Home Left

ୟୁପିଏସ୍‌ସି ଅଧ୍ୟକ୍ଷ ପଦରୁ ମନୋଜ ସୋନିଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୦।୭: ବ୍ୟକ୍ତିଗତ କାରଣ ଦର୍ଶାଇ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି) ଅଧ୍ୟକ୍ଷ ପଦରୁ ମନୋଜ ସୋନି ଇସ୍ତଫା ଦେଇଛନ୍ତି। କାର୍ଯ୍ୟକାଳ ସରିବା ପୂର୍ବରୁ ସେ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କୁ ପଠାଇଛନ୍ତି। ୨୦୨୯ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ରହିଥିଲା। ହେଲେ ମନୋଜ ଜୁନ…

ନୂଆ ରେକର୍ଡ କରିପାରନ୍ତି କୋହଲି, ହାତରେ ବଡ଼ ସୁଯୋଗ

ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ କ୍ୟାପ୍ଟେନ ବିରାଟ କୋହଲି ମୈଦାନକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି । ଟି-୨୦ ବିଶ଼୍ବକପ୍‌ ୨୦୨୪ ଟାଇଟଲ ଜିତିବା ପରେ କୋହଲି କିଛି ଦିନ ପାଇଁ ବିରତି ନେଇଥିଲେ । ଏହି ସମୟ ମଧ୍ୟରେ…

ରାଖୀ ପଠାଇବା ପାଇଁ ଇଣ୍ଡିଆ ପୋଷ୍ଟର ନିର୍ଦ୍ଦେଶାବଳୀ ଜାରି

ଭୁବନେଶ୍ୱର୨୦।୭(ଅନୁରାଧା ମହାରଣା): ଭାଇ ଭଉଣୀଙ୍କ ମଧ୍ୟରେ ଥିବା ଅତୁଟ ବନ୍ଧନକୁ ଦର୍ଶାଉଥିବା ପର୍ବ ରାଖୀ ପୂର୍ଣ୍ଣିମା ଚଳିତବର୍ଷ ଅଗଷ୍ଟ ୧୯ରେ ପାଳନ କରାଯିବ। ଦୂରରେ ରହିଥିବା ଭଉଣୀ ଭାଇକୁ ରାଖୀ ପଠାଇବା ପାଇଁ ଏବେଠାରୁ ଆଗ୍ରହ ପ୍ରକାଶ କଲେଣି। ତେବେ ରାଖୀ…

ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ସହ ଏଲ୍‌ଆଇସିର ବୁଝାମଣା

ଭୁବନେଶ୍ୱର,୨୦।୭ (ଅଭୟ ଦାଶ): ଭାରତୀୟ ଜୀବନ ବୀମା ନିଗମ (ଲାଇଫ୍‌ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି) ଏବଂ ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ଲିମିଟେଡ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ୨୦୪୭ ସୁଦ୍ଧା ସମସ୍ତଙ୍କୁ ଜୀବନ…

ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୨୦।୭ (ଅଭୟ ଦାଶ): ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ ଦିନର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ…

ବାଂଲାଦେଶରେ ହିଂସାର ନିଆଁରେ ଜଳିଲା ୧୦୫ ଜୀବନ, ପୂରା ଦେଶରେ ଲାଗିଲା କଫ୍ୟୁ, ପ୍ରଧାନମନ୍ତ୍ରୀ ନେଲେ ବଡ଼ ପଦକ୍ଷେପ

ଢାକା,୨୦।୭: ବାଂଲାଦେଶରେ ସରକାରୀ ଚାକିରିରେ ସଂରକ୍ଷଣ ବିରୋଧରେ ବିରୋଧ ଦିନକୁ ଦିନ ହିଂସାତ୍ମକ ହେବାରେ ଲାଗିଛି। ଏ ପର୍ଯ୍ୟନ୍ତ ୧୦୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ଶେଖ ହସିନା କର୍ଫ୍ୟୁ ଲାଗୁ କରିବା ସହ ସମଗ୍ର ଦେଶରେ ସେନା…

ଆଜି ବାହାରିବ ନୀଳାଚଳ ଅବଢା: ମହାପ୍ରସାଦ ପାଇ କୃତାର୍ଥ ହେବେ ଭକ୍ତ

ପୁରୀ,୨୦।୭: ନିଳାଦ୍ରୀ ବିଜେ ପରେ ଘୋଷଯାତ୍ରା ଶେଷ ହୋଇଛି । ଶ୍ରୀମନ୍ଦିରରେ ପୁଣି ମହାପ୍ରଭୁଙ୍କର ଲୀଳାଖେଳା ଆରମ୍ଭ ହୋଇଯାଇଛି । ସକାଳେ ମହାପ୍ରଭୁଙ୍କର ମଙ୍ଗଳ ଆଳତୀ, ଅବକାଶ, ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଛି । ଗୋପାଳବଲ୍ଲଭ ଭୋଗ ପରେ ନୀଳାଚଳ ଅବଢା…

ଅଭିଯୁକ୍ତଙ୍କୁ ଧରିବାପାଇଁ ଗାଁକୁ ଯାଇଥିଲା ପୋଲିସ: ଏସ୍‌ଆଇଙ୍କୁ ନିର୍ଘାତ ପିଟି ଅଭିଯୁକ୍ତଙ୍କୁ ଛଡ଼ାଇ ନେଲେ ଲୋକେ

ନୂଆପଡ଼ା,୨୦।୭: ଏସ୍‌ଆଇଙ୍କ ସହ ପୋଲିସ ଟିମ୍‌କୁ ପିଟିଲେ ଗାଁ ଲୋକେ। ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲା କୋମନା ଥାନା ଅଧୀନ ବରକୋଟ ଗାଁରେ। ଗାଁର ଜଣେ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ୍‌ ଟିମ୍‌ ଯାଇଥିବା ବେଳେ ଗାଁ ଲୋକେ…

ଅର୍ବାନ କ୍ରୁଜର ଟାଇଜରର ଡ୍ରାଇଭିଂ ଏକ୍ସପେରିଏନ୍ସ

ଭୁବନେଶ୍ୱର,୨୦।୭ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋ ବ୍ରାଣ୍ଡ୍‌ ତଥା ଟୟୋଟା କିର୍ଲୋସ୍କର ମୋଟର ବା ଟୟୋଟାର ସ୍ବତନ୍ତ୍ର ଅଭିଯାନ ‘ଅର୍ବାନ କ୍ରୁଜର ଟାଇଜରର ଡ୍ରାଇଭିଂ ଏକ୍ସପେରିଏନ୍ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଇସ୍‌ପିରିଟ୍‌ ଟୟୋଟାର…

ବଜାରରେ ଅନର ୨୦୦ ସିରିଜ୍‌

ଭୁବନେଶ୍ୱର,୨୦।୭ (ଅଭୟ ଦାଶ): ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ୍‌ ତଥା ଗ୍ଲୋବାଲ ଆଇକୋନିକ୍‌ ଟେକ୍ନୋଲୋଜି କମ୍ପାନୀ ‘ଅନର’ର ବହୁ ପ୍ରତୀକ୍ଷିତ ୨୦୦ ସିରିଜ ( ଅନର ୨୦୦ପ୍ରୋ ୫ଜି ଏବଂ ଅନର ୨୦୦ ୫ଜି ମଡେଲ)ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି।…

ଲାକାରାଜୁ ଗରୁଡ଼ଭେଗାର ନୂତନ ସିଇଓ

ଭୁବନେଶ୍ୱର,୨୦।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ନେକ୍ସ ଜେନ୍‌ ଲଜିଷ୍ଟିକ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରମୁଖ କମ୍ପାନୀ ଗରୁଡ଼ଭେଗାର ନୂତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ସତୀଶ ଲାକାରାଜୁଙ୍କୁ ନିଯୁକ୍ତି ଦିଆଯାଇଥିବା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି…

ମାଲକାନଗିରିରେ ପ୍ରବଳ ବର୍ଷା: ବୁଡ଼ିଲା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି,୨୦।୭: ମାଲକାନଗିରି ଜିଲାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ପ୍ରବଳ ବର୍ଷାରେ କାଙ୍ଗୁରୁ କଣ୍ଡା ପୋଲ ଉପରେ ୨ରୁ ୩ ଫୁଟ ପାଣି ଚାଲିଥିବା ବେଳେ ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଛି । ଅନ୍ୟପକ୍ଷେ କାଙ୍ଗୁରୁ କଣ୍ଡା ବ୍ରିଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri