Home Left

ବିଜେଡିରେ ବଢ଼ୁଛି କନ୍ଦଳ

ପାରାଦୀପ/ କୁଜଙ୍ଗ, (ଶରତ ରାଉତ/ମନୋଜ ପ୍ରଧାନ),୧୨ା୯: ସାଧାରଣ ନିର୍ବାଚନରେ ପାରାଦୀପ ନିର୍ବାଚନ ମଣ୍ଡଳୀରେ ବିଜେଡିର ପରାଜୟକୁ ଅନେକେ ନେତା ଓ କର୍ମୀ ଗ୍ରହଣ କରିପାରୁନାହାନ୍ତି। ଗତ ୩ମାସ ମଧ୍ୟରେ ବିଜେଡି ସମର୍ଥିତ କେତେକ ସରପଞ୍ଚ ଓ ସମିତି ସଭ୍ୟ ଦଳ ଛାଡ଼ି…

ଯୁବଗୋଷ୍ଠୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ନବୀନ

ଭୁବନେଶ୍ୱର,୧୨।୯(ଅନିଲ ଦାସ)ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତାଙ୍କ ସାଙ୍ଗଠନିକ ସମ୍ମିଳନୀ ବୁଧବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀକୁ ଉଦ୍‌ଘାଟନ କରି ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ବିଜେଡିକୁ ସାମାଜିକ ଆନ୍ଦୋଳନରେ ପରିଣତ କରିବାରେ…

ମହାକାଶରେ ୫୯ତମ ଜନ୍ମଦିନ ପାଳିବେ ସୁନୀତା

ଓ୍ବାଶିଂଟନ୍‌,୧୨ା୯: ନାସା ଆଷ୍ଟ୍ରୋନଟ୍‌ ସୁନୀତା ଓ୍ବିଲିୟମ୍ସ ସେପ୍ଟେମ୍ବର ୧୯ରେ ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌ (ଆଇଏସ୍‌ଏସ୍‌)ରେ ନିଜ ୫୯ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ମହାକାଶରେ ଏହା ହେବ ତାଙ୍କର ଦ୍ୱିତୀୟ ଜନ୍ମଦିନ ପାଳନ। ଗତ ଜୁନ୍‌ ୬ରେ ମହାକାଶଯାତ୍ରୀ ବେରି ଓ୍ବିଲ୍‌ମୋରଙ୍କ…

ସୁଲଭ ମୂଲ୍ୟରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ବିଶ୍ୱମାନର ଶିକ୍ଷା ଦେବା ଆମ ପ୍ରତିବଦ୍ଧତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨।୯(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପୃଥକ୍‌ ଭାବେ ପର୍ଡ୍ୟୁ ବିଶ୍ୱବିଦ୍ୟାଳୟର ସଭାପତି ମୁଙ୍ଗ୍‌ ଚିଆଙ୍ଗ, ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ କିନ୍‌ଡ୍ରିଲର ସିଇଓ ମାର୍ଟିନ ସ୍କୋରିଟର ଏବଂ ଦକ୍ଷତା, ଉଦ୍ୟମିତା ଓ ଗବେଷଣା ଉପରେ କାମ କରୁଥିବା ୱାଧୱାନୀ…

ସ୍କ୍ରବ୍‌ ଟାଇଫସ୍‌: ବରଗଡ଼ରେ ୩ ମୃତ

ବରଗଡ଼,୧୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍‌ ଟାଇଫସ୍‌ ରୋଗ ବ୍ୟାପିବାରେ ଲାଗିଛି। ଏଥିରେ ଆକ୍ରାନ୍ତ ହୋଇ ଏପର୍ଯ୍ୟନ୍ତ ଜିଲାର ୩ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବୁଙ୍ଗାପାଲି ଗ୍ରାମର ସରୋଜ ପ୍ରଧାନ(୪୨), ପଦ୍ମପୁରର ସଖୀ ପ୍ରଧାନ(୭୦) ଏବଂ…

ଅନୁପ୍ରବେଶ, ଡାର୍କ ଟୁରିଜମ୍‌

ପର୍ଯ୍ୟଟନର ଅର୍ଥ କୌଣସି ସ୍ଥାନ ଭ୍ରମଣ କରିବା ଓ ସେ ସ୍ଥାନର ଭୌଗୋଳିକ ତଥା ପ୍ରାକୃତିକ ଦୃଶ୍ୟରାଜି ଉପଭୋଗ କରିବା। ପର୍ଯ୍ୟଟନ ସାଧାରଣତଃ ତିନିପ୍ରକାରର ଯଥା ସ୍ଥାନୀୟ, ଦେଶୀୟ ଓ ଆନ୍ତର୍ଜାତିକ। ପର୍ଯ୍ୟଟନ ଅବଧି ସ୍ବଳ୍ପକାଳ କିମ୍ବା ଦୀର୍ଘ ପରିବ୍ୟାପ୍ତ ହୋଇପାରେ।…

ସନ୍ତାନର ପ୍ରଥମ ଶିକ୍ଷକ

ପରିବାରରେ ମାଆର ଅନେକ ଦାୟିତ୍ୱ। ରନ୍ଧାବଢ଼ା, ଅତିଥି ଚର୍ଚ୍ଚା, ଗୃହ ପରିଚାଳନା, ପିଲାର ଯତ୍ନ, ଶାଶୁ ଶ୍ୱଶୁରଙ୍କ ସେବା ଇତ୍ୟାଦି। କିନ୍ତୁ ସବୁ ଭିତରେ ସେ ପିଲାଟିକୁ ଆଖିପତା ପରି ଜଗି ରହିଥାଏ। ପିଲାଟି ଧୀରେ ଧୀରେ ବଢ଼ିବାକୁ ଲାଗେ। ତା’…

ବେଦ ଓ ବୈଦିକ ଦର୍ଶନ

ବେଦ ବିଷୟରେ କହିବାବେଳେ ଆମକୁ ଏହାର ପଦ୍ୟାତ୍ମକ ସ୍ତୋତ୍ର, ଗଦ୍ୟାତ୍ମକ ମନ୍ତ୍ର ଏବଂ ଦର୍ଶନ ମଧ୍ୟରେ ପାର୍ଥକ୍ୟ ଜାଣିିବାକୁ ପଡ଼ିବ। ବୈଦିକ ସ୍ତୋତ୍ର ହେଉଛି ବେଦର ପୁରାତନ ଭାଗ, ଯାହା ୩୦୦୦ ବର୍ଷରୁ ଅଧିକ ପୁରୁଣା। ଏହାପରେ ବୈଦିକ ମନ୍ତ୍ର ଏବଂ…

ଟ୍ରାକ୍‌ରେ ଠିଆ ହୋଇ କରୁଥିଲେ ରିଲ୍ସ, ଆସିଲା ଟ୍ରେନ୍‌, ଆଉ ତା’ ପରେ…

ଲକ୍ଷ୍ନୌ,୧୧ା୯: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ଜିଲା ଉର୍ମିଆ ଗ୍ରାମ ନିକଟସ୍ଥ ଏକ ଟ୍ରେନ୍‌ ଲାଇନରେ ରିଲ୍ସ କରିବା ଏକ ପରିବାର ପାଇଁ ମହଙ୍ଗା ପଡ଼ିଛି। ରେଳ ଟ୍ରାକ୍‌ରେ ଠିଆ ହୋଇ ରିଲ୍ସ କରୁଥିବା ସମୟରେ ଟ୍ରେନ୍‌ ଧକ୍କାରେ ମହମ୍ମଦ ଅହମଦ(୩୦) ତାଙ୍କ…

ଜମ୍ମୁ-କଶ୍ମୀରରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଜମ୍ମୁ, ୧୧।୯: ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ବସନ୍ତଗଡ଼ ଅଞ୍ଚଳରେ ବୁଧବାର ଭାରତୀୟ ସେନା ଓ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ସ୍ବତନ୍ତ୍ର ଅପରେଶନ ଚାଲିଥିବାବେଳେ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ୩ ମୃତ ଆତଙ୍କବାଦୀ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ସଙ୍ଗଠନ…

ଜାତୀୟ ହାର ତୁଳନାରେ ଓଡ଼ିଶାରେ ଷ୍ଟ୍ରୋକର ହାର ଅଧିକ: ପ୍ରତି ୭ ଜଣରେ ଜଣଙ୍କୁ ଷ୍ଟ୍ରୋକ ବିପଦ

ଭୁବନେଶ୍ୱର,୧୧।୯: ସାରା ଦେଶରେ ଦୈନିକ ପ୍ରାୟ ଦୁଇ ହଜାର ମସ୍ତିଷ୍କାଘାତ ଘଟଣା ରିପୋର୍ଟ ହେବା ଭାରତରେ ଏକ ଚିନ୍ତାର କାରଣ ପାଲଟିଛି। ପ୍ରସିଦ୍ଧ ପତ୍ରିକା ଦି ଲାନସେଟରେ ପ୍ରକାଶିତ ଏକ ଗବେଷଣାମୂଳକ ରିପୋର୍ଟ ଅନୁସାରେ ଓଡ଼ିଶାରେ ଷ୍ଟ୍ରୋକ ହାର ଜାତୀୟ ହାରଠାରୁ…

ବିଜେଡି ଛାଡ଼ିଲେ ଉପସଭାପତି ଚିନ୍ମୟ ମିଶ୍ର, କହିଲେ ଦଳ ତାଙ୍କୁ…

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବିଜୁ ଯୁବ ଜନତା ଦଳର ଜିଲା ଉପସଭାପତି ଚିନ୍ମୟ ମିଶ୍ର ବୁଧବାର ବିଜେଡି ଛାଡ଼ିଛନ୍ତି। ଏ ନେଇ ବିଜୁ ଯୁବ ଜନତା ଦଳର ଜିଲା ସଭାପତି ଆଦିତ୍ୟ ନନ୍ଦଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri