ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଚେନ୍ନାଇ ପହଞ୍ଚିଲେ ବିରାଟ, ସୁରକ୍ଷାକୁ ଦେଖିଲେ…, ଦେଖନ୍ତୁ ଭିଡିଓ
ଚେନ୍ନାଇ,୧୩।୯: ଭାରତୀୟ କ୍ରିକେଟ ଦଳର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଶ୍ରୀଲଙ୍କା ବିପକ୍ଷ ଏକ ଦିବସୀୟ ସିରିଜ ପରେ ଲଣ୍ଡନ ଯାଇଥିଲେ, କିନ୍ତୁ ସେ ୧୯ତାରିଖରୁ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତ ଫେରିଛନ୍ତି ଏବଂ ଚେନ୍ନାଇରେ ଦଳରେ ଯୋଗ…
କେଜରିଓ୍ବାଲଙ୍କୁ ମିଳିଲା ଜାମିନ: କୋର୍ଟ ରଖିଲେ ବଡ଼ ସର୍ତ୍ତ, ଯାଇପାରିବେନି…
ନୂଆଦିଲ୍ଲୀ,୧୩।୯: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜ୍ୱଳ ଭୁୟାଁଙ୍କ ବେଞ୍ଚ ତାଙ୍କ ଜାମିନ…
ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ମନୋଜ ମିଶ୍ର: ଦ୍ୱିତୀୟ ସ୍ତ୍ରୀଙ୍କୁ ନେଇ…
ଭୁବନେଶ୍ୱର,୧୩ା୯(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱର ସାଇବର ଥାନାରେ ଅଭିନେତା ମନୋଜ ମିଶ୍ର ଓ ତାଙ୍କ ସ୍ତ୍ରୀ କିଛି ୟୁଟ୍ୟୁବର ଓ ୱେବ୍ ଚ୍ୟାନେଲ ମାଲିକଙ୍କ ବିରୋଧରେ ଗୁରୁବାର ଏଫ୍ଆଇଆର ଦାଖଲ କରିଛନ୍ତି। ସେମାନଙ୍କ ବୈବାହିକ ଜୀବନକୁ ନେଇ ସୋସିଆଲ୍ ମିଡିଆରେ ସମ୍ମାନହାନି କରିବା ଭଳି…
ହରିୟାଣା ନିର୍ବାଚନ: ଷ୍ଟାର ପ୍ରଚାରକଙ୍କ ତାଲିକାରେ ରହିଛି ପ୍ରଧାନମନ୍ତ୍ରୀ ମୋଦି, ବବିତା ଫୋଗାଟଙ୍କ ସମେତ ଏସବୁ ନେତାଙ୍କ ନାମ
ଚଣ୍ଡିଗଡ଼,୧୩।୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ନିର୍ବାଚନ ପ୍ରଚାର ପାଇଁ ୪୦ ୪୦ନେତାଙ୍କୁ ବାଛିଛି। ଏହି ୪୦ନେତାଙ୍କ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା, ରାଜନାଥ ସିଂ,…
ଭାରତର ୯୧ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମଥର ଘଟିଲା ଏମିତି…
ଗ୍ରେଟର ନୋଏଡା,୧୩।୯: ଆଫଗାନିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଗ୍ରେଟର ନୋଏଡା ଟେଷ୍ଟକୁ ରଦ୍ଦ କରାଯାଇଛି। ଏପରିକି ଶୁକ୍ରବାର ଗୋଟିଏ ବି ବଲ ବୋଲିଂ କରାଯାଇପାରି ନାହିଁ କିମ୍ବା ଏହି ଟେଷ୍ଟରେ ଟସ ମଧ୍ୟ ହୋଇନାହିଁ। ଆଜି ପ୍ରବଳ ବର୍ଷା ହେତୁ ଶେଷ…
ଇତିହାସ ରଚିଲେ କ୍ରିଷ୍ଟିଆନୋ ରୋନାଲଡୋ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଏମିତି କାରନାମା ହାସଲ କଲେ…
ନୂଆଦିଲ୍ଲୀ,୧୩।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲରମାନଙ୍କ ମଧ୍ୟରେ କ୍ରିଷ୍ଟିଆନୋ ରୋନାଲଡୋଙ୍କ ନାମ ସାମିଲ ଅଛି। ପର୍ତ୍ତୁଗାଲ ପାଇଁ ଖେଳିଥିବା ଏହି କିମ୍ବଦନ୍ତୀ ଫୁଟବଲର୍ ସୋସିଆଲ ମିଡିଆରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ସୋସିଆଲ ମିଡିଆରେ ଏକ ବିଲିୟନ ଅର୍ଥାତ୍ ୧୦୦ କୋଟି…
ହ୍ୟାଲୋ ମୁଁ ସିବିଆଇ ଅଫିସର କହୁଛି…ବୃଦ୍ଧ ମହିଳାଙ୍କ ବ୍ୟାଙ୍କ୍ ଆକାଉଣ୍ଟରୁ ଉଡିଗଲା ୭୨ ଲକ୍ଷ ଟଙ୍କା
ଥିରୁଭାନନ୍ତପୁରମ୍,୧୩।୯: କେରଳର ଜଣେ ୮୨ ବର୍ଷ ବୟସ୍କା ମହିଳା ସାଇବର ଠକେଇର ଶିକାର ହୋଇଛନ୍ତି। ସାଇବର ଠକମାନେ ଚତୁରତାର ସହ ଜଣେ ବୃଦ୍ଧ ମହିଳାଙ୍କୁ ଟାର୍ଗେଟ କରି ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୭୨ ଲକ୍ଷ ଟଙ୍କା ଚୋରି କରିଥିଲେ। ମହିଳା ଜଣକ…
କୋଲକାତା କାଣ୍ଡ: ସେଦିନ ଥିଲା ଏତେ ଭୟଙ୍କର, ସାରା ଶରୀରକୁ କାମୁଡି ଦେଇଥିଲା ନୃଶଂସ ସଞ୍ଜୟ ରୟ
କୋଲକାତା,୧୩।୯: ଆରଜି କର ହସ୍ପିଟାଲର ବଳାତ୍କାର ଓ ହତ୍ୟା ମାମଲାରେ ଦିନକୁ ଦିନ ନୂଆ ନୂଆ ଖୁଲାସା ହେଉଛି। ସିବିଆଇ ରିପୋର୍ଟନୁସାରେ ସଞ୍ଜୟ ରୟ ହିଁ ବଳାତ୍କାର ମାମଲାର ମୁଖ୍ୟ ଦୋଷୀ ହୋଇଥିବା ଜଣାପଡିଛି। ତେବେ ଏହି ମାମଲାରେ ଆଉ ଏକ…
ପାକିସ୍ତାନ ଉପରେ ବଡ଼ ଆକ୍ସନ ନେଲା ଆମେରିକା, ଏହି ପ୍ରୋଜେକ୍ଟ ଉପରେ ଲଗାଇଲା ପ୍ରତିବନ୍ଧକ
ଓ୍ବାଶିଂଟନ,୧୩।୯: ଆମେରିକା ବୈଦେଶିକ ବିଭାଗ ଗୁରୁବାର ପାକିସ୍ତାନ ବିରୋଧରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଆମେରିକାର ସ୍ବରାଷ୍ଟ୍ର ବିଭାଗର ମୁଖପାତ୍ର ମାଥ୍ୟୁ ମିଲର କହିଛନ୍ତି ଯେ, ପାକିସ୍ତାନ ବିରୋଧରେ ସେମାନଙ୍କ କଠୋର ମନୋଭାବ ଅକ୍ଷୁର୍ଣ୍ଣ ରହିଛି। ପାକିସ୍ତାନର ବାଲିଷ୍ଟିକ କ୍ଷେପଣାସ୍ତ୍ର ପ୍ରକଳ୍ପରେ…
ଓଡ଼ିଶା ଆସିବେ ମୋଦି: ଏହି ୪ ପ୍ରସଙ୍ଗକୁ ଭାଜପାର ଗୁରୁତ୍ୱ
ଭୁବନେଶ୍ୱର, ୧୩।୯(ସୁନିତ୍ ମିଶ୍ର):ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବାର ମାତ୍ର ୧୦୦ ଦିନ ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ରାଜ୍ୟବାସୀଙ୍କ ପ୍ରିୟଭାଜନ ହୋଇପାରିଛି। ଶ୍ରୀମନ୍ଦିରର ୪ ଦୁଆର ଖୋଲିବାଠାରୁ ଆରମ୍ଭକରି ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି…
କାଳିଆ ଯୋଜନାକୁ ନେଇ ଆସିଲା ବଡ଼ ଖବର, ଅଯୋଗ୍ୟ ହିତାଧିକାରୀ ଟଙ୍କା ଫେରାଇବେ…
ଭୁବନେଶ୍ୱର,୧୩।୯: କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୦୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା। ୪୧.୬୪ ଲକ୍ଷ ହିତାଧିକାରୀଙ୍କୁ ୩ ଥର, ୮.୦୯ ଲକ୍ଷଙ୍କୁ ୨ ଥର…
ଧର୍ମେନ୍ଦ୍ରଙ୍କ ବଡ଼ ଭବିଷ୍ୟବାଣୀ: ଯୁବରାଜଙ୍କ ସ୍ବପ୍ନ ରହିଯିବ ଅଧୁରା, ତୃତୀୟଥର ପାଇଁ ଭାଜପା…
ଭୁବନେଶ୍ୱର, ୧୩।୯(ସୁନିତ୍ ମିଶ୍ର):ହରିୟାଣାରେ ୩ୟ ଥର ପାଇଁ ଭାଜପା ସରକାର ଗଠନ କରିବ। ଭାଜପାକୁ ଭୋଟ ଦେବା ପାଇଁ ହରିୟାଣାର ଜନସାଧାରଣ ମନ ବଳାଇସାରିଛନ୍ତି ବୋଲି ଗୁରୁବାର ପାନିପତ ଏବଂ ସମଲଖା ବିଧାନସଭା ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ଶୋଭାଯାତ୍ରାରେ…
Archives


