ଭରତପୁର ଘଟଣା, ଜାମିନ ପରେ ମୁହଁ ଖୋଲିଲେ…
ଭରତପୁର ଆର୍ମି ପୋଲିସ ଘଟଣା । ଗିରଫ ଯୁବତୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ । ଜାମିନ ମିଳିବା ପରେ ମୁହଁ ଖୋଲିଲେ ଯୁବତୀଙ୍କ ବାପା ।
ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର
ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର ଚିନ୍ତାର କାରଣ ପାଲଟିଥିବା ବେଳେ ସରକାରଙ୍କ ଏହି ଘୋଷଣା ସାଧାରଣ ପରିବାରମାନଙ୍କ ପାଇଁ କିଛି…
ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ
ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍ ଆଘାତରେ ପବିତ୍ର ସାହୁ( ୨୨)ଙ୍କ ମୃତ୍ୟୁ ଘଟିଥିବା ବେଳେ ମନୋଜ ପ୍ରଧାନ ଆହତ ହୋଇଛନ୍ତି। ଗ୍ରାମରେ ମେଢ଼ ଭସାଣି ସମୟରେ…
ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…
ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଚତୁର୍ଭୁଜ ନନ୍ଦଙ୍କ ଝିଅ ଆରତି(୧୧)। ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ନାବାଳିକା ଜଣକ ଶୋଇଥିବା ବେଳେ…
ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…
ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ ସାରଙ୍ଗଡ଼ ଥାନାରେ ଅଭିଯୋଗକୁ ଭିତ୍ତିକରି ଥାନାଧିକାରୀ ବଧୂଲିକା ବିଶ୍ବାଳ ଏକ ସ୍ବତନ୍ତ୍ର ଟିମ୍ ଗଠନ…
ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …
ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍ ଯାଞ୍ଚ କରିବା ସହ ଲେଜର ସ୍କାନିଂ କରି ଫେରିଛନ୍ତି। ରତ୍ନଭଣ୍ଡାର ତଦାରଖ କରି ଫେରିବା ପରେ ବଡ଼…
ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ
ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଅଞ୍ଚଳର ଏକ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ…
ଦାୟିତ୍ୱ ହସ୍ତାନ୍ତର ପରେ ବି ଖୋଲୁନି ସୁବିଧା କେନ୍ଦ୍ର, ଲକ୍ଷ୍ମୀ ବସ୍ ହଟାଇବାକୁ ଦାବି
ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କିଛିଦିନ ପରେ ଶୀତ ଆସିବ ଆଉ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ। ତେବେ ଦୀର୍ଘଦିନରୁ ପର୍ଯ୍ୟଟକଙ୍କ ପାଇଁ ରହିଥିବା ସୁବିଧା କେନ୍ଦ୍ରଟି ତାଲା ପଡ଼ିଥିବା ଯୋଗୁ ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକ ହନ୍ତସନ୍ତ ହେଉଛନ୍ତି। ତେବେ ଏହାର ସମାଧାନ କରିବାକୁ…
ଆସନ୍ତା ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି: ଜାଣନ୍ତୁ କିପରି କରିବେ ଅନ୍ଲାଇନ୍ ପଞ୍ଜୀକରଣ
ନୂଆଦିଲ୍ଲୀ,୧୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୨୩ ତାରିଖ ସୋମବାର ଦିନ ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏହି ଅଭିଯୋଗ ଶୁଣାଣି ହେବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ…
ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ
ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ ସଭ୍ୟାସଭ୍ୟ ଅଭିଯୋଗ କରିଛନ୍ତି। ଏନେଇ ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଏମାନଙ୍କ ପକ୍ଷରୁ ଅଣାଯାଇଛି।…
ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ
ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନେତୃତ୍ୱରେ ଗଠିତ ପ୍ୟାନେଲର ରିପୋର୍ଟ ଗ୍ରହଣ କରିଛନ୍ତି। ଯାହା…
ସୁଭଦ୍ରା ଟଙ୍କା ପାଇଁ ଠେଲାପେଲା: ମେସେଜ ଆସିନଥିବାରୁ ବ୍ୟାଙ୍କରେ ଭୟଙ୍କର ଭିଡ
ବରୀ,୧୮ା୯(ମହେନ୍ଦ୍ର ସ୍ୱାଇଁ): ସାରା ଓଡ଼ିଶାରେ ଏବେ ସୁଭଦ୍ରା ଚର୍ଚ୍ଚା। ଯୁଆଡେ ଦେଖିଲେ ସମସ୍ତଙ୍କ ମୁହଁରେ ସୁଭଦ୍ରା ଟଙ୍କା ଆସିଲା କି ନାହିଁ ପ୍ରଶ୍ନ। ଏହାରି ମଧ୍ୟରେ ଯେଉଁମାନଙ୍କର ବ୍ୟାଙ୍କ ଖାତାରେ ମୋବାଇଲ ନମ୍ବର ଲିଙ୍କ ନାହିଁ, ସେମାନଙ୍କର ସୁଭଦ୍ରା ଟଙ୍କା ଆସିଛି…
Archives


