Home Left

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ସହାୟତା ରାଶି ଘୋଷଣା କଲେ ବିଧାୟକ

ନବରଙ୍ଗପୁର,୧୮।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ପଂଚାୟତ ସଦର ମହକୁମାରେ ଏକ ସ୍ପର୍ଶକାତର ଘଟଣା ଘଟିଛି। ଗାଁ ଉପକଣ୍ଠରେ ଥିବା ଏକ ଟାୱାର ନିକଟ ବୁଦାରୁ ୫ମ ଶ୍ରେଣୀ ଛତ୍ରୀ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ…

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ, ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡା…

୩ ଘଣ୍ଟା ପ୍ରବଳରୁ ଅତିପ୍ରବଳ ଛେଚିବ: ଘଡ଼ଘଡ଼ି ସହ ବର୍ଷା ନେଇ…

ଭୁବନେଶ୍ୱର,୧୮।୯: ଟୁଇନ ସିଟରେ ପ୍ରବଳ ଛେଚିବ। ବୁଧବାର ପାଣିପାଗକେନ୍ଦ୍ର ପକ୍ଷରୁ ଏ ନେଇ ପୂର୍ବାନୁମାନ କରାଯାଇଛି। ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ଘଡ଼ଘଡ଼ି ସହ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା…

ଏଡିଜେ କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ

ବାଲିଗୁଡା,୧୮।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଟପ୍‌ ମାଓବାଦୀ ନେତା ଆଜାଦ କନ୍ଧମାଳ ଜିଲା ବାଲିଗୁଡା ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟରେ ହାଜର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱର ଝାରପଡ଼ା ଜେଲରୁ କଡା ସୁରକ୍ଷାରେ ବାଲିଗୁଡାକୁ ଅଣାଯାଇଛି। ଅତିରିକ୍ତ ଜିଲା ଜଜ ଶୁଭଦର୍ଶି ତ୍ରିପାଠୀଙ୍କ କୋର୍ଟରେ…

ମାଲାମାଲ ହେଲା ବାଂଲାଦେଶ, ଆମେରିକା ପରେ ଏବେ…

ଢାକା,୧୮।୯: ଚଳିତ ଆର୍ଥିକ ବର୍ଷରେ ବାଂଲାଦେଶକୁ ଅତିରିକ୍ତ ୨ ବିଲିୟନ ଆମେରିକୀୟ ଡଲାର ପ୍ରଦାନ କରିବ ବୋଲି ବଶ୍ୱବ୍ୟାଙ୍କ ମଙ୍ଗଳବାର ଘୋଷଣା କରିଛି। ଗୁରୁତ୍ୱପୂର୍ଣ୍ଣ ସୁଧାର, ବନ୍ୟା ପରିସ୍ଥିତିର ମୁକାବିଲା, ଉନ୍ନତ ବାୟୁ ଗୁଣବତ୍ତା ପାଇଁ ବାଂଲାଦେଶକୁ ଏହି ୨ ବିଲିୟନ…

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ ଆଗକୁ ବଢ଼ିଛନ୍ତି। ଭାରତର ଜିଡିପିରେ ଉଲ୍ଲେଖନୀୟ ଯୋଗଦାନ ଦେଇଥିବା ଏହି ରାଜ୍ୟଗୁଡିକର ମୁଣ୍ଡପିଛା ଆୟ…

ନୀତିଶଙ୍କ ଯୋଗାଯୋଗରେ କେଜରିଓ୍ବାଲ! ଫଟୋ ଭାଇରାଲ

ନୂଆଦିଲ୍ଲୀ,୧୮।୯: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଯୋଗାଯୋଗରେ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିୱାଲ! ଯାହାର ଫଟୋ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ଜାତୀୟ ରାଜନୀତି ଜୋର ଧରିଛି। ତେବେ ଏହି ଫଟୋ ଗତ ବର୍ଷ ମେ ମାସର।…

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଆନ୍ଦୋଳନ ଚେତାବନୀ ଦେଲେ ପ୍ରଦୀପ ମାଝୀ

ନବରଙ୍ଗପୁର,୧୮।୯: ନବରଙ୍ଗପୁର କଣ୍ଟାଗାଁରେ ନାବାଳିକାଙ୍କୁ ହତ୍ୟା ଅଭିଯୋଗ ଘଟଣାରେ ଚାପା ଉତ୍ତେଜନା ଦେଖାଦେଇଛି। ଘଟଣାରେ ଜଡିତ ଦୋଷୀଙ୍କୁ ନ ଧରିବା ଯାଏ ମୃତଦେହ ଛାଡିବୁ ନାହିଁ ବୋଲି ପରିବାର ଲୋକେ ଓ ଗ୍ରାମବାସୀ ଜିଦ ଧରିଛନ୍ତି। ଅପରପକ୍ଷରେ ଘଟଣାସ୍ଥଳରେ ପୂର୍ବତନ ନବରଙ୍ଗପୁର…

ସ୍କୁଲରେ ତାଲା: ରାଜରାସ୍ତାରେ ପାଠପଢିଲେ ଛାତ୍ରୀଛାତ୍ର

ଲୋଇସିଂହା,୧୮।୯(ସୁଶାନ୍ତ ବାରିକ): ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ କୁମୁଣ୍ଡେ ଗ୍ରାମର ଉଚ୍ଚ ପ୍ରଥମିକ ବିଦ୍ୟାଳୟରେ ନାନା ଅବ୍ୟବସ୍ଥା ସାଙ୍ଗକୁ ପ୍ରଧାନଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ରହିଛି। ଏନେଇ ଗ୍ରାମବାସୀ ବ୍ଲକ ଶିକ୍ଷା ବିଭାଗ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ…

ଆରମ୍ଭ ହୋଇଛି ପ୍ରକ୍ରିୟା, ମିଳିବ ଚିଟ୍‌ଫଣ୍ଡ ଟଙ୍କା, ମନମୋହନ ସାମଲଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୮।୯: ଖୁବ ଶୀଘ୍ର ମିଳବ ଚିଟ୍‌ଫଣ୍ଡ ଟଙ୍କା। ଏନେଇ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ମୋହନ ସରକାରଙ୍କୁ ଆସନ୍ତା କାଲି ୧୦୦ଦିନ ପୂରିବାକୁ ଯାଉଛି। ଗଣମାଧ୍ୟମରେ ସୂଚନା ଦେଇ ମନମୋହନ କହିଛନ୍ତି, କ୍ଷତିଗ୍ରସ୍ତ…

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି କରିଥିବା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ନିକଟରେ ତାଙ୍କ ଝିଅ ଆରାଧ୍ୟା ବଚ୍ଚନଙ୍କ ସହ ଦକ୍ଷିଣ…

ଆହୁରି ଫିଟିବ ରହସ୍ୟ, ରତ୍ନଭଣ୍ଡାରରେ ପହଞ୍ଚିଲେ…

ଭୁବନେଶ୍ୱର,୧୮।୯: ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ। ସୁଡ଼ଙ୍ଗ ଖୋଜିବେ ବିଶେଷଜ୍ଞ ଟିମ। ରତ୍ନଭଣ୍ଡାରରେ ଆଉ କିଛି ରହିଛି କି ନାହିଁ ତଦାରଖ କରିବ ଟିମ୍‌। ଏଏସଆଇ ଏଡିଜି ଜାନଭିଜ ଶର୍ମାଙ୍କ ନେତୃତ୍ୱରେ ହେବ ତଦାରଖ। ଏନେଇ ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri