Home Left

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି ପାଇଛି। ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁଶନାଲ ରିସର୍ଚ୍ଚ ଏହାର ଏକ ରିପୋର୍ଟରେ…

ମହିଳାମାନେ ନାଇଟ୍‌ ଡ୍ୟୁଟି କରିବା ଉଚିତ୍‌ କି? ସରକାରଙ୍କୁ କଡ଼ା ତାଗିଦ୍‌ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୯: ନାଇଟ୍‌ ଡ୍ୟୁଟିକୁ ନେଇ ସୁପ୍ରିମକୋର୍ଟ ବଙ୍ଗଳା ସରକାରଙ୍କୁ କଡ଼ା ତାଗିଦ କରିଛନ୍ତି। ଡାକ୍ତରଖାନାରେ ମହିଳା ଡାକ୍ତରଙ୍କ ନାଇଟ୍‌ ସିଫ୍ଟ ରଦ୍ଦ କରିବା ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି ପରିପ୍ରେକ୍ଷୀରେ, CJI DY Chandrachud, ଜଷ୍ଟିସ ଜେ.ବି ପାରଦୀୱାଲା…

ସୋସିଆଲ ମିଡିଆରୁ ପ୍ରେମ, ତା’ ପରେ ଗାଁରେ…ଜାଣନ୍ତୁ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ହଟ୍‌କେ ଲଭ୍‌ ଷ୍ଟୋରୀ

ନୂଆଦିଲ୍ଲୀ,୧୭।୯: ୪୩ ବର୍ଷୀୟା ଆତିଶୀ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । କେଜରିଓ୍ବାଲଙ୍କ ଜେଲ୍‌ ଯିବା ପରେ ସେ ଆକ୍ସନ ମୁଡ୍‌କୁ ଆସିଥିଲେ। ଭାଜପାକୁ ସେ ଲଗାତାର କଡ଼ା ଟାର୍ଗେଟ କରିବା ସହ ପ୍ରେସ କନଫରେନ୍ସ କରି ସେ ଭାଜପାକୁ ତୁହାକୁ…

ସୁଭଦ୍ରା ଯୋଜନାକୁ ନେଇ ମୋଦିଙ୍କୁ ଟାର୍ଗେଟ, ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀଙ୍କୁ…

ଭୁବନେଶ୍ୱର,୧୭।୯: ଓଡ଼ିଶାବାସୀଙ୍କ ପାଇଁ ବହୁ ପ୍ରତିକ୍ଷୀତ ଯୋଜନା ସୁଭଦ୍ରାର ଲୋକାର୍ପଣ ହୋଇଛି । ଆଉ ମହିଳାଙ୍କ ଆକାଉଣ୍ଟକୁ ପଠାଯାଇଛି ଟଙ୍କା । ତେବେ ଏହାକୁ ନେଇ ଭାଜପା ଉପରେ ବର୍ଷିଛି ବିଜେଡି । ବିଜେଡି କହିଛି, ସୁଭଦ୍ରା ଯୋଜନା ଶୁଭାରମ୍ଭ କରିବା…

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜର୍ଜିଆ ମେଲୋନୀ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୭।୯: ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ମୋଦୀଙ୍କୁ ୭୪ ବର୍ଷ ହୋଇଛି। ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ବାର୍ତ୍ତାରେ ସେ ଇଟାଲୀ ଏବଂ ଭାରତ ମଧ୍ୟରେ ବୃଦ୍ଧ ତଥା ବଢୁଥିବା…

ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ କମିଯିବ କେଜରିଓ୍ବାଲଙ୍କ ପାଓ୍ବାର! ଆତିଶୀଙ୍କ ଠାରୁ କେତେ କମିଯିବ ଦରମା-ଭତ୍ତା ଓ ସୁବିଧା

ନୂଆଦିଲ୍ଲୀ,୧୭।୯: ଅରବିନ୍ଦ କେଜରିୱାଲ ରବିବାର ମୁଖ୍ୟମନ୍ତ୍ରୀ ପଦ ଛାଡିବା ନେଇ ଘୋଷଣା କରିଥିଲେ। ଏହାର ଦୁଇଦିନ ପରେ ଅର୍ଥାତ ମଙ୍ଗଳବାର ସେ ପଦରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ ସେ ସିଏମ ପଦବୀରେ ଥିବାବେଳେ ପାଇଥିବା…

ଡାକ୍ତରଙ୍କ ସହିତ ବୈଠକ ପରେ ପୋଲିସ ମୁଖିଆ ବଦଳାଇଲେ ମମତା

କୋଲକାତା,୧୭।୯: ଟ୍ରେନିଂ ଡାକ୍ତରଙ୍କ ବଳାତ୍କାର ଓ ହତ୍ୟାକୁ ବିରୋଧ କରୁଥିବା ଜୁନିୟର ଡାକ୍ତରଙ୍କ ସହ ସାକ୍ଷାତ କରିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତା ପୋଲିସ ମୁଖ୍ୟ ଭିନୀତ ଗୋୟଲଙ୍କୁ ତାଙ୍କ ପଦବୀରୁ ହଟାଇବାର କରିବାର ଗୋଟିଏ ଦିନ ପରେ…

ଜନ୍ମ ଦିନରେ ମା’ ହିରାବେନଙ୍କୁ ମନେ ପକାଇଛନ୍ତି ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟଙ୍କୁ ଆସିଛି। ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ବୋଧନ…

ଜନତା ମଇଦାନରେ ଚାଲିଥିଲା କାର୍ଯ୍ୟକ୍ରମ, ଏପଟେ ହଠାତ୍‌ ଭୟଙ୍କର ଜାମ୍‌ ହୋଇଗଲା ଭୁବନେଶ୍ୱର

ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଆସି ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମ ଜନତା ମଇଦାନରେ ଅନୁଷ୍ଠିତ ହୋଇଛି। ମୋଦିଙ୍କ ଓଡ଼ିଶା ଗସ୍ତର ସମସ୍ତ କାର୍ଯ୍ୟସୂଚୀ ଅନୁସାରେ ଆଜି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ…

ଦାରିଙ୍ଗବାଡିରେ ମହିଳାଙ୍କ ବଢ଼ିଲା ଉତ୍ସାହ: ସୁଭଦ୍ରା ଟଙ୍କାପାଇ..

ଦାରିଙ୍ଗବାଡି,୧୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ ପଡିଆଠାରେ ସୁଭଦ୍ରା ଯୋଜନାର ଲୋକାର୍ପିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଓଡ଼ିିଶା ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକଙ୍କ ମଞ୍ଚ ସଂଯୋଜନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ…

‘ଯାହା କହିଥିଲୁ ତାହା ୧୦୦ ଦିନରେ କରି ଦେଇଛୁ’

ଭୁବନେଶ୍ୱର,୧୭।୯: ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରି ଅଭିଭାଷଣ ଦେଇ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓ ଆସିବା ସୌଭାଗ୍ୟ ମିଳିଲା । ନିର୍ବାଚନ ବେଳେ ଯାହା କଥା ଦିଆଯାଇଥିଲା, ସେ ସବୁ ପାଳନ କରାଯାଇଛି। ଯାହା କହିଥିଲୁ ତାହା ୧୦୦…

ସୁଭଦ୍ରା ଯୋଜନା ଶୁଭାରମ୍ଭକୁ ଆସି ବଡ଼ ଘୋଷଣା କରିଦେଲେ ମୋଦି, ଏମାନଙ୍କୁ ମିଳିବ ଲାଭ…

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ଜନତା ମଇଦାନରେ ଏହାର ଉଦ୍‌ଘାଟନୀ ଉତ୍ସବ ପାଳନ ହୋଇଛି। ତେବେ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି ଜନସଭାକୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ କଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri