ମା’ ଡୋକରୀ ଠାକୁରାଣୀଙ୍କ ହୁଣ୍ଡି ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଜୟପାଟଣା,୧୧ା୯(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ମୁଖିଗୁଡା ନିକଟିସ୍ଥ ତାଳଗୁଡ଼ଠାରେ ଥିବା ପ୍ରସିଦ୍ଧ ମା’ ଡୋକରୀ ଠାକୁରାଣୀଙ୍କ ମନ୍ଦିରରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ମନ୍ଦିର କବାଟ ଭାଙ୍ଗି ଭିତରକୁ ପଶି ସେଠାରେ ଥିବା…
କେସିଙ୍ଗା ରେଳଷ୍ଟେଶନର ବିଭିନ୍ନ ସମସ୍ୟା ସମାଧାନ ଦାବି ନେଇ ଦାବିପତ୍ର ପ୍ରଦାନ
କେସିଙ୍ଗା,୧୧ା୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳଷ୍ଟେଶନ ସମସ୍ୟାକୁ ନେଇ ରେଲଓ୍ବେ ବିଭାଗ ଦ୍ୱାରା ମନୋନୀତ ରେଲଓ୍ବେ କନ୍ସଲ୍ଟିଭ୍ କମିଟିର ମନୋନୀତ ସମସ୍ତ ସଦସ୍ୟ ଡିସିଏମ୍ ସମ୍ବଲପୁରଙ୍କ ଉଦ୍ଦେଶ୍ୟରେ ୮ଦଫା ଦାବିକୁ ନେଇ ଷ୍ଟେଶନ ମାଷ୍ଟର ବିଷ୍ଣୁ ବାରିକଙ୍କ…
ସୁଭଦ୍ରା ଯୋଜନା ଆବେଦନ ହେବ ସହଜ, ଲୋକଙ୍କୁ ସମସ୍ତ ପ୍ରକାର…
ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): ସାରା ରାଜ୍ୟରେ ଏବେ ସୁଭଦ୍ରା ଯୋଜନାକୁ ନେଇ ଅନେକ ଚର୍ଚ୍ଚା ହେଉଛି। ଏହି ଯୋଜନାକୁ ନେଇ ଲୋକଙ୍କ ମନରେ ବିଭିନ୍ନ ଆଶଙ୍କା ରହିଥିବା ବେଳେ ତାକୁ ଦୂର କରିବା ଲକ୍ଷ୍ୟ ଓ ମହିଳାମାନେ କିଭଳି ଏହି ଯୋଜନାରେ ସଠିକ୍…
ଗାଁକୁ ରାସ୍ତା ନାହିଁ, ବ୍ଲକ ଘେରାଉ କଲେ ଗ୍ରାମବାସୀ
ଆନନ୍ଦପୁର,୧୧ା୯(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ବ୍ଲକ କୋଡ଼ପଡ଼ା ପଞ୍ଚାୟତ ଗୋଳାବନ୍ଧ ଗ୍ରାମକୁ ଆସିଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ରାସ୍ତା ପାଣି କାଦୁଅରେ ଭର୍ତ୍ତି ହେଉଛି। ସାଧାରଣ ଚଳାଚଳରେ ସମସ୍ୟା ସୃଷ୍ଟି ହେବା ସହିତ ଗ୍ରାମକୁ ଜରୁରିକାଳୀନ…
ଏଣିକି ମଦ୍ୟପାନ ପାଇଁ ଦରକାର ପଡିବ ଲାଇସେନ୍ସ, ଲାଇଫ୍ଟାଇମ୍ ପାଇଁ ଖର୍ଚ୍ଚ କରିବାକୁ ପଡିବ ଏତିକି ଟଙ୍କା
ନୂଆଦିଲ୍ଲୀ,୧୧।୯: ଯେତେବେଳେ ମଦ୍ୟପାନ କରିବାକୁ ଇଛା ହୋଇଥାଏ ଆପଣ ସିଧା ଦୋକାନରୁ ମଦ କିଣିଆଣି କୌଣସି ବାର୍ କିମ୍ବା ପବ୍ରେ ପିଇଥାନ୍ତି। କିନ୍ତୁ ଆପଣ ଜାଣନ୍ତି କି, ଯେମିତି ମଦ ବିକୁଥିବା ବ୍ୟବସାୟୀଙ୍କର ଲାଇସେନ୍ସ ରହିଛି ସେହିପରି ମଦ କିଣୁଥିବା ଲୋକଙ୍କର…
ଜଙ୍ଗଲ ଭିତରେ ଗଞ୍ଜେଇ ବସ୍ତା, ପାଟ୍ରୋଲିଂ ବେଳେ ଜବତ କଲା ପୋଲିସ
ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କୁମ୍ଭାରୀଗାଁ ପଞ୍ଚାୟତ ପାଡ଼ିକିଆ ଜଙ୍ଗଲରୁ ଗଞ୍ଜେଇ ଭର୍ତ୍ତି ବସ୍ତାକୁ ପୋଲିସ ଜବତ କରିଛି। ଗଞ୍ଜେଇର ଓଜନ କ୍ୱିଣ୍ଟାଲ ୩୫ କେଜି ବୋଲି ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜୀବ ବେହେରା କହିଛନ୍ତି।…
ଟ୍ବିନ୍ ସିଟି ସହ ପ୍ରମୁଖ ସହରରେ ହୋଇପାରେ କୁକୁର, ବିଲେଇଙ୍କ ଲାଗି ଶ୍ମଶାନ
ଭୁବନେଶ୍ୱର,୧୧।୯: ଗୃହପାଳିତ ପଶୁମାନେ ଜଣେ ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବେ। ଅନେକ ଲୋକେ କୁକୁର, ବିଲେଇ କିମ୍ବା ଅନ୍ୟ କୌଣସି ପ୍ରାଣୀ ଏବଂ ପକ୍ଷୀ ମାନଙ୍କୁ ସେମାନଙ୍କର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ପରିବାରର ସଦସ୍ୟ କରି ରଖୁଛନ୍ତି।…
ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର, ଦେଢ଼ ମାସ ବିତିଯାଇଥିଲେ ବି କାର୍ଯ୍ୟାନୁଷ୍ଠାନ ଶୂନ
ମୋରଡ଼ା,୧୧ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ହୋଇଥିବା ବେଳେ ଘଟଣା ଘଟିବାର ଦେଢ଼ ମାସ ବିତିଯାଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବା ଅଭିଯୋଗରେ ନାବାଳିକାଙ୍କ ମାତାପିତାଙ୍କ…
ନିଯୁକ୍ତି ପ୍ରକ୍ରିୟା ସ୍ୱଚ୍ଛ, ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ଆଣିବେ ସ୍ୱତନ୍ତ୍ର ଆଇନ୍, ଖାଲି ରହିଛି ୧ ଲକ୍ଷ ୩୨ ହଜାର ୪୫୯ ପଦବୀ
ଭୁବନେଶ୍ୱର,୧୧।୯: ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ଆଜି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…
‘ସୁବିଧାବାଦୀ ନେତାମାନେ ବିଜେଡି ଛାଡୁଛନ୍ତି, ଏହା ଆମକୁ ଅଧିକ ଶକ୍ତିଶାଳୀ କରିବ’: ନବୀନ
ଭୁବନେଶ୍ୱର,୧୧।୯: ବୁଧବାର ଅନୁଷ୍ଠିତ ବିଜୁ ଜନତା ଯୁବ ଦଳର ବୈଠକରେ ଦଳ ଛାଡୁଥିବା ନେତାମାନଙ୍କୁ କଟାକ୍ଷ କରିଛନ୍ତି ପାର୍ଟି ସୁପ୍ରିମୋ ନବୀନ ପଟ୍ଟନାୟକ। ନିକଟରେ ଦଳର ଦୁଇ ରାଜ୍ୟ ସଭା ଏମପି ମମତା ମହାନ୍ତ ଏବଂ ସୁଜିତ କୁମାର ଦଳ ଛାଡିବା…
ପିତାଙ୍କ ଶେଷ ଦର୍ଶନ ପାଇଁ ପୁଣେରୁ ମୁମ୍ବାଇରେ ପହଞ୍ଚିଲେ ମଲାଇକା, ନଜର ଆସିଲେ ଏକ୍ସ-ହଜ୍ବ୍ୟାଣ୍ଡ, ଭାଇରାଲ ଭିଡିଓରେ…
ମୁମ୍ବାଇ,୧୧ା୯: ଅଭିନେତ୍ରୀ ମଲାଇକା ଆରୋରାଙ୍କ ପାଇଁ ଆଜି ଅର୍ଥାତ୍ ବୁଧବାର ହେଉଛି ସବୁଠୁ ଦୁଃଖର ଦିନ। ଆଜି ତାଙ୍କ ପିତା ଅନିଲ ଆରୋରା ସବୁଦିନ ପାଇଁ ଆଖି ବୁଜିଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ଘରର ତୃତୀୟ ମହଲାରୁ ଅନିଲ ଡେଇଁ ଆତ୍ମହତ୍ୟା କରିଥିବା…
ବିଧାନସଭାରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟାଗଲାଣି ୧୬ଲକ୍ଷରୁ ଅଧିକ ନାଁ, କରୁଛନ୍ତି କି ଏହି ଭୁଲ…
ଭୁବନେଶ୍ୱର,୧୧।୯: ରାସନ କାର୍ଡକୁ ନେଇ ବଡ଼ ସୂଚନା। ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ରଖି କୃଷ୍ଣ ପାତ୍ର କହିଛନ୍ତି, ୨୦୧୬-୧୭ରୁ ଏବେ ଯାଏଁ…
Archives


