ଭାଜପା ସମ୍ପର୍କରେ କଂଗ୍ରେସର ଏତିକି ବିଧାୟକ: ହିମନ୍ତ ବିଶ୍ୱ ଶର୍ମାଙ୍କ ବିସ୍ଫୋରକ ବୟାନ
ରାଞ୍ଚି,୯।୯: ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି , ସେ କଂଗ୍ରେସର ଅନେକ ବିଧାୟକ ଏବଂ ଜେଏମଏମଙ୍କ ସହ…
ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର, ମା’ ଘରେ ନ ଥିବା ସୁଯୋଗ ନେଇ…
ହାଇଦ୍ରାବାଦ,୯।୯: ତେଲଙ୍ଗାନାର ସିଦ୍ଧିପେଟ ଜିଲାର ନବମ ଶ୍ରେଣୀ ଛାତ୍ରୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଥିବା ଖବର ସାମ୍ନାକୁ ଆସିଛି। ଏହି ଘଟଣା ସମ୍ପର୍କରେ ଯେତେବେଳେ ପରିବାର ଲୋକେ ଜାଣିବାକୁ ପାଇଲେ ସେତେବେଳେ ଛାତ୍ରୀ ଜଣଙ୍କ ଗର୍ଭବତୀ ଥିଲେ ଏବଂ ଅଭିଯୁକ୍ତଙ୍କ…
ସଂଗଠନରେ ବିଦ୍ରୋହ, ସାଥୀ ମାଓବାଦୀଙ୍କୁ ହତ୍ୟା
ମାଲକାନଗିରି, ୯ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ମାଓବାଦୀ ସଂଗଠନରେ ବିଦ୍ରୋହ ଦେଖାଦେଇଛି। ପୋଲିସ ସୂଚନାଦାତା ସନ୍ଦେହରେ କାଙ୍କେର ଜିଲା ପରତାପୁରରେ ପୋଲିସ ଇନ୍ଫର୍ମର ସନ୍ଦେହରେ ତେଲୁଗୁ କ୍ୟାଡର ସାଥୀ ମାଓବାଦୀ ନେତା ବିଜୟ ରେଡୀ ଓରଫ ବିଜାଙ୍କୁ ହତ୍ୟା ସହ ଏଥିସହ ସଂଗଠନର…
ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ଦିନ ଭାଜପା କାର୍ଯ୍ୟାଳୟ ଆକ୍ରମଣ ଯୋଜନା କରିଥିଲା ISIS: ଚାଞ୍ଚଲ୍ୟକର ଖୁଲାସା କଲା ଏନ୍ଆଇଏ
ନୂଆଦିଲ୍ଳୀ,୯।୯: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ସୋମବାର ବେଙ୍ଗାଲୁରୁ ରାମେଶ୍ୱରମ କାଫେ ବିସ୍ଫୋରଣ ମାମଲାରେ ଚାରିଜଣ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛି। ଆଇପିସି, ୟୁଏ(ପି) ଅଧିନିୟମ, ବିସ୍ଫୋରକ ପଦାର୍ଥ ଅଧିନିୟମ ଏବଂ ପିଡିଏଲ୍ପି ଅଧିନିୟମର ସମ୍ପୃକ୍ତ ବିଭାଗ ଅଧୀନରେ ମୁସାଭିର…
ସମୁଦ୍ର ଅଶାନ୍ତ ଯୋଗୁ ହାତବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ
ଛତ୍ରପୁର,୯।୯(ଦିଲ୍ଲୀପ ସାମଲ): ଲଘୁଚାପ ଯୋଗୁ ୨ ଦିନ ବର୍ଷା ହେବା ଫଳରେ ସୁମୁଦ୍ର ଅଶାନ୍ତ ଦେଖାଦେଇଛି। ଏହାର ବିଶେଷ ପ୍ରଭାବ ମତ୍ସ୍ୟଜୀବୀମାନଙ୍କ ଉପରେ ପଡିଛି। ସମୁଦ୍ର ଭିତରକୁ ମାଛ ମାରିବା ପାଇଁ ଯାଇ ନ ପାରି ନାହିଁ ନ ଥିବା ଅସୁବିଧାର…
ହାତ ଧରାଧରି ହୋଇ ଚାଲିଗଲେ ଦୁଇ ସାଙ୍ଗ
ଗୋପାଳପୁର,୯।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅଧିନସ୍ଥ ପଞ୍ଚମା ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ନାବାଳକ ସାଙ୍ଗ ହାତ ଧରା ଧରି ହୋଇ ଜଳ ସମାଧି ହୋଇଯାଇଥିଲେ। ମୃତକମାନେ ହେଲେ ଆଦିତ୍ୟ ସେଠୀ(୧୧) ଓ…
ସୁଭଦ୍ରା ଯୋଜନା ଫର୍ମ ପାଇଁ ଯାଉଥିଲେ ମହିଳା, ପଛପଟୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ…
ଭୋଗରାଇ, ୯l୯ (ପ୍ରଦୀପ ଦାସ): ସୁଭଦ୍ରା ଯୋଜନାର ଆବେଦନ ଫର୍ମ ଲାଗି ରାସ୍ତାରେ ଯାଉଥିବାବେଳେ ଜଣେ ମହିଳାଙ୍କ ଜୀବନ ଯାଇଛି। ପଛପଟରୁ ପରିବା ବୋଝେଇ ବାଇକ ଆରୋହୀ ଜୋରରେ ଧକ୍କା ଦେବାରୁ ମହିଳା ଛିଟିକି ପଡିଥିଲେ। ରାସ୍ତାରେ ପଡିଯିବାରୁ ମୁଣ୍ଡଫାଟି ରକ୍ତସ୍ରାାବ…
ସୁଜିତ୍ କୁମାରଙ୍କ ଇସ୍ତଫା ପରେ, କିଏ ଯିବ ରାଜ୍ୟ ସଭା? ବଡ଼ ସୂଚନା ଦେଲେ ମନମୋହନ ସାମଲ
ଭୁବନେଶ୍ୱର,୯।୯: ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ବଡ ମନ୍ତବ୍ୟ ଦେଇଛନ୍ତି ରାଜ୍ୟ ଭାଜପା…
ଗାଙ୍ଗୁଲିଙ୍କ ବଡ଼ ଭବିଷ୍ୟବାଣୀ: ଏହି କ୍ରିକେଟର୍ ହେବେ ଟେଷ୍ଟର ବାଦ୍ଶାହା
ନୂଆଦିଲ୍ଲୀ,୯।୯: ଟିମ ଇଣ୍ଡିଆର ତାରକା ଖେଳାଳି ବିରାଟ କୋହଲିଙ୍କୁ ଆଧୁନିକ କ୍ରିକେଟର ଶ୍ରେଷ୍ଠ ଖେଳାଳି ଭାବେ ବିବେଚନା କରାଯାଏ। ଯେତେବେଳେ ଟେଷ୍ଟ ଫର୍ମାଟ କଥା ଆସେ, ଜୋ ରୁଟଙ୍କ ନାମ ଆଜିକାଲି ଆଗରେ ଅଛି। କୁହାଯାଏ ଯେ, ରୁଟ ଟେଷ୍ଟରେ ସର୍ବାଧିକ…
ଭିଟାମାଟିକୁ ଫେରିବେ ୩୮ ବିସ୍ଥାପିତ କୁଟିଆ ଆଦିବାସୀ ପରିବାର
ବାଲିଗୁଡା, ୯।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପ୍ରଶାସନ ଉପରେ ଭରସା କରି ପାହାଡ଼ ଉପର ଗାଁରୁ ତଳକୁ ଆସି ବସତି ସ୍ଥାପନ କଲେ। କିନ୍ତୁ ଏଠାରେ ଦୁର୍ଦ୍ଦଶାରେ ଏତେ ବଢ଼ିଗଲା ଯେ ଦିନ କାଟିବା ଅସମ୍ଭବ ହୋଇପଡ଼ିଲା। ସମସ୍ତ ମୌଳିକ…
ନବରଙ୍ଗପୁର ହଇଜା ଆତଙ୍କ: ୩ରେ ପହଁଚିଲା ମୃତ୍ୟୁ ସଂଖ୍ୟା, ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ
ଝରିଗାଁ,୯।୯: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚେପ୍ଟିଆମ୍ବା ଗ୍ରାମରେ ଆତଙ୍କ ସୃଷ୍ଟି କରିଛି ହଇଜା। ଝରିଗାଁ ଏବଂ ନବରଙ୍ଗପୁରରୁ ଡାକ୍ତରୀ ଟିମ୍ ଚେପ୍ଟିଆମ୍ବା ପହଞ୍ଚିଛନ୍ତି। ଚେପ୍ଟିଆମ୍ବାରେ ଝାଡାବାନ୍ତି ବ୍ୟାପି ଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୨୯କୁ ପହଞ୍ଚିଛି। ଗତ ଶୁକ୍ରବାର ଗ୍ରାମର ଡାଲ…
ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପ ଭିତରେ ପଶିଲା ପାଣି: ବିଦ୍ୟୁତ ଉତ୍ପାଦନ ବନ୍ଦ
କୋରାପୁଟ,୯।୯(ଅମିତାଭ ବେହେରା ): କୋରାପୁଟ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ବିଶେଷ କରି ଆନ୍ଧ୍ରରେ ପ୍ରବଳ ବର୍ଷା ଯୋଗୁ ଜଳାପୁଟ ମୁଖ୍ୟ ଜଳଭଣ୍ଡାର ଫୁଲିବାରେ ଲାଗିଛି। ସୋମବାର ମାଧ୍ୟାନ୍ନରେ କୋରାପୁଟ ଜିଲାର ସୀମାନ୍ତ ଅନକା ଡ଼େଲି ପଞ୍ଚାୟତର ମାଛକୁଣ୍ଡ ବିଦ୍ୟୁତ…
Archives


