Home Left

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ ଥିବା ଏଚ୍‌ଏଚ୍‌ଜି ମହିଳାଙ୍କ ୩ ମାସର ବକେୟା ବିଲ କରେଇ ଦେବା ପାଇଁ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ ଧରିବାରେ ସଫଳତା ମିଳିଛି। ପ୍ରକାଶ ଯେ, ଥାନାଠାରୁ ମାତ୍ର ଗୋଟିଏ କିମି ଦୂରତା…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା କରିଥିଲା। ଏହି ପଦଯାତ୍ରା କୁର୍ଜି ହସ୍ପିଟାଲରୁ କଂଗ୍ରେସ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯିବାର କାର୍ଯ୍ୟକ୍ରମ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ ଘଟଣାସ୍ଥଳରୁ ଖସି ପଳାଇଛି ଏବଂ ଆତଙ୍କବାଦୀଙ୍କୁ ଠାବ କରିବା ପାଇଁ ଏକ ସର୍ଚ୍ଚ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରୁ ଭୁବନେଶ୍ୱର ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ,…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ କରିଛନ୍ତି। ସୁଶୀଳା ଦେବୀ ମୂଳତଃ ରେୱାଡି ଜିଲାର କିନ୍ତୁ ମହେନ୍ଦ୍ରଗଡ଼ ଜିଲ୍ଲାର ବାସିନ୍ଦା।…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି ଭିତରେ ତାଙ୍କର ନେଟଓ଼୍ବର୍ଥକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ଆସନ୍ତୁ ଜାଣିବା ତାଙ୍କ…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି ଭର୍ତ୍ତୃହରି ମହତାବ। ଦିଲ୍ଲୀରେ ଦଳୀୟ ଏମ୍‌ପିଙ୍କ ଉପସ୍ଥିତିରେ କଡ଼ା ଭାଷାରେ ନିନ୍ଦା କରିଛନ୍ତି।…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ ପାଠାଗାର ଆଜବେଷ୍ଟସ୍‌ ଛାତତଳେ ରହିଥିବା ସିଲିଂ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି ଉପରେ ଖସିପଡ଼ିଥିଲା। ସେଠାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର। ଏହି ସଫଳତାକୁ ନେଇ ସେ ବେଶ୍‌ ଖୁସି ଅଛନ୍ତି। ଏବେ କାର୍ତ୍ତିକ ବାବା…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଶରଦ ପାୱାରଙ୍କ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ତଥାପି, ସାଧାରଣ ପ୍ରକ୍ରିୟାକୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?