Home Left

ଲୋକଙ୍କ ସରକାରରେ ରାଜ୍ୟର ‘ସୁଭଦ୍ରା’ ହେବେ ସଶକ୍ତ ଓ ଆତ୍ମନିର୍ଭର

ଓଡ଼ିଶାର ସାମାଜିକ ନ୍ୟାୟ ଇତିହାସରେ ଆଜି ଏକ ଗୌରବମୟ ଦିନ। ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀ ଆଜି ରାଜ୍ୟର ମହିଳାମାନଙ୍କ ପାଇଁ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏହି ଯୋଜନା ରାଜ୍ୟର ଏକ କୋଟିରୁ ଅଧିକ ମହିଳାଙ୍କ ସଶକ୍ତୀକରଣ…

ଗୁଣିର ଶିକାର

ଏକବିଂଶ ଶତାବ୍ଦୀରେ ମଣିଷ ବିଜ୍ଞାନ ପ୍ରଯୁକ୍ତିରେ ଅନେକ ଆଗେଇଯିବା ସତ୍ତ୍ୱେ ଅନ୍ଧବିଶ୍ୱାସ, ଗୁଣିଗାରେଡ଼ି ଓ ଡାହାଣୀ ଭଳି ଧାରଣାକୁ ଛାଡ଼ିପାରୁନାହିଁ। ଏଭଳି ମାନସିକତାର ଗମ୍ଭୀରତା ବିଷୟରେ ଜାତିସଂଘ ମାନବ ଅଧିକାର ପରିଷଦର ୨୦୨୩ ରିପୋର୍ଟ ସୂଚିତ କରିଥିଲା। ଏହା ଦର୍ଶାଇଥିଲା ଯେ,…

ମା’ ହାତୀ ମୃତ୍ୟୁର ତିନିଦିନ ପରେ ଛୁଆ ଉଦ୍ଧାର

ଭବାନୀପାଟଣା/ନର୍ଲା,୧୬ା୯ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)- କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ ରେଗଡିମାଲ ନିକଟ ଜଙ୍ଗଲ ପାର୍ଶ୍ୱରୁ ଗତ ଶୁକ୍ରବାର ଏକ ମାଈ ହାତୀର ମୃତଦେହ ସ୍ଥାନୀୟ ବନ ବିଭାଗ ଉଦ୍ଧାର କରିଥିଲା। ଏହାର ତିନିଦିନ ପରେ…

ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ସରକାର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି ପଶ୍ଚିମବଙ୍ଗ ସରକାରଙ୍କର ୨ ଘଣ୍ଟା ଆଲୋଚନା ହୋଇଛି। ଡାକ୍ତରମାନଙ୍କ…

କଶ୍ମୀର ନିର୍ବାଚନ: ଆସିଲା କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଜାଣନ୍ତୁ କ’ଣ ସବୁ ରହିଛି ପ୍ରତିଶ୍ରୁତି…

ଶ୍ରୀନଗର,୧୬ା୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ଦଳୀୟ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ କୃଷକ, ମହିଳା ଏବଂ ଯୁବବର୍ଗଙ୍କ ପାଇଁ ଅନେକ ପ୍ରତିଶ୍ରୁତି ଦିଆଯାଇଛି। ‘ହାଥ୍‌ ବଦଲେଗା ହାଥ୍‌’ ନାମରେ କଂଗ୍ରେସର ଏହି ନିର୍ବାଚନୀ ଇସ୍ତାହାରରେ ସମସ୍ତ…

ଆଫଗାନିସ୍ତାନରେ ପୋଲିଓ ଟିକାକରଣ ବନ୍ଦ କଲା ତାଲିବାନ୍‌

ଦୁବାଇ,୧୬ା୯: ଆଫଗାନିସ୍ତାନରେ ଚାଲିଥିବା ପୋଲିଓ ଟିକାକରଣ ଅଭିଯାନକୁ ଶାସକ ତାଲିବାନ ବନ୍ଦ କରିଦେଇଥିବା ଜାତିସଂଘ ସୋମବାର କହିଛି। ସାରା ବିଶ୍ୱରେ ପୋଲିଓ ସଂକ୍ରମଣ ବନ୍ଦ ହୋଇଥିବାବେଳେ କେବଳ ଆଫଗାନିସ୍ତାନ ଏବଂ ପାକିସ୍ତାନରେ ଏବେ ବି ଅଙ୍ଗ ଅଚଳ କରିଦେଉଥିବା ଏହି ମାରାତ୍ମକ…

ମମତାଙ୍କ ସହ ଆଲୋଚନାରେ ଯୋଗଦେଲେ ଡାକ୍ତର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ…

ଗଣେଶ ଭସାଣି ଗଣ୍ଡଗୋଳରୁ ଆକ୍ରମଣ: ବଡ଼ଭାଇ ମୃତ, ସାନ ଗୁରୁତର

ସୋରଡା,୧୬ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଅଧୀନ ଅମୃତୁଲୁ ଗ୍ରାମରେ ଗଣେଶ ଭସାଣି ବେଳେ ହୋଇଥିବା ଏକ ବଚସା ୩ ଦିନ ପରେ ଉଗ୍ରରୂପ ନେଇଛି। ଦୁଇ ଭାଇ କାତିରେ ଆକ୍ରମଣ କରିବାରୁ ଅନ୍ୟ ଏକ ପରିବାରର ବଡ଼ଭାଇଙ୍କ ମୃତ୍ୟୁ…

ନମ୍ବର ବିହୀନ ଗାଡ଼ିର ପିଛା କରି ମୋଷ୍ଟ ଓ୍ବାଣ୍ଟେଡ୍‌ ଭୁବନଙ୍କୁ ଧରିଲା ପୋଲିସ 

ନବରଙ୍ଗପୁର,୧୬।୯(ସଦାଶିବ ପ୍ରହରାଜ): ହତ୍ୟା, ଡକାୟତି ଭଳି ଘଟଣାରେ ସମ୍ପୃକ୍ତ ଜଣେ ମୋଷ୍ଟ ୱାଣ୍ଟେଡ୍‌ଙ୍କୁ ନବରଙ୍ଗପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଭୁବନ ଗରଡ଼ା। ରବିବାର ରାତିରେ ନବରଙ୍ଗପୁର ଥାନା ପୋଲିସ ସହରରେ ପାଟ୍ରୋଲିଂ କରୁଥିଲା। ଏହି…

ସୁଭଦ୍ରା ନାଁ’ରେ ବଡ଼ ଠକେଇ: ମହିଳାଙ୍କ ଖାତାରୁ ୧୨ ହଜାର ଟଙ୍କା ଗାଏବ

ନିମାପଡ଼ା,୧୬।୯(ବିଚିତ୍ରାନନ୍ଦ ସାହୁ): ସୁଭଦ୍ରା ଯୋଜନାରେ ମହିଳାମାନଙ୍କ ଖାତାକୁ ଟଙ୍କା ଯିବାର ଗୋଟିଏ ଦିନ ପୂର୍ବରୁ ବଡ଼ ଠକେଇରେ ପଡିଛନ୍ତି ମହିଳା। ଚାହୁଁଛହୁଁ ଖାତାରୁ ଉଡିଯାଇଛି କଷ୍ଟ ଅର୍ଜିତ ୧୨ ହଜାର ଟଙ୍କା। ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଢ଼ଳେଶର ପଞ୍ଚାୟତର…

ସୁଭଦ୍ରା ଟଙ୍କା ପାଇଁ କୋରାପୁଟରୁ ଭୁବନେଶ୍ୱର ଆସିଲେ ୧୦୦ ମହିଳା

କୋରାପୁଟ,୧୬।୯(ଅମିତାଭ ବେହେରା ): ମଙ୍ଗଳବାର ଭୁବନେଶ୍ୱରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ । ଏନେଇ ସୋମବାର କୋରାପୁଟ ଜିଲାରୁ ୧୦୦ଜଣ ସୁଭଦ୍ରା ହିତାଧିକାରୀ ବସ୍‌ ଯୋଗେ ଭୁବେନେଶ୍ୱର ଗସ୍ତ କରିଛନ୍ତି। କୋରାପୁଟ ଜିଲାପାଳ ଭି କୀର୍ତ୍ତୀ ଭାସନ ସବୁଜ ପତାକା ଦେଖାଇ…

ଚିନ୍ତା ବଢ଼ାଉଛି ଜଙ୍ଗଲରେ ଗଞ୍ଜେଇ ଚାଷ

ଦାରିଙ୍ଗବାଡି,୧୬।୯(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଘଞ୍ଚ ଜଙ୍ଗଲରେ ହେଉଛି ଗଞ୍ଜେଇ ଚାଷ। ସପ୍ତାହକ ମଧ୍ୟରେ ପୋଲିସ ଜଙ୍ଗଲରୁ ୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଥିବା ବେଳେ ଏବେ ଜଙ୍ଗଲରେ ଆହୁରି ଗଞ୍ଜେଇ ଚାଷ ହୋଇଥିବା ଜଣାପଡିଛି। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri