିଲେ
ଡେରାବିଶ,୧୯ା୯(ବେବର୍ତ୍ତା ଅଜୟ ଦାସ):ଗତ ନିର୍ବାଚନରେ ବିଜେଡି ବିଧାୟକ ଭାବେ ଅରବିନ୍ଦ ମହାପାତ୍ର ଜିତିବାର ୩ ମାସ ନ ବିତୁଣୁ ପ୍ରଥମେ ଡେରାବିଶ ବ୍ଲକ ବିଜେଡି ସଭାପତି ଦେବାଶିଷ ଆଚାର୍ଯ୍ୟ ନିଜ ପଦରୁ ଇସ୍ତଫା ଦେଇଥିଲେ। ବୁଧବାର ବ୍ଲକ ବିଜେଡିର ପ୍ରମୁଖ ନେତା…
ଅସାଧୁ ଲୋକଙ୍କ ଜନବିରୋଧୀ ଜୋରଦାର ବିରୋଧ: ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ
ଭବାନୀପାଟଣା,୧୯ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିଜିମାଳି ଖଣି ଅଞ୍ଚଳର ୩ ପଞ୍ଚାୟତବାସୀ ବୁଧବାର ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ଏହାସହ କିଛି ଅସାଧୁ ଲୋକଙ୍କ ଜନବିରୋଧୀ ତଥା ଶିଳ୍ପନୀତିକୁ ନିନ୍ଦା କରି ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ…
ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ଘଟଣା:ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ
ଭୁବନେଶ୍ୱର,୧୯ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି ଅର୍ଥନୀତି ବିଭାଗର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଘଟଣାର ମାସକ ପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସମ୍ପୃକ୍ତ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ବୁଧବାର ନିଲମ୍ବନ କରାଯାଇଛି। ବିଶ୍ୱବିଦ୍ୟାଳୟ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି)ର ସୁପାରିସ ଆଧାରରେ କୁଳପତି ଏହି ପଦକ୍ଷେପ…
ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍ ହେଲେ ପଣ୍ଟିଂ
ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍ଙ୍କ ସ୍ଥାନରେ ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ପଣ୍ଟିଂଙ୍କୁ ନିଯୁକ୍ତ କରାଯାଇଛି। ପୂର୍ବରୁ ପଣ୍ଟିଂ ଦିଲ୍ଳୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍…
ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ
କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ ବର୍ଷ ହେବ ଗାଁରେ ବେଆଇନ ଭାବେ ଦେଶୀ ବିଦେଶୀ ମଦଭାଟି ଖୋଲି ଗାଁର ପରିବେଶକୁ…
ଦୋକାନରେ ଖୁଆଇଲେ, ପରେ ବ୍ରିଜ୍ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’
ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ ପିପିଲି ନିମାପଡ଼ା ଛକର ସ୍ବର୍ଗତ ମହେଶ୍ୱର ବେହେରାଙ୍କ ଝିଅ ଇପ୍ସିତା ବେହେରା(୨୬)। ସେ ନିମାପଡ଼ା…
ଭରତପୁର ଘଟଣା, ଜାମିନ ପରେ ମୁହଁ ଖୋଲିଲେ…
ଭରତପୁର ଆର୍ମି ପୋଲିସ ଘଟଣା । ଗିରଫ ଯୁବତୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ । ଜାମିନ ମିଳିବା ପରେ ମୁହଁ ଖୋଲିଲେ ଯୁବତୀଙ୍କ ବାପା ।
Archives


