Home Left

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ। CJP ଅଭିଯୋଗ କରିଛି ଯେ ପ୍ରଦର୍ଶନ ସ୍ଥଳ ନିକଟରେ ଇଣ୍ଟରନେଟ ସେବା ବନ୍ଦ…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା ପ୍ରଧାନ ନିଜର ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ କରିଦେଇଛନ୍ତି। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ ୩ଜଣ ମହିଳା (୨ଜଣ ରୋଗୀ ଓ ଜଣେ ମେଡିକାଲ କର୍ମଚାରୀ) କୋଭିଡ୍‌…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା ପ୍ରତିରକ୍ଷା ସଚିବ ପିଟ୍‌ ହେଗ୍‌ସେଥ କଂଗ୍ରେସ (ସଂସଦ)ର ସାଂସଦମାନଙ୍କ ଆଗରେ ଏହି ତଥ୍ୟ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ତତ୍ତ୍ୱାବଧାନରେ ବୁଧବାର ମାଲକାନଗିରି ବିମାନବନ୍ଦରରୁ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳତାର…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ ବୁଡ଼ିଯିବାରୁ ଯାତାୟାତ ବନ୍ଦ ହୋଇଗଲାଣି ତ ଆଉ କେଉଁଠି ପୋଲ ଭୁଶୁଡ଼ି ପଡ଼ି…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି । ପ୍ରଦର୍ଶନକାରୀ ପୋଲିସ ଉପରକୁ ପଥର ମାଡ଼ କରିଥିବା ବେଳେ ପୋଲିସ ଲୁହବୁହା…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା ସୁଦ୍ଧା ଥାନାରେ ହାଜର ହେବା ପାଇଁ କୁହାଯାଇଛି । କ୍ୟାପିଟାଲ୍‌ ପୋଲିସ ଷ୍ଟେସନ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଜୁଲାଇ ୨୯ ଆମ ସମସ୍ତଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଜାତୀୟ ଶିକ୍ଷା…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ ପ୍ଲେଇଂ-୧୧ରେ ସୁଯୋଗ ପାଇ ନ ଥିବା କୁଲଦୀପ ଏବେ ଇଂଲଣ୍ଡର ଘରୋଇ କ୍ରିକେଟରେ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ଲଗାଣ ବର୍ଷା ପାଇଁ ବାଲିବରେଇ ଗାଁ ନିକଟରେ ଥିବା ବାଞ୍ଛା ପୋଲଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?