Home Left

ହେନ୍ତାଳ ବନ ସୁରକ୍ଷା ଚିନ୍ତାରେ ବନ ବିଭାଗ

ବ୍ରହ୍ମପୁର,୧୮।୯(ଅଶୋକ କୁମାର ସାହୁ): ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା କ୍ଷୟକ୍ଷତିକୁ ପ୍ରଶମିତ କରିବା ପାଇଁ ବନ ବିଭାଗ ନଜର ରଖିଛି। ଏଥିପାଇଁ ସମୁଦ୍ର ଉପକୂଳରେ ଘଞ୍ଚ ଜଙ୍ଗଲ ସୃଷ୍ଟି କରିବା ପାଇଁ ନୂଆ ତରିକା ଆପଣେଇଛି। ଗତ ୨ମାସ…

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ ଥର ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ରାଜଘାଟ ଗେଜ୍‌ଠାରେ ବନ୍ୟାଜଳ ବୃଦ୍ଧିପାଇ ମଙ୍ଗଳବାର ମଧ୍ୟାହ୍ନରେ ବିପଦସଂକେତ…

ଅଚାନକ କମଲା ହାରିସଙ୍କ ପ୍ରଶଂସା କଲେ ଟ୍ରମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୧୮।୯: ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆମେରିକାର ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ କମଲା ହାରିସ ଏବଂ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ପରସ୍ପରକୁ ଟାର୍ଗେଟ୍‌ କରୁଛନ୍ତି। କିନ୍ତୁ ନିର୍ବାଚନ ପ୍ରଚାର ବ୍ୟତୀତ ଉଭୟ ଦେଶର…

ସମବାୟରେ ଅର୍ଥନୈତିକ ସମାନତା

କୌଣସି ଦେଶ ସ୍ବାଧୀନ ହେବା ପରେ ଯେଉଁ ଅର୍ଥନୈତିକ ବିକାଶ ଘଟେ ତାହା ଦେଶର ରାଜନୈତିକ ସ୍ଥିତି ଅନୁସାରେ ପରିଗଣିତ ହୁଏ। କିଏ ପୁଞ୍ଜିବାଦ ଚାହେଁ ତ କିଏ ସମାଜବାଦ, ନ ହେଲେ ସାମ୍ୟବାଦ। ଭାରତ ସ୍ବାଧୀନ ହେଲାପରେ ଯେଉଁ ଗଣତାନ୍ତ୍ରିକ…

ସ୍ବାତୀ ମାଲିଓ୍ବାଲଙ୍କ ଇସ୍ତଫା ଦାବିକଲା ଆପ୍‌

ନୂଆଦିଲ୍ଲୀ,୧୮ା୯:ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ମନୋନୀତ ହୋଇଥିବା ଆତିଶୀଙ୍କ ପ୍ରତି ବିବାଦୀୟ ମନ୍ତବ୍ୟ ଦେଇଥିବା ଦଳର ରାଜ୍ୟ ସଭା ସଦସ୍ୟ ସ୍ବାତୀ ମାଲିଓ୍ବାଲଙ୍କୁ ଇସ୍ତଫା ଦେବା ପାଇଁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) କହିଛି। ସ୍ବାତୀଙ୍କୁ ଆପ୍‌ ରାଜ୍ୟ ସଭାକୁ ପଠାଇଥିବାବେଳେ ସେ…

ଆର୍‌. ଜି. କର ପୀଡ଼ିତାଙ୍କ ନାଁ, ଫଟୋ ହଟାଇବାକୁ ଓ୍ବିକିପିଡିଆକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୮ା୯(ପି.ଟି.):କୋଲକାତାସ୍ଥିତ ଆର୍‌.ଜି. କର ହସ୍ପିଟାଲରେ ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ମହିଳା ଡାକ୍ତରଙ୍କ ନାମ ଏବଂ ଫଟୋ ତୁରନ୍ତ ହଟାଇବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ଓ୍ବିକିପିଡିଆକୁ ନିର୍ଦ୍ଦେଶ ଦେଇଛନ୍ତି। ଏବେ ମଧ୍ୟ ଉକ୍ତ ଅନ୍‌ଲାଇନ ଏନ୍‌ସାଇକ୍ଲୋପିଡିଆରେ ପୀଡ଼ିତା ଡାକ୍ତରଙ୍କ ନାଁ…

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା! ବୁଦା ମୂଳରୁ ମିଳିଲା ମୃତଦେହ

ନବରଙ୍ଗପୁର,୧୮।୯(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ସଦର ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟରେ ଥିବା ଏକ ମୋବାଇଲ ଟାୱାର ପାଖରେ ଥିବା ବୁଦା ମୂଳରୁ ଜଣେ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ସେ ଚତୁର୍ଥ…

ବଦଳିଲେ ଭରତପୁର ଥାନା ଅଧିକାରୀ

ଭୁବନେଶ୍ୱର,୧୮ା୯(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିବା ଜଣେ ଆର୍ମି ଅଫିସର ଏବଂ ତାଙ୍କ ବାନ୍ଧବୀଙ୍କୁ ପୋଲିସର ଅକଥନୀୟ ନିର୍ଯାତନା ଘଟଣା ଏବେ ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସର କାର୍ଯ୍ୟକୁ ନେଇ ବିଭିନ୍ନ ମହଲ୍‌ରୁ ନିନ୍ଦା କରାଯାଉଛି। ଏହି…

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ ନେଇ ପ୍ରତିଯୋଗିତା କରାଇଛନ୍ତି। ସୁଭଦ୍ରା ଯୋଜନା ସମ୍ପର୍କରେ ମହିଳାମାନଙ୍କୁ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତର…

ରାଜପଥ କଡ଼ରେ ପକୁଡ଼ି ବିକିଲେ ଯୁବକଂଗ୍ରେସ କର୍ମକର୍ତ୍ତା

ରାୟଗଡ଼ା,୧୮।୯(ଆଶିଷ ରଞ୍ଜନ ପଣ୍ଡା):କେନ୍ଦ୍ରରେ ପ୍ରଥମ ଥର ଭାଜପା ସରକାର ଆସିବା ପୂର୍ବରୁ ଦେଶରେ ୨ କୋଟି ବେକାର ଯୁବତୀଯୁବକଙ୍କୁ ନିଯୁକ୍ତିର ପ୍ରତିଶ୍ରୁତି ଦେଇଥିଲେ। ହେଲେ ତାହା ଅଦ୍ୟାବଧି ପୂରଣ ହୋଇପାରିଲା ନାହିଁ। ଏହା ପ୍ରହସନ ପାଲଟିଛି। ଏହାର ପ୍ରତିବାଦରେ ମଙ୍ଗଳବାର ରାୟଗଡ଼ା…

ଏନ୍‌ଏସି ଅଧ୍ୟକ୍ଷା ଅନାସ୍ଥା ନିର୍ବାଚନ ବାତିଲ: ପୁଣି ଏହି ଦିନ ହେବ ନିର୍ବାଚନ

ନୟାଗଡ଼/ଖଣ୍ଡପଡ଼ା,୧୮ା୯(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା):ନୟାଗଡ଼ ଜିଲା ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷା ଆରତୀ ପ୍ରଧାନଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ମଙ୍ଗଳବାର ବାତିଲ୍‌ ହୋଇଯାଇଛି। ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ରୋଜିନା ଦାସ ଅନୁପସ୍ଥିତ ରହିବାରୁ ନିର୍ବାଚନ ବନ୍ଦ ରହିଛି। ଭୋଟ…

ବିଶ୍ବଭୂଷଣଙ୍କୁ ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୯(ଅନିଲ ଦାସ):ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ଭାଜପା ନେତା ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥତାବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କୁ ହସ୍ପିଟାଲରେ ସାକ୍ଷାତ କରି ଆଶୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri