Home Left

ମୁଁ ମୋଦିଙ୍କୁ ପସନ୍ଦ କରେ, ଆମେରିକାରେ ଚମକାଇବା ଭଳି ବୟାନ ଦେଲେ ରାହୁଲ

ଟେକ୍ସାସ,୧୦।୯: କଂଗ୍ରେସ ଏମପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଆମେରିକା ଗସ୍ତ ସମୟରେ ପୁଣିଥରେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ପର୍କରେ ସେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।…

ଆଜି କୋରାପୁଟରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ଭୁବନେଶ୍ୱର,୧୦।୯: ଲଗାଣ ବର୍ଷା ଯୋଗୁ ଆଜି କୋରାପୁଟ ଜିଲାର ସମସ୍ତ ସ୍କୁଲ ଛୁଟି। ଆଇଏମ୍‌ଡି ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି ପରେ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଗଞ୍ଜାମ ଓ ମାଲକାନଗିରିରେ ବି ଆଜି ସ୍କୁଲ ଛୁଟି ଘୋଷଣା କରାଯାଇଛି। ରାଜ୍ୟର…

ଫାଶ, ବିଷ, ବାଟୁଳିରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୧୦।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ମହାକାଳପଡ଼ା ରେଞ୍ଜ ଅଧୀନ ଜଙ୍ଗଲ ମଧ୍ୟରେ ପକ୍ଷୀମାନେ ବସା ବାନ୍ଧିଛନ୍ତି। ହେଲେ କେତେଜଣ ଅଭ୍ୟାସଗତ ଶିକାରୀ ଲୁଚି ଛପି ଚଲା ଫାଶ (ବାଉଁଶ କାଠି, ପ୍ଲାଷ୍ଟିକ ସୂତାରେ) ଓ…

ସନ୍ଦୀପ ଘୋଷଙ୍କ ଆଉ ଏକ କଳାଧନ୍ଦା! ଷ୍ଟୁଡେଣ୍ଟଙ୍କ ପ୍ରାଇଭେଟ ପାର୍ଟ ଛୁଇଁ ପଚାରୁଥିଲେ…

କୋଲକାତା,୧୦।୯: ଜଣେ ମହିଳା ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ପରେ କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ସ୍କାନରରେ ଅଛନ୍ତି। ଘୋଷଙ୍କ କଳାଧନ୍ଦାର ପରଦା ଉଠାଇବାରେ ସିବିଆଇ କ୍ରମାଗତ ଭାବରେ ଚେଷ୍ଟା…

୩ ଘଣ୍ଟା ପ୍ରବଳ ବର୍ଷା ସାଙ୍ଗକୁ  ଘଡ଼ଘଡ଼ି, ଜାଣନ୍ତୁ କେଉଁଠି ….

ଭୁବନେଶ୍ୱର,୧୦।୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ମଙ୍ଗଳବାର  ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୬ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ…

ନଭେମ୍ବର ୨୫ରୁ ଭାରତରେ ବିଶ୍ୱ ସମବାୟ ସମ୍ମିଳନୀ

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଭାରତରେ ପ୍ରଥମ ଥର ପାଇଁ ଏକ ୬ ଦିନିଆ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪ ନଭେମ୍ବର ୨୫ରୁ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌, ଆଇଟିପିଓ, ପ୍ରଗତି ମଇଦାନଠାରେ ଆରମ୍ଭ ହେବାକୁ ଯାଉଛି। ବିଶ୍ୱସ୍ତରରେ ସମବାୟ ଆନ୍ଦୋଳନ ନିମନ୍ତେ ରହିଥିବା…

ଏସ୍‌ବିଆଇ ପ୍ରପର୍ଟି ଏକ୍ସପୋ ଉଦ୍‌ଘାଟିତ

ଭୁବନେଶ୍ୱର,୧୦।୯ (ଅଭୟ ଦାଶ): ଭାରତୀୟ ଷ୍ଟେଟ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ପ୍ରପର୍ଟି ଏକ୍ସପୋ-୨୦୨୪ ଭୁବନେଶ୍ୱରର ୟୁନିଟ-୧ସ୍ଥିତ ଏସବିଆଇ ଭୁବନେଶ୍ୱର ମଣ୍ଡଳର ମୁଖ୍ୟ ଶାଖା ପରିସରରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଏସବିଆଇ ଭୁବନେଶ୍ୱର…

ପିଏମ୍‌ବିଆଇ ସହ ସିଆଇଏଲ୍‌ର ବୁଝାମଣା

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଦେଶର ପ୍ରମୁଖ ସରକାରୀ ପ୍ରତିଷ୍ଠାନ ତଥା ଫାର୍ମାସ୍ୟୁଟିକାଲ୍‌ସ ଆଣ୍ଡ ମେଡିକାଲ ଡିଭାଇସ ବ୍ୟୁରୋ ଅଫ୍‌ ଇଣ୍ଡିଆ ବା ପିଏମ୍‌ବିଆଇ ଏବଂ କୋଲ୍‌ ଇଣ୍ଡିଆ ଲିମିଟେଡ (ସିଆଇଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ ସଂସ୍ଥାର…

ସେମିକନ ଇଣ୍ଡିଆକୁ ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଦେଶର ଆବଶ୍ୟକତା ଓ ଶିଳ୍ପର ଚାହିଦାକୁ ପୂରଣ କରିବା ଲକ୍ଷ୍ୟରେ ଭାରତ ସରକାର ଓ ଘରୋଇ ଶିଳ୍ପୋଦ୍ୟୋଗୀଙ୍କ ମିଳିତ ସହଯୋଗରେ ଏକ ୩ ଦିନିଆ ଜାତୀୟ ସମ୍ମିଳନୀ ‘ସେମିକନ ଇଣ୍ଡିଆ-୨୦୨୪’ ଉତ୍ତରପ୍ରଦେଶର ଗ୍ରେଟର ନୋଏଡାଠାରେ ହେବାକୁ ଯାଉଛି।…

ମେଡିକୋଭର ଓ୍ବାର୍ଲଡ କ୍ଲାସ କ୍ୟାନ୍‌ସର ସେଣ୍ଟର

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଅନ୍ତଃରାଷ୍ଟ୍ରୀୟ ହେଲ୍‌ଥ କେୟାର ଚେନ ‘ମେଡିକୋଭର କ୍ୟାନସର ଇନ୍‌ଷ୍ଟିଚ୍ୟୁଟ’ର ନୂତନ ଏବଂ ଅତ୍ୟାଧୁନିକ କ୍ୟାନସର ୟୁନିଟ୍‌ ବା ଓ୍ବାର୍ଲଡ କ୍ଲାସ କ୍ୟାନସର ସେଣ୍ଟର ନିକଟରେ ବିଶାଖାପାଟଣାର ଆରିଲୋଭା ହେଲ୍‌ଥ ସିଟିଠାରେ…

ଆଦାନୀ ହେବେ ଟ୍ରିଲିୟନେୟାର

ନୂଆଦିଲ୍ଲୀ, ୧୦।୯ (ଅଭୟ ଦାଶ): ବିଶ୍ୱର ୧ ନମ୍ବର ଧନୀ ବ୍ୟକ୍ତି ତଥା ଟେସଲାର ସିଇଓ ଏଲନ ମସ୍କ ୨୦୨୭ରେ ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଟ୍ରିଲିୟନେୟାର ତାଲିକାରେ ସାମିଲ ହେବେ। ଏପରିକି ସେତେବେଳକୁ ତାଙ୍କ ସମ୍ପତ୍ତି ଏକ ହଜାର ବିଲିୟନ ଡଲାରରୁ…

ବିଓଆଇ ଶୈଳଶ୍ରୀ ବିହାର ଶାଖାର ନୂତନ ପରିସର

ଭୁବନେଶ୍ୱର,୧୦।୯ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ର ୧୧୯ ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଓଆଇ ଶୈଳଶ୍ରୀ ବିହାର ଶାଖାର ନୂତନ ପରିସରକୁ ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ କାର୍ଯ୍ୟାଳୟର ମହାପ୍ରବନ୍ଧକ ବିକାଶ କ୍ରିଷ୍ଣା ଆନୁଷ୍ଠାନିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri