ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା
ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍ ଦୀପକେ ସ୍ପଷ୍ଟ କରିଛନ୍ତି ଯେ ଯେପର୍ଯ୍ୟନ୍ତ ସେମାନଙ୍କର ଦାବି ପୂରଣ ହୋଇନାହିଁ, ଆନ୍ଦୋଳନ…
ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ
ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି। ଲୋକଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଓ ରାପିଡ୍ ଆକ୍ସନ ଫୋସ୍ (ଆର୍ଏଏଫ୍) ପକ୍ଷରୁ…
କିଡ୍ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ
ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି। ୫ ବର୍ଷ ଧରି ସେ କିଡ୍ନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କ ମୃତ୍ୟୁ…
ଯେବେ ପେପର୍ ଲିକ୍କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା
ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ ଜାରି ରହିଥିବା ପ୍ରଦର୍ଶନରେ ତାଙ୍କ ଇସ୍ତଫା ଦାବି ନିରନ୍ତର ତୀବ୍ର ହେବାରେ ଲାଗିଛି।…
ଆଦିମାନବରୁ ଆଧୁନିକ ଭାରତୀୟ
ଲୋକଙ୍କୁ ଠିକ୍ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ ଅନୁଧ୍ୟାନ କରିବାକୁ ପଡ଼ିବ। ଆମକୁ ଦେଖିବାକୁ ପଡ଼ିବ ଭାରତୀୟମାନେ ପ୍ରଥମେ କେଉଁଠାରୁ ଆସିଥିଲେ।…
କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…
ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ ପାଲଟିଛନ୍ତି। ସଂସଦ ମାର୍ଚ୍ଚର ଗୋଟିଏ ଦିନ ପରେ କଥିତ ଭାବରେ ଇନଷ୍ଟାଗ୍ରାମ ଷ୍ଟୋରୀ…
ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍, ଏମିତି କହିଲେ ରାଜନୀତିରେ ଚହଳ
ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ଏହି ଆନ୍ଦୋଳନ ଆରମ୍ଭରୁ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଥିଲା। କିନ୍ତୁ ପରବର୍ତ୍ତୀ ସମୟରେ…
ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍ଯାପିତ
ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ ଭୁଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଯାପନୀ ସମାରୋହରେ ବରଗଡ଼ ଉପଜିଲାପାଳ ପ୍ରସନ୍ନ ପାଣ୍ଡେ ମୁଖ୍ୟ…
ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ
ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ଅଧ୍ୟକ୍ଷତା କରିଥିଲେ। ଉକ୍ତ ବୈଠକରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ଅତାବିରା…
ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା
ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲାକୁ ପର୍ଯ୍ୟାପ୍ତ ସାର ଆସିଛି ବୋଲି…
ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍ ହୁଅ ନାହିଁ…
ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା ହେଉଛି ଏହି ମାମଲାରେ ସୁପ୍ରିମକୋର୍ଟଙ୍କ ଆଭିମୁଖ୍ୟ ସମସ୍ତଙ୍କୁ ଚକିତ କରିଦେଇଛି । ସିଜେପିର…
କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ
ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ। CJP ଅଭିଯୋଗ କରିଛି ଯେ ପ୍ରଦର୍ଶନ ସ୍ଥଳ ନିକଟରେ ଇଣ୍ଟରନେଟ ସେବା ବନ୍ଦ…

