ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା
ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ ଘର ଉପରେ ନଜର ରଖିଛନ୍ତି। ‘ଦି ଇକୋନୋମିକ୍ ଟାଇମ୍ସ’ର ଏକ ରିପୋର୍ଟ ଅନୁଯାୟୀ,…
କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା
ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨ ରୁ ୩ ପ୍ରତିଶତ ବୃଦ୍ଧି ହେବାର ଆଶା ରଖିଛନ୍ତି। ଏହି ସମୟରେ ସରକାର…
ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ
ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ ଜନତା ଦଳ ପକ୍ଷରୁ ତାମ୍ପରା ହ୍ରଦ ପରିସରରେ ଏକ ସାଂଗଠନିକ ବୈଠକ ଅନୁଷ୍ଠିତ…
ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍
ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି। ଚାରିଆଡେ ଗଦା ଗଦା ଅଳିଆ ସାଙ୍ଗକୁ ପାନ ଛେପ ପରିବେଶକୁ ଅଧିକ ଦୂଷିତ…
ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ
ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ ମହାପ୍ରଭୁ ବଳଭଦ୍ରଙ୍କୁ ବଳରାମ ବେଶରେ ସଜ୍ଜିତ କରାଯାଇଥିଲା। ବଡ଼ ପଣ୍ଡା ଅଚ୍ୟୁତ ପଣ୍ଡା…
ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ
ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଥିବା ଜଣାପଡିଛି। ସେ ବେଙ୍ଗାଲୁରର ଏକ ଘରୋଇ କମ୍ପାନୀରେ କାମ କରୁଥିବା…
୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍
ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର କାହାଣୀ ସାରା ଭାରତରୁ ସାମ୍ନାକୁ ଆସୁଛି। ଏହାର ସଦ୍ୟତମ ଉଦାହରଣ ତେଲଙ୍ଗାନାରୁ ଆସିଛି।…
ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ
ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ ନିଜ ବ୍ୟକ୍ତିଗତ ଜୀବନର ଏକ ଖରାପ ସମୟ ବିଷୟରେ କଥା ହୋଇଛନ୍ତି। ସେ…
ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ
ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭ ଜଣ ଆଦିବାସୀ ନେତାଙ୍କୁ ପୋଲିସ ଉଠାଇ ନେଇଥିବା ଜଣାପଡିଛି। ଆଦିବାସୀ ନେତା ପ୍ରେମରାଜ…
୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ
ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର ଧୀର ଗତି ପାଇଁ ଜଣାଶୁଣା। ଏହା ପ୍ରତି ଅଢ଼େଇ ବର୍ଷରେ ରାଶି ପରିବର୍ତ୍ତନ…
ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…
କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ୩ଟି ପର୍ଯ୍ୟାୟରେ ସର୍ଭେ…
ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…
ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ ଅଛନ୍ତି। ଏହି ସମୟରେ ଧର୍ମେନ୍ଦ୍ର ପ୍ରଧାନ ସଂସଦ ଅଧିବେଶନ ଅବସରରେ ଓଡ଼ିଶାର ସାଂସଦମାନଙ୍କ…

