Home Left

ନିରାଶରେ ଘରକୁ ଫେରିଲେ ….

ଅତାବିରା,୧୬।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଚାଲିଥିବା କବାଡ଼ି ପ୍ରତିଯୋଗିତାରେ ଜଣେ ଛାତ୍ରୀ ସବ୍‌ବ୍ଲକସ୍ତରରେ ଉନ୍ନୀତ ହେବା ଏବଂ ଓଜନ ବୃଦ୍ଧି ଦର୍ଶାଇ ବ୍ଲକସ୍ତର ପ୍ରତିଯୋଗିତାରେ ଭାଗନେବାକୁ ଅଯୋଗ୍ୟ ଘୋଷିତ ହେବା ଘଟଣା ଚର୍ଚ୍ଚାର ବିଷୟ…

ସୁଭଦ୍ରା ଓଠରେ ହସ

ଜାନକୀର ବାହାଘର ତା’ ବାପା ଅଠର ବର୍ଷ ନ ପୂରୁଣୁ କରି ଦେଇଥିଲା। ଚିକିଟି ଭଳି ଗାଁରେ ଏବେ ବି କୋଉଠି କୋଉଠି ନିମ୍ନମଧ୍ୟବିତ୍ତ ପରିବାରରେ ଝିଅମାନଙ୍କୁ ଅଳ୍ପ ବୟସରେ ବାହା ଦେଇଦେବାର ଚଳଣି ରହିଛି। ଜାନକୀ ତଳକୁ ଆହୁରି ତିନିଟା…

କୁଲଦୀପ ଏଭରଗ୍ରୀନ୍‌ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,,୧୬।୯ (ଅଭୟ ଦାଶ): ଦେଶର ପ୍ରମୁଖ ଚା’ ବ୍ରାଣ୍ଡ୍‌ ତଥା ନେହା ଏଣ୍ଟରପ୍ରାଇଜର୍ସ ଦ୍ୱାରା ପ୍ରସ୍ତୁତ ଲୋକପ୍ରିୟ ଉତ୍ପାଦ ଏଭରଗ୍ରୀନ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ଭାରତୀୟ କ୍ରିକେଟିୟର କୁଲଦୀପ ଯାଦବଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଛି। ଏପରିକି ଏଭରଗ୍ରୀନ ଚା’ର ଏକ…

ନିବାଭ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଭାରତର ସର୍ବବୃହତ ଘରୋଇ ଲିଫ୍ଟ ବ୍ରାଣ୍ଡ୍‌ ନିବାଭ୍‌ ଲିଫ୍ଟର ନୂତନ ଉତ୍ପାଦ ‘ନିବାଭ୍‌ ସିରିଜ୍‌-୪ ହୋମ୍‌ ଲିଫ୍ଟ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଅତ୍ୟାଧୁନିକ ଜ୍ଞାନକୌଶଳ ଓ ଅସାଧାରଣ ଡିଜାଇନ୍‌ ସହିତ ସମନ୍ବିତ ଏହି ଲିଫ୍ଟ ଭୁବନେଶ୍ୱରର…

ସାମନ୍ତରାପୁରରେ ଖିମଜୀ ଜୁଏଲର୍ସର ନୂତନ ଆଉଟଲେଟ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଖିମ୍‌ଜୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ସାମନ୍ତରାପୁର ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଖିମ୍‌ଜୀ ଜୁଏଲର୍ସର ଚେୟାରମ୍ୟାନ ଦିନେଶ ଖିମ୍‌ଜୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ…

ରପ୍ତାନିକୁ ପ୍ରଭାବିତ କରୁଛି କଣ୍ଟେନର ଅଭାବ

ଭୁବନେଶ୍ୱର,୧୬।୯, (ଅନୁରାଧା ମହାରଣା): ମାଲ ପରିବହନ ବୃଦ୍ଧି, କଣ୍ଟେନର ଅଭାବ ଏବଂ ପ୍ରମୁଖ ରପ୍ତାନି ତଥା ବିଦେଶୀ ପରିବହନକାରୀଙ୍କ ଉପରେ ନିର୍ଭରଶୀଳତା ଦେଶର ରପ୍ତାନି କ୍ଷେତ୍ରରେ ଆହ୍ବାନ ସୃଷ୍ଟି କରୁଛି। ଅନୁସନ୍ଧାନ ପ୍ରତିଷ୍ଠାନ ଗ୍ଲୋବାଲ ଟ୍ରେଡ ରିସର୍ଚ୍ଚ ଇନିସିଏଟିଭ (ଜିଟିଆରଆଇ) ପକ୍ଷରୁ…

ୟୁକୋ ବ୍ୟାଙ୍କର ହାରାହାରି ୩୪% ମହିଳା କର୍ମଚାରୀ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଅଲ୍‌ ଇଣ୍ଡିଆ ୟୁକୋ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ସର୍ବଭାରତୀୟ ୟୁକୋ ବ୍ୟାଙ୍କ ଅଧିକାରୀ ସଙ୍ଗଠନ) ପକ୍ଷରୁ ଏକ ଦିନିକିଆ ମହିଳା ଅଧିକାରୀଙ୍କ ଜାତୀୟ ସମ୍ମିଳନୀ ଭୁବନେଶ୍ୱରର ହୋଟେଲ ଏକ୍‌ସିଲେନ୍ସିଠାରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ରବିବାର ୟୁକୋ ବ୍ୟାଙ୍କ ଅଧିକାରୀ…

ଟାଟା ମୋଟର୍ସର ଫେଷ୍ଟିଭାଲ ଅଫ୍‌ କାର୍‌ସ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ରିହାତି ଅଫର ‘ଫେଷ୍ଟିଭାଲ ଅଫ୍‌ କାର୍‌ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ପୂର୍ବରୁ ଦେଖାଯାଇ ନ ଥିବା ଏଭଳି ଏକ ମୂଲ୍ୟକୁ ନେଇ କମ୍ପାନୀ ତା’ର ଅନେକ ଲୋକପ୍ରିୟ…

୫ ଘଣ୍ଟା ବିଳମ୍ବ ପରେ ବିମାନ ରଦ୍ଦ, ଫସି ରହିଲେ ୩୦୦ ଯାତ୍ରୀ

ମୁମ୍ବାଇ, ୧୬।୯: ମୁମ୍ବାଇରୁ ଦୋହା ଯିବାକୁ ଥିବା ଇଣ୍ଡିଗୋ ଏୟାରଲାଇନ୍ସର ୬ଇ ୧୩୦୩ ବିମାନରେ ବୈଷୟିକଜନିତ ତ୍ରୁଟି ଦେଖାଯିବା ଯୋଗୁ ରବିବାର ଏହାର ଉଡ଼ାଣରେ ବାରମ୍ବାର ବିଳମ୍ବ ଘଟିଥିଲା ଏବଂ ପରିଶେଷରେ ଏହି ବିମାନକୁ ରଦ୍ଦ କରିଦିଆଯାଇଥିଲା। ଉକ୍ତ ବିମାନରେ ପ୍ରାୟ ୨୫୦ରୁ…

ସବୁ ଡାକ୍ତରଙ୍କର ରହିବ ଏକକ ପରିଚୟ

ନୂଆଦିଲ୍ଲୀ,୧୬ା୯(ପି.ଟି.): ସମସ୍ତ ଡାକ୍ତରଙ୍କର ଏକକ ପରିଚୟପତ୍ର ରହିବ। ଏଥିପାଇଁ ନ୍ୟାଶନାଲ ମେଡିକାଲ କମିଶନ (ଏନ୍‌ଏମ୍‌ସି) ଭାରତରେ ଚିକିତ୍ସା କରିବାକୁ ଯୋଗ୍ୟ ସମସ୍ତ ଏମ୍‌ବିବିଏସ୍‌ ଡାକ୍ତରଙ୍କର ପଞ୍ଜୀକରଣ ପ୍ରକ୍ରିୟା ସଦ୍ୟ ଲଞ୍ଚ୍‌ ହୋଇଥିବା ପୋର୍ଟାଲରେ ଆରମ୍ଭ କରିଛି। ନ୍ୟାଶନାଲ ମେଡିକାଲ ରେଜିଷ୍ଟର (ଏନ୍‌ଏମ୍‌ଆର୍‌) ସମସ୍ତ…

ଗଛରେ ପିଟି ହୋଇ ଓଲଟିଲା ପିକ୍‌ଅପ୍‌, ୯ ଶ୍ରମିକ ଆହତ

ବୌଦ୍ଧ,୧୬ା୯: ଗଛରେ ପିଟି ହୋଇ ଏକ ପିକ୍‌ଅପ୍‌ ଓଲଟି ପଡ଼ିବାରୁ ୯ ଶ୍ରମିକ ଆହତ ହୋଇଛନ୍ତି। ବୌଦ୍ଧ ଥାନା ବୁରପଟା ଛକ ନିକଟରେ ସୋମବାର ଏହି ଦୁର୍ଘଟଣା ଘଟିଛି। ଏହି ଶ୍ରମିକମାନେ ଇଲେକ୍ଟ୍ରି କାମ ପାଇଁ ଦିଗପହଣ୍ଡିରୁ ସୁବର୍ଣ୍ଣପୁର ଯାଉଥିବା ବେଳେ…

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରେ ୬୮୫ମି.ମି. ବର୍ଷା ହୋଇଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri