Home Left

ଶିକ୍ଷକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ରୋଷେୟା

ରାୟଗଡ଼ା,୧୮।୯(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ବୁଡୁବାଲି ଆଶ୍ରମ ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଛନ୍ତି ସେହି ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା ରୋଷେୟା। ଏ ନେଇ ମହିଳା ଜଣକ ଚନ୍ଦ୍ରପୁର ଥାନାରେ ଅଭିଯୋଗ କରିଛନ୍ତି।…

ଆଜି ଖୋଲିପାରେ ରତ୍ନଭଣ୍ଡାରର ଗୁପ୍ତ ସୁଡ଼ଙ୍ଗ, କୋଠରି ରହସ୍ୟ

ପୁରୀ,୧୮ା୯(ଅଜିତ୍‌ କୁମାର ମହାନ୍ତି):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ବୁଧବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍‌ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି…

ଓଡ଼ିଶାର ଜମି, ଜଙ୍ଗଲ, ବାଲି, ପାଣି ଉପରେ ଆନ୍ଧ୍ରର ନଜର

କାଶୀନଗର,୧୮ା୯(ଟି. କ୍ରିଷ୍ଣା ରାଓ):କାଶୀନଗର ଦେଇ ପ୍ରବାହିତ ବଂଶଧାରା, ଗୋଦାବରୀ ଓ ମହାନଦୀ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନଦୀ ଓଡ଼ିଶାର ରାୟଗଡ଼ା ଜିଲା ଅନ୍ତର୍ଗତ କଲ୍ୟାଣସିଂହପୁର ଓ କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସୀମା ବାଉଁଶବଣରୁ ବାହାରି ଆନ୍ଧ୍ରର କଳିଙ୍ଗପାଟଣାଠାରେ ବଙ୍ଗୋପସାଗରରେ ମିଶିଛି।…

ଏଠି ନ୍ୟାୟ ନୁହେଁ, ମାଡ଼ ଅନ୍ୟାୟ:ହାଇକୋର୍ଟଙ୍କ ନିର୍ଦ୍ଦେଶରୁ ଡାକ୍ତରୀ ମାଇନା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାର ମାଡ଼ ଓ ଅନ୍ୟାୟ କାହାଣୀର ସତ୍ୟତା ଯେତିକି ଯେତିକି ଆଗକୁ ଆସୁଛି ପୋଲିସର ଅସଲ ଚେହେରା ମଧ୍ୟ ଲୋକମାନେ ବୁଝିବା ଆରମ୍ଭ କରିଛନ୍ତି। ଆର୍ମି ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ସହ…

ଲାଞ୍ଚ ନେଉଥିଲେ ରାଜସ୍ବ ନିରୀକ୍ଷକ: ମାଡି ବସିଲା ଭିଜିଲାନ୍ସ

ଢେଙ୍କାନାଳ,୧୭।୯: ଓଡ଼ିଶା ଭିଜିଲାନ୍ସ ଗତ କିଛି ଦିନ ଧରି ଦୁର୍ନୀତିଗ୍ରସ୍ଥ ଅଧିକାରୀ ମାନଙ୍କ ଉପରେ ଚଢ଼ାଉ ଜାରି ରଖିଛି। ଏହି କ୍ରମରେ ମଙ୍ଗଳବାର ଢେଙ୍କାନାଳ ସଦର ସର୍କଲର ରାଜସ୍ୱ ନିରୀକ୍ଷକ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ…

ଆଜି ଆକାଊଣ୍ଟକୁ ଆସିନି ଟଙ୍କା, ପୁଣି ଦ୍ୱିତୀୟ ଥର କରିପାରିବେ କି ଆବେଦନ, ଜାଣି ନିଅନ୍ତୁ…

ଭୁବନେଶ୍ୱର,୧୭।୯: ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଛି। ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି ପିିଏମ । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫…

ଇନଷ୍ଟା ୟୁଜର୍ସଙ୍କ ପାଇଁ ବଡ଼ ସୂଚନା, ଏବେ ପବ୍ଲିକ ରଖିପାରିବେନି…

ନୂଆଦିଲ୍ଲୀ,୧୭।୯: ମେଟା ପ୍ଲାଟଫର୍ମ ସୋସିଆଲ ମିଡିଆରୁ ନକରାତ୍ମକ ପ୍ରଭାବକୁ ଦୂର କରିବା ପାଇଁ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ପ୍ରାଇଭେଟ୍‌ ଆକାଉଣ୍ଟ କରିବାକୁ ଯାଉଛି। ଏହି ଫିଚର୍ସ ଦ୍ୱାରା ଆକାଉଣ୍ଟରେ ପ୍ରାଇଭେସ୍‌ ପ୍ରୋଟେକ୍ସନ ବଢିବା ସହ ଅଭିଭାବକଙ୍କ ନିୟନ୍ତ୍ରଣକୁ…

ଚୋରି ଟ୍ରକ ଘଟଣାରେ ଜଣେ ଗିରଫ ଜଣେ ଫେରାର

ଗୋପାଳପୁର, ୧୭।୯(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଶନିବାର ବିଳମ୍ବିତ ରାତିରେ ହଳଦିଆପଦର ଗ୍ରାମ ନିକଟରେ ପାର୍କିଂ ଅବସ୍ଥାରେ ଥିବା ଏକ ଟ୍ରକ ଚୋରି ହୋଇଥିବା ବେଳେ ମଙ୍ଗଳବାର ପୋଲିସ ଉକ୍ତ ଟ୍ରକକୁ ଠାବ କରିବା ସହ ଚୋରି କରିଥିବା…

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି ପାଇଛି। ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁଶନାଲ ରିସର୍ଚ୍ଚ ଏହାର ଏକ ରିପୋର୍ଟରେ…

ମହିଳାମାନେ ନାଇଟ୍‌ ଡ୍ୟୁଟି କରିବା ଉଚିତ୍‌ କି? ସରକାରଙ୍କୁ କଡ଼ା ତାଗିଦ୍‌ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୯: ନାଇଟ୍‌ ଡ୍ୟୁଟିକୁ ନେଇ ସୁପ୍ରିମକୋର୍ଟ ବଙ୍ଗଳା ସରକାରଙ୍କୁ କଡ଼ା ତାଗିଦ କରିଛନ୍ତି। ଡାକ୍ତରଖାନାରେ ମହିଳା ଡାକ୍ତରଙ୍କ ନାଇଟ୍‌ ସିଫ୍ଟ ରଦ୍ଦ କରିବା ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି ପରିପ୍ରେକ୍ଷୀରେ, CJI DY Chandrachud, ଜଷ୍ଟିସ ଜେ.ବି ପାରଦୀୱାଲା…

ସୋସିଆଲ ମିଡିଆରୁ ପ୍ରେମ, ତା’ ପରେ ଗାଁରେ…ଜାଣନ୍ତୁ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ହଟ୍‌କେ ଲଭ୍‌ ଷ୍ଟୋରୀ

ନୂଆଦିଲ୍ଲୀ,୧୭।୯: ୪୩ ବର୍ଷୀୟା ଆତିଶୀ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । କେଜରିଓ୍ବାଲଙ୍କ ଜେଲ୍‌ ଯିବା ପରେ ସେ ଆକ୍ସନ ମୁଡ୍‌କୁ ଆସିଥିଲେ। ଭାଜପାକୁ ସେ ଲଗାତାର କଡ଼ା ଟାର୍ଗେଟ କରିବା ସହ ପ୍ରେସ କନଫରେନ୍ସ କରି ସେ ଭାଜପାକୁ ତୁହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri