Home Left

ରାହୁଲ ଗାନ୍ଧୀଙ୍କୁ ହତ୍ୟା ଧମକ ଦେଲେ ଭାଜପା ନେତା, କହିଲେ…

ନୂଆଦିଲ୍ଲୀ,୧୨।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଶିଖ’ ସମ୍ପ୍ରଦାୟ ସହ ଜଡିତ ବିବୃତ୍ତି ଉପରେ ଦେଶର ରାଜନୀତିରେ ଉତ୍ତେଜନା ଦେଖାଦେଇଛି। ଏହି ସମୟରେ ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ବୁଧବାର ସୋନିଆ ଗାନ୍ଧୀଙ୍କ ଦିଲ୍ଲୀର ବାସଭବନ ବାହାରେ ଭାଜପା ସମର୍ଥିତ ଶିଖ…

ମହିଳାଙ୍କ ବେକରୁ ସୁନା ଚେନ ଲୁଟ ଉଦ୍ୟମ ପଣ୍ଡ

ରାୟଗଡ଼ା,୧୨।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ପୁରୁଣା ପୋଲିସ ଷ୍ଟେସନ ସମ୍ମୁଖରେ ମହିଳାଙ୍କ ବେକରୁ ଚେନ ସ୍ନାଚିଂ ଘଟଣା ସାମ୍ନାକୁ ଆସିଛି। ତେବେ ବେକରେ ପିନ୍ଧିଥିବା ଚେନ ଟାଣିଥିଲେ ହେଁ ଦୃର୍ବୁତ୍ତ ଏଥିରେ ସଫଳ ହୋଇପାରି ନଥିଲେ। ହେଲେ ଏହି…

ଚିଲିକାରେ ମାଛ ଉପତ୍ାଦନ ବଢ଼ୁଛି: ଚିଙ୍ଗୁଡ଼ି , କଙ୍କଡ଼ା କମୁଛି

ଭୁବନେଶ୍ୱର,୧୨।୯ (ଅନୁରାଧା ମହାରଣା): ଚିଲିକାରୁ ଉପତ୍ାଦିତ ହେଉଥିବା ମାଛ, ଚିଙ୍ଗୁଡ଼ି ଓ କଙ୍କଡ଼ାର ଚାହିଦା ରାଜ୍ୟରୁ ଆରମ୍ଭକରି ସମଗ୍ର ଦେଶ ତଥା ବିଦେଶରେ ମଧ୍ୟ ରହିଛି। ପ୍ରତିବର୍ଷ ଚିଲିକା ହ୍ରଦରୁ ମାଛ ଉପତ୍ାଦନ ପରିମାଣ ବଢ଼ୁଛି। ମାତ୍ର ଚିଙ୍ଗୁଡ଼ି ଓ କଙ୍କଡ଼ା…

ବଜାରରେ ସ୍କୋଡାର ଅଲ୍‌ ନ୍ୟୁ ମଣ୍ଟେ କାର୍ଲୋ

ଭୁବନେଶ୍ୱର,୧୨।୯ (ଅଭୟ ଦାଶ): ସ୍କୋଡା ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ ନ୍ୟୁ ସ୍କୋଡା ମଣ୍ଟେ କାର୍ଲୋର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଏହି ମଡେଲ ନିକଟରେ ବଜାର ପ୍ରବେଶ ହୋଇଛି। ଏହି ପରିପ୍ରେକ୍ଷୀରେ…

କୋଲକାତା ବଳାତ୍କାର ମାମଲା: ମମତାଙ୍କ ସାମ୍ନାରେ ବଡ଼ ସର୍ତ୍ତ ରଖିଲେ ଡାକ୍ତର

କୋଲକାତା,୧୨।୯: କୋଲକାତାର ଆର.ଜି କର ମେଡିକାଲ କଲେଜରେ ମହିଳା ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟାକୁ ନେଇ ଡାକ୍ତରଙ୍କ ବିରୋଧ ଅନେକ ଦିନ ଧରି ଚାଲିଆସୁଛି। ପ୍ରତିବାଦକାରୀ ଡାକ୍ତରମାନେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖି ଏହି ଅବରୋଧ ଶେଷ କରିବାକୁ…

‘ବିଶ୍ୱର ପ୍ରତ୍ୟେକ ଡିଭାଇସ୍‌ରେ ଭାରତ ନିର୍ମିତ ଚିପ୍‌ ରହିବା ଆମର ସ୍ବପ୍ନ’

ନୂଆଦିଲ୍ଲୀ, ୧୨।୯(ଅଭୟ ଦାଶ): ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟାଇ ଉତ୍ତରପ୍ରଦେଶର ଗ୍ରେଟର ନୋଏଡାସ୍ଥିତ ଇଣ୍ଡିଆ ଏକ୍ସପୋଜିଶନ ମାର୍ଟ ଲିମିଟେଡ୍‌ଠାରେ ଏକ ୩ ଦିନିଆ ସମ୍ମିଳନୀ ‘ସେମିକନ୍‌ ଇଣ୍ଡିଆ-୨୦୨୪’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏପରିକି ୨୦୨୪…

୯/୧୧କୁ ୨୩ ବର୍ଷ: ହାତ ମିଳାଇଲେ ଟ୍ରମ୍ପ୍‌, ହାରିସ୍‌

ଓ୍ବାଶିଂଟନ୍‌,୧୨ା୯: ୨୦୦୧ ସେପ୍ଟେମ୍ବର ୧୧ରେ ଆମେରିକାସ୍ଥିତ ବିଶ୍ୱ ବାଣିଜ୍ୟ ସଙ୍ଗଠନ (ଡବ୍ଲ୍ୟୁଟିଓ)କୁ ଅଲ୍‌-କାଏଦା ଆତଙ୍କବାଦୀମାନେ ଟାର୍ଗେଟ କରିଥିଲେ। ପୂର୍ବ ଉପକୂଳରୁ କାଲିଫର୍ନିଆ ଅଭିମୁଖେ ଯାତ୍ରା କରୁଥିବା ୪ କମର୍ସିଆଲ ଫ୍ଲାଇଟ୍‌କୁ ହାଇଜାକ୍‌ କରି ଆମତ୍ଘାତୀ ଆକ୍ରମଣ କରିଥିଲେ। ଏଥିରେ ପ୍ରାୟ ୩,୦୦୦…

କ୍ୱାକ୍‌ଙ୍କ କବଳରେ ରୋଗୀ

ମହାକାଳପଡ଼ା,୧୨ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ନକଲି ଡାକ୍ତର ତଥା କ୍ୱାକ୍‌ଙ୍କ ପ୍ରଭାବ ବଢ଼ି ଚାଲିଛି। ରାଜ୍ୟ ବାହାରୁ ଆସୁଥିବା ଏପରି କ୍ୱାକ୍‌ ଅସ୍ଥାୟୀ ଭାବେ ଗାଁରେ ରହି ରୋଗୀଙ୍କ ଚିକିତ୍ସା କରିବା ସହିତ ନିମ୍ନମାନର…

ସରକାରଙ୍କୁ ସମାଲୋଚନା କଲେ ଶଙ୍କରାଚାର୍ଯ୍ୟ

ପୁରୀ,୧୨ା୯(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାର ନୂଆ ଅବକାରୀ ନୀତି ଲାଗୁ କରିଛନ୍ତି। ଏହି ନୂଆ ଆଇନର ପ୍ରାବଧାନ ଅନୁଯାୟୀ, ଏଣିକି ସମୁଦ୍ର ବେଳାଭୂମି ଓ ନଦୀପଠାରେ ମଦ ବିକ୍ରି ହୋଇପାରିବ। ବେଳାଭୂମିରେ ଛୋଟ ଛୋଟ ଷ୍ଟଲ୍‌ କରାଯାଇ ବିଚ୍‌ ସାକ୍ସ…

କୈଥାଲରୁ ଲଢ଼ିବେ ସୂର୍ଯ୍ୟଓ୍ବୋଲାଙ୍କ ପୁଅ

ନୂଆଦିଲ୍ଲୀ,୧୨ା୯: କଂଗ୍ରେସ ପକ୍ଷରୁ ବୁଧବାର ହରିୟାଣା ବିଧାନସଭା ନିର୍ବାଚନ ପାଇଁ ତୃତୀୟ ତାଲିକା ଜାରି କରାଯାଇଛି। ଏଥିରେ ୪୦ ପ୍ରାର୍ଥୀଙ୍କ ମଧ୍ୟରେ ଦଳୀୟ ଏମ୍‌ପି ରଣଦୀପ ସୂର୍ଯ୍ୟଓ୍ବୋଲାଙ୍କ ପୁଅ ଆଦିତ୍ୟ ସୂର୍ଯ୍ୟଓ୍ବୋଲା ରହିଛନ୍ତି। ଆଦିତ୍ୟ କୈଥାଲ ଆସନରୁ ନିର୍ବାଚନ ଲଢ଼ିବେ। ସେହିପରି…

ବିଜେଡିରେ ବଢ଼ୁଛି କନ୍ଦଳ

ପାରାଦୀପ/ କୁଜଙ୍ଗ, (ଶରତ ରାଉତ/ମନୋଜ ପ୍ରଧାନ),୧୨ା୯: ସାଧାରଣ ନିର୍ବାଚନରେ ପାରାଦୀପ ନିର୍ବାଚନ ମଣ୍ଡଳୀରେ ବିଜେଡିର ପରାଜୟକୁ ଅନେକେ ନେତା ଓ କର୍ମୀ ଗ୍ରହଣ କରିପାରୁନାହାନ୍ତି। ଗତ ୩ମାସ ମଧ୍ୟରେ ବିଜେଡି ସମର୍ଥିତ କେତେକ ସରପଞ୍ଚ ଓ ସମିତି ସଭ୍ୟ ଦଳ ଛାଡ଼ି…

ଯୁବଗୋଷ୍ଠୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ନବୀନ

ଭୁବନେଶ୍ୱର,୧୨।୯(ଅନିଲ ଦାସ)ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତାଙ୍କ ସାଙ୍ଗଠନିକ ସମ୍ମିଳନୀ ବୁଧବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀକୁ ଉଦ୍‌ଘାଟନ କରି ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ବିଜେଡିକୁ ସାମାଜିକ ଆନ୍ଦୋଳନରେ ପରିଣତ କରିବାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri