ସ୍ବାଧୀନତା ସଂଗ୍ରାମରେ ଲୁଣିଆ ଗୁଳିକାଣ୍ଡ
ଭଦ୍ରକ ସବ୍ଡିଭିଜନରେ ହୋଇଥିବା ଲୁଣିଆ ଗୁଳିକାଣ୍ଡ ସ୍ବାଧୀନତା ସଂଗ୍ରାମର ଏକ ଅଭୁଲା ସ୍ମୃତି। ୧୯୪୨ ସେପ୍ଟେମ୍ବର ୧୬ରେ ତତ୍କାଳୀନ ବାଲେଶ୍ୱର ଜିଲାରେ ଘଟିଥିବା ଏହି ଦୁଃଖଦ ଘଟଣା ବ୍ରିଟିଶ ସରକାରଙ୍କ ବିରୋଧରେ ଲୋକଙ୍କୁ ଏକ୍ରତିତ କରିଥିଲା। ଏହି ଘଟଣାକୁ ଏତେବର୍ଷ ବିତିଯାଇଥିଲେ…
ବୁଲ୍ଡୋଜର ନ୍ୟାୟ ଉପରେ ସୁପ୍ରିମ୍ ବ୍ରେକ୍
ଗତ କିଛି ବର୍ଷ ଧରି ବୁଲ୍ଡୋଜର ଦେଶରେ ଆତଙ୍କର ଏକ ପ୍ରତୀକରେ ପରିଣତ ହୋଇଯାଇଛି। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାନା, ଗୁଜରାଟ ଆଦିରେ ସେଠାକାର ସରକାରଗୁଡ଼ିକ ତଥାକଥିତ ତ୍ୱରିତ ନ୍ୟାୟ ପ୍ରଦାନ ନାଁରେ ବୁଲ୍ଡୋଜର ଲଗାଇ କଥିତ ଅଭିଯୁକ୍ତର ଘର ଓ ବସ୍ତି…
ଜନସାଧାରଣଙ୍କ କୋର୍ଟରେ ବଲ୍
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟ ୧୩ ସେପ୍ଟେମ୍ବରରେ ଦିଲ୍ଲୀ ଅବକାରୀ ନୀତି ନେଇ ମନି ଲ2ଣ୍ଡରିଂ ଅଭିଯୋଗ ସଂକ୍ରାନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ମାମଲାରେ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ଜେଲରୁ ମୁକ୍ତ ହେବା ପରେ ୧୫ ସେପ୍ଟେମ୍ବରରେ ସେ କହିଛନ୍ତି,…
ମନ୍ତ୍ରୀଙ୍କ ଘରେ ବିସ୍ଫୋରଣ
ଗୁଆହାଟୀ,୧୫ା୯: ମଣିପୁର ମନ୍ତ୍ରୀ ଖାସିମ୍ ବାଶୁମ୍ଙ୍କ ଉଖ୍ରୁଲ ଜିଲାର ହାମଲେଇଖୋଙ୍ଗ ଅଞ୍ଚଳରେ ଥିବା ଆବାସିକ କମ୍ପ୍ଲେକ୍ସରେ ବିସ୍ଫୋରଣ ଘଟିଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ପ୍ରାଣୀସମ୍ପଦ ଓ ପରିବହନ ବିଭାଗ ମନ୍ତ୍ରୀ ଥିବା ବାଶୁମ୍ ବିସ୍ଫୋରଣ ସମୟରେ ରାଜଧାନୀ ଇମ୍ଫାଲରେ ଥିଲେ।…
ସେଫ ସିଟି ଡ୍ରାଇଭ ଅଭିଯାନ ବେଳେ ପାରା ଅଲମ୍ପିଆନ ଖେଳାଳି ଧରାପଡିଲେ
ଭୁବନେଶ୍ୱର,୧୫ା୯(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ସେଫ ସିଟି ଡ୍ରାଇଭ ଅଭିଯାନକୁ ନେଇ ବ୍ଲକିଂ ଚେକିଂ ଚାଲିଥିଲା ବେଳେ ପାରା ଅଲମ୍ପିଆନ ପ୍ରମୋଦ ଭଗତଙ୍କ ଗାଡିକୁ ପୋଲିସ ଜବତ କରିଛି। ସେ ମଦ୍ୟପାନ କରି ଗାଡି ଓଲଟା ଚଲାଇବା ଅଭିଯୋଗରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ…
ଝାଟିମାଟି କୁଡ଼ିଆର ପଲିଥିନ ତଳେ ଅସହାୟ ବୃଦ୍ଧା
ବରଗଡ଼,୧୫।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଉପାନ୍ତ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବୁଙ୍ଗାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଶନିବାର ସାମ୍ନାକୁ ଆସିଛି। ଗ୍ରାମର ଚତୁର୍ଭୁଜ ମହାନନ୍ଦ(୭୦)ଙ୍କ ଶୁକ୍ରବାର ସନ୍ଧ୍ୟାରେ ଦେହାନ୍ତ ପରେ ମୃତଦେହ ସତ୍କାର ପାଇଁ ତାଙ୍କୁ ଚାରିକାନ୍ଧ ମିଳି ନ…
ପୁଣି କୋଲକାତା ହସ୍ପିଟାଲରେ ରୋଗୀ ସମ୍ପର୍କୀୟାଙ୍କୁ…
କୋଲକାତା,୧୫ା୯: କୋଲକାତାର ଆର୍.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ଉତ୍ତେଜନା ଥମି ନ ଥିବାବେଳେ ସେଠାର ଅନ୍ୟ ଏକ ସରକାରୀ ହସ୍ପିଟାଲରେ ଜଣେ ରୋଗୀଙ୍କ ସମ୍ପର୍କୀୟାଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି। ଅଭିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ପୋଲିସ…
ଫାଷ୍ଟ ଫୁଡ୍ ଦୋକାନ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ପଦ୍ମପୁର,୧୫ା୯(ପ୍ରଶାନ୍ତ କୁମାର କର): ରାୟଗଡ଼ା ଜିଲାର ପଦ୍ମପୁର ସୁନାରି ଘାଇ ଛକ ନିକଟରେ ଥିବା ଏକ ଫାଷ୍ଟ ଫୁଡ୍ ଦୋକାନରେ କାର୍ଯ୍ୟ କରୁଥିବା ଜଣେ କମଚାରୀ ଦୋକାନରେ କେହି ନଥିବା ବେଳେ ଫ୍ୟାନ୍ରେ ଗାମୁଛା ବାନ୍ଧି ଝୁଲି ପଡିଛନ୍ତି। ଯୁବକ ଜଣକ…
ମହିଳାଙ୍କୁ ଡରାଇ ସହମତିରେ ଯୌନ ସମ୍ପର୍କ ବଳାତ୍କାର: ହାଇକୋର୍ଟ
ପ୍ରୟାଗରାଜ,୧୫ା୯: ମହିଳାଙ୍କୁ ଭୟଭୀତ କରାଇ କିମ୍ବା ତାଙ୍କଠାରେ ଭୁଲ୍ ଧାରଣା ଜନ୍ମାଇ ତାଙ୍କ ସହମତିରେ ଯୌନ ସମ୍ପର୍କ ରଖିବା ବଳାତ୍କାର ବୋଲି ଆଲ୍ଲାହାବାଦ ହାଇକୋର୍ଟ ଏକ ରାୟରେ କହିଛନ୍ତି। ରାଘବ କୁମାର ଜଣେ ମହିଳାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଯୌନ ସମ୍ପର୍କ…
ଦୁର୍ଘଟଣା ପରେ ଗ୍ୟାସ୍ ଟ୍ୟାଙ୍କରରେ ବଡ଼ ଧରଣର ବିସ୍ଫୋରଣ: ୨୪ ମୃତ, ୨୦ଜଣଙ୍କ ଅବସ୍ଥା ଗୁରୁତର
ପୋର୍ଟ-ଅଉ-ପ୍ରିନ୍ସ,୧୫ା୯: ହାଇତିର ଦକ୍ଷିଣ ଭାଗରେ ଶନିବାର ଏକ ଗ୍ୟାସ୍ ଟ୍ୟାଙ୍କରରେ ବିସ୍ଫୋରଣ ଘଟି ୨୪ ଜଣଙ୍କ ମୃତ୍ୟୁ ହେବା ସହ ୪୦ଜଣ ପୋଡ଼ିଯାଇ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମିରାଗୋଆନେ ଉପକୂଳ ସହର ନିକଟରେ ଏହି…
ଗଣେଶ ଭସାଣି: ଡିଜେ ପାଇଁ ଥାନାରେ ପାଟିତୁଣ୍ଡ
ହିଞ୍ଜିଳିକାଟୁ,୧୫।୯( ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ଭସାଣି ବେଳେ ଡିଜେ ବଜାଇବାକୁ କେନ୍ଦ୍ର କରି କେତେକ ବ୍ୟକ୍ତି ଗଞ୍ଜାମ ଜିଲା ବେଲଗାଁ ଥାନା ସମ୍ମୁଖରେ ପାଟିତୁଣ୍ଡ କରିଛନ୍ତି। ଏହାର ଭିଡିଓ ଏବଂ ଫଟୋ ଏବେ ଭାଇଲାର ହେବାରେ ଲାଗିଛି। ଏଥିରେ ଉତ୍ତ୍ୟକ୍ତ ଲୋକ…
ଗୋଟିଏ ପରିବାରର ୫ଜଣଙ୍କୁ ହତ୍ୟା କଲେ ଗ୍ରାମବାସୀ, ଗୁଣି ଗାରେଡିକୁ ନେଇ…
ମାଲକାନଗିରି,୧୫ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡର ସୁକ୍ମା ଜିଲାରେ ଗୁଣିଗାରେଡି ସନ୍ଦେହରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ ଗ୍ରାମବାସୀ ହତ୍ୟା କରିଛନ୍ତି । ମୃତକଙ୍କ ମଧ୍ୟରେ ୩ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି। ସେମାନେ ହେଲେ ମଉସମ୍ କନ୍ନାର, ତାଙ୍କ…
Archives


