Home Left

ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ରହିଥିବା ବେଳେ ରବିବାର ସକାଳ ୬ ଟା…

ବାଂଲାଦେଶକୁ ନୂଆ ଉପହାର ଦେଲା ଭାରତ, ପ୍ରତି ପରିବାର ହେବେ ଖୁସି!

ନୂଆଦିଲ୍ଲୀ/ଢାକା,୧୫।୯: ଶେଖ ହାସିନା ବାଂଲାଦେଶର ପ୍ରଧାନମନ୍ତ୍ରୀ ପଦ ଓ ଦେଶ ଛାଡିବା ପରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କ ଆଉ ପୂର୍ବଭଳି ନାହିଁ। ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ହୋଇଥିବା ହିଂସା ଭାରତର ଚିନ୍ତା ବଢାଇ ଦେଇଛି। ଏହି ସମୟରେ ମଧ୍ୟବର୍ତ୍ତୀକାଳୀନ…

‘ଲେଟର ବମ’ ଫୁଟାଇଲେ କେଜରିଓ୍ବାଲ, କର୍ମୀଙ୍କୁ କହିଲେ…

ନୂଆଦିଲ୍ଲୀ,୧୫।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ରବି ଶଙ୍କର ଶୁକ୍ଲା ଲେନରେ ଅବସ୍ଥିତ ପାର୍ଟି ଅଫିସରେ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜରିୱାଲ ଭାରତ ମାତା କି ଜୟ ସ୍ଲୋଗାନରୁ ତାଙ୍କର…

ପଣ କଲେ ପ୍ରଶାନ୍ତ କିଶୋର, ଶାସନ କ୍ଷମତା ଆସିଲେ ଶେଷ ହୋଇଯିବ ଏହି ପ୍ରତିବନ୍ଧକ

ପାଟନା,୧୫।୯: ନିର୍ବାଚନ ରଣନୀତିଜ୍ଞ-ରାଜନେତା ପ୍ରଶାନ୍ତ କିଶୋର ଶନିବାର ପ୍ରତିଶ୍ରୁତି ଦେଇଛନ୍ତି ଯେ ଯଦି ତାଙ୍କ ଜନ ସୁରାଜ ପାର୍ଟି ରାଜ୍ୟରେ ସରକାର ଗଠନ କରନ୍ତି, ତେବେ ବିହାରରେ ଏକ ଘଣ୍ଟା ମଧ୍ୟରେ ମଦ ନିଷେଧ ହଟାଯିବ। ଅକ୍ଟୋବର ୨ରେ ଦଳର ଦଳର…

ପ୍ରଧାନମନ୍ତ୍ରୀ ପଦ ପାଇଁ ଅଫର୍‌ ଦେଇଥିଲେ ବିରୋଧୀ ଦଳ ନେତା, ହେଲେ ମୁଁ…

ନୂଆଦିଲ୍ଲୀ,୧୫।୯: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ବିବୃତ୍ତି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ତାଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଅଫର୍‌ ଆସିଥିବା ସେ କହିଛନ୍ତି। ବିରୋଧୀ ଦଳର ଜଣେ ବଡ଼ ନେତା ତାଙ୍କୁ ଏହି ଅଫର୍‌ ଦେଇଥିଲେ ବୋଲି ସେ…

ଶେଖ ହାସିନାଙ୍କ ଫୋନ କଲ ଲିକ୍‌!, ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ/ଢାକା,୧୫।୯: ବାଂଲାଦେଶରେ ଘଟିଥିବା ହିଂସା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଭାରତ ପଳାଇ ଆସିଥିଲେ। ବର୍ତ୍ତମାନ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ପଡୋଶୀ ଦେଶରେ ଗଠିତ ମଧ୍ୟବର୍ତ୍ତୀ ସରକାର ହାସିନାଙ୍କ ପ୍ରତ୍ୟାବର୍ତ୍ତନ ଚାହୁଁଛନ୍ତି। ୟୁନୁସ ସରକାର ମଧ୍ୟ ଏଥିପାଇଁ ସମସ୍ତ ଉଦ୍ୟମ…

ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଛାତ୍ରୀ

ଭୁବନେଶ୍ୱର,୧୫ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଉତ୍କଳ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆସିଛି। ଅର୍ଥନୀତି ବିଭାଗର ଜଣେ ଛାତ୍ରୀ ଏନେଇ ବିଶ୍ୱବିଦ୍ୟାଳୟର ଯୌନ ନିର୍ଯାତନା ସେଲ୍‌ରେ ଲିଖିତ ଅଭିଯୋଗ କରିଛନ୍ତି। ଏହାପରେ ସେଲ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଅଗଷ୍ଟ…

ଓଡ଼ିଶାରୁ ଗଡ଼ିଲା ୨ ବନ୍ଦେ ଭାରତ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧୫।୯: ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ। ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ। ଭର୍ଚ୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ମୋଦି। ତେବେ ଏହି କାର୍ଯ୍ୟକ୍ରମରେ…

ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା: ଶେଷ ହିତାଧିକାରୀଙ୍କ ପର୍ଯ୍ୟନ୍ତ ନପହଞ୍ଚିବା ଯାଏଁ….

ଭୁବନେଶ୍ୱର,୧୫।୯: ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା। ସୁଭଦ୍ରା ଶୋଭାଯାତ୍ରାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। ଏହା ସହ ସେ କହିଛନ୍ତି, ଶେଷ ହିତାଧିକାରୀଙ୍କ ପର୍ଯ୍ୟନ୍ତ ନପହଞ୍ଚିବା ଯାଏଁ ଏହି ଯୋଜନା ଚାଲିବ। ୧୭…

ବେଦାନ୍ତ କମ୍ପାନୀ ରେଡମଡ ପ୍ରୋସେସ ୱାଟର ବନ୍ଧ ଭାଙ୍ଗି ଘାଇ ସୃଷ୍ଟି , ନଦୀପାଣିରେ ଭାସୁଛି ଦୂଷିତ କେମିକାଲ

ଭବାନୀପାଟଣା/ଲାଞ୍ଜିଗଡ,୧୫।୯( ଉତ୍ତମ କୁମାର ଦାଶ/ରମେଶ ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ସ୍ଥିତ ବେଦାନ୍ତ କମ୍ପାନୀର ରେଡମଡ ପ୍ରୋସେସ ୱାଟର ବନ୍ଧ ଶନିବାର ବିଳମ୍ବିତ ରାତିରେ ଭାଙ୍ଗି ଘାଇ ସୃଷ୍ଟି ହୋଇଛି। ଫଳରେ ବନ୍ଧରେ ଥିବା ଦୂଷିତ କେମିକାଲ ଯୁକ୍ତ ପାଣି ଲାଞ୍ଜିଗଡ଼…

ଓଡ଼ିଶା ପାଇଁ ଖୁସି ଖବର: ଗଡ଼ିବ ଆଉ ୩ଟି ’ବନ୍ଦେ ଭାରତ’, ବ୍ରହ୍ମପୁର ଗସ୍ତରେ…

ଭୁବନେଶ୍ୱର,୧୫।୯: ଓଡ଼ିଶାକୁ ଆଜି ମିଳିବ ଦୁଇଟି ‘ବନ୍ଦେ ଭାରତ’। ଏଥିପାଇଁ ବ୍ରହ୍ମପୁର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିବେ ମୋହନ ମାଝି। ଭର୍ଚ୍ଚୁଆଲ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ। ବ୍ରହ୍ମପୁର-ଟାଟାନଗର, ହାୱାଡ଼ା-ରାଉରକେଲାକୁ ଗଡ଼ିବ…

‘ସୁଭଦ୍ରା’ ପାଇଁ କର୍ମଚାରୀଙ୍କ ୩ ଦିନିଆ ଛୁଟି ବାତିଲ

ଭୁବନେଶ୍ୱର, ୧୫ା୯ (ବନ୍ଦନା ସେଠୀ): ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ରେ ଭୁବନେଶ୍ୱର ଆସିବେ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ କାର୍ଯ୍ୟ ହାତକୁ ନିଆଯାଇଛି। ସେହିପରି ରବିବାର ବିଏମ୍‌ସି ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri