ଭିଟାମାଟିକୁ ଫେରିବେ ୩୮ ବିସ୍ଥାପିତ କୁଟିଆ ଆଦିବାସୀ ପରିବାର
ବାଲିଗୁଡା, ୯।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପ୍ରଶାସନ ଉପରେ ଭରସା କରି ପାହାଡ଼ ଉପର ଗାଁରୁ ତଳକୁ ଆସି ବସତି ସ୍ଥାପନ କଲେ। କିନ୍ତୁ ଏଠାରେ ଦୁର୍ଦ୍ଦଶାରେ ଏତେ ବଢ଼ିଗଲା ଯେ ଦିନ କାଟିବା ଅସମ୍ଭବ ହୋଇପଡ଼ିଲା। ସମସ୍ତ ମୌଳିକ…
ନବରଙ୍ଗପୁର ହଇଜା ଆତଙ୍କ: ୩ରେ ପହଁଚିଲା ମୃତ୍ୟୁ ସଂଖ୍ୟା, ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ
ଝରିଗାଁ,୯।୯: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚେପ୍ଟିଆମ୍ବା ଗ୍ରାମରେ ଆତଙ୍କ ସୃଷ୍ଟି କରିଛି ହଇଜା। ଝରିଗାଁ ଏବଂ ନବରଙ୍ଗପୁରରୁ ଡାକ୍ତରୀ ଟିମ୍ ଚେପ୍ଟିଆମ୍ବା ପହଞ୍ଚିଛନ୍ତି। ଚେପ୍ଟିଆମ୍ବାରେ ଝାଡାବାନ୍ତି ବ୍ୟାପି ଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୨୯କୁ ପହଞ୍ଚିଛି। ଗତ ଶୁକ୍ରବାର ଗ୍ରାମର ଡାଲ…
ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପ ଭିତରେ ପଶିଲା ପାଣି: ବିଦ୍ୟୁତ ଉତ୍ପାଦନ ବନ୍ଦ
କୋରାପୁଟ,୯।୯(ଅମିତାଭ ବେହେରା ): କୋରାପୁଟ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ବିଶେଷ କରି ଆନ୍ଧ୍ରରେ ପ୍ରବଳ ବର୍ଷା ଯୋଗୁ ଜଳାପୁଟ ମୁଖ୍ୟ ଜଳଭଣ୍ଡାର ଫୁଲିବାରେ ଲାଗିଛି। ସୋମବାର ମାଧ୍ୟାନ୍ନରେ କୋରାପୁଟ ଜିଲାର ସୀମାନ୍ତ ଅନକା ଡ଼େଲି ପଞ୍ଚାୟତର ମାଛକୁଣ୍ଡ ବିଦ୍ୟୁତ…
ଶିକ୍ଷକ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ଆଦେଶ ଉପରେ ସୁପ୍ରିମକୋର୍ଟ ଲଗାଇଲେ ରୋକ
ନୂଆଦିଲ୍ଲୀ,୯।୯: ଉତ୍ତରପ୍ରଦେଶରେ ୬୯ ହଜାର ଶିକ୍ଷକ ନିଯୁକ୍ତି ମାମଲାରେ ଦାଖଲ ହୋଇଥିବା ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ହାଇକୋର୍ଟଙ୍କ ଆଦେଶ ଉପରେ ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି। ସିଜେଆଇ କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ସ୍ଥଗିତ ରହିବ। ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର…
ଅଟଳ ବିହାରୀ ବାଜପେୟୀଙ୍କ ଅପେକ୍ଷା ମୋଦିଙ୍କ ଉପରେ ଲୋକଙ୍କ ରହିଛି ଅଧିକ ବିଶ୍ୱାସ:କହୁ କହୁ କହିଦେଲେ ଭାଜପା ନେତା
ଶ୍ରୀନଗର,୯।୯: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ଭାଜପା ଏମ୍ପି ଅନୁରାଗ ଠାକୁର କହିଛନ୍ତି, ଅଟଳ ବିହାରୀ ବାଜପେୟୀଙ୍କ ଅପେକ୍ଷା ଜମ୍ମୁ କଶ୍ମୀରର ନରେନ୍ଦ୍ର ମୋଦିଙ୍କ ଉପରେ ଅଧିକ ବିଶ୍ୱାସ ରହିଛି। ସେ…
ଅନ୍ଧାରରେ ଡୁବିଯିବ ବାଂଲାଦେଶ! ଆଦାନୀ ଗ୍ରୁପ୍ର ଚେତାବନୀ
ଢାକା,୯।୯: ଶେଖ ହସିନା ସରକାରଙ୍କ ପରାଜୟ ପରେ ବାଂଲାଦେଶରେ ଆର୍ଥିକ ସଙ୍କଟ ଗଭୀର ହେବାରେ ଲାଗିଛି। ଋଣ ପାଇବା ପାଇଁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସ ବିଶ୍ୱ ବ୍ୟାଙ୍କ, ଆଇଏମଏଫ, ଏସୀୟ ବିକାଶ ବ୍ୟାଙ୍କ (ଏଡିବି) ଭଳି ସଂସ୍ଥାର କବାଟ…
ଭୋ ଭୋ ହୋଇ କାନ୍ଦିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ: କହିଲେ, ମୁଁ ଯେଉଁ ଯନ୍ତ୍ରଣା ସହିଛି, ତାହାର ପ୍ରତିଶୋଧ…
ରାଞ୍ଚି,୯।୯: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ମୁର୍ମୁ ସୋରେନ ପୁଣି ଥରେ କାର୍ଯ୍ୟକର୍ତ୍ତାଙ୍କ ସାମ୍ନାରେ ଭୋ ଭୋ ହୋଇ କାନ୍ଦିଛନ୍ତି। କାର୍ଯ୍ୟକର୍ତ୍ତାମାନଙ୍କ ଉତ୍ସାହ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର ନିଷ୍ଠା ଦେଖିବା ପରେ କଳ୍ପନା ଭାବପ୍ରବଣ ହୋଇପଡିଛନ୍ତି। ସେ…
ସ୍ତ୍ରୀଙ୍କ ପାଖରେ ଥିଲେ ଏହି ୪ ଗୁଣ, ଭାଗ୍ୟବାନ ହେବେ ସ୍ବାମୀ
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ମାଧ୍ୟମରେ ଚନ୍ଦ୍ରଗୁପ୍ତଙ୍କୁ ଅଖଣ୍ଡ ଭାରତର ସମ୍ରାଟ କରିଥିଲେ। ଯଦି ଜଣେ ବ୍ୟକ୍ତି ତାଙ୍କର ନୀତିକୁ ଅନୁସରଣ କରନ୍ତି ତେବେ ସେ ସୁଖରେ ଜୀବନ ଅତିବାହିତ କରିପାରିବେ। ସେଭଳି ଏକ ନୀତିରେ ଚାଣକ୍ୟ ମହିଳାମାନଙ୍କର ଗୁଣ ବିଷୟରେ…
ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍ ଡିପ୍ରେଶନ: ଭୀଷଣ ବର୍ଷା ନେଇ ୧୦ ଜିଲାକୁ ରେଡ ୱାର୍ନିଂ
ଭୁବନେଶ୍ୱର,୯।୯: ଗଭୀର ଅବପାତ ଓଡ଼ିଶା ଉପକୂଳ ପୁରୀ ନିକଟରେ ଏହା ଅତିକ୍ରମ କରିଛି । ସକାଳ ସାଢ଼େ୧୦ଟାରୁ ସାଢ଼େ ୧୧ଟା ଭିତରେ ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍ ଡିପ୍ରେଶନ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି…
କଂଗ୍ରେସ ସହ ମେଣ୍ଟ କରିବାକୁ ମନା କଲା ଏଏପି: ୨୦ ଆସନ ପାଇଁ ପ୍ରାର୍ଥୀ ଘୋଷଣା
ଚଣ୍ଡିଗଡ,୯।୯: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଏକ ମେଣ୍ଟ ଗଠନ ହୋଇନାହିଁ। ସୋମବାର ଆମ ଆଦମୀ ପାର୍ଟି ୨୦ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ…
ଆର.ଜି କର ହସ୍ପିଟାଲ ମାମଲାର ଶୁଣାଣିବେଳେ ରାଗିଗଲେ ଚନ୍ଦ୍ରଚୁଡ଼, ଓକିଲଙ୍କୁ କହିଲେ…
ନୂଆଦିଲ୍ଲୀ,୯।୯: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଟ୍ରେନି ମହଳା ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ମାମଲାରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଶୁଣାଣି ସମୟରେ ଜଣେ ଓକିଲ ଏପରି ଆଚରଣ କରିଥିଲେ ଯେ ଯେଉଁ କାରଣରୁ ପ୍ରଧାନ ବିଚାରପତି ଡି.ଓ୍ବାଇ…
ପ୍ରଧାନମନ୍ତ୍ରୀ ହେବେ କି ରାହୁଲ ଗାନ୍ଧୀ? ଗୁମର ଖୋଲିଦେଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୯।୯: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପି.କେ) ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ (ୟୁପି)ର ରାଏବରେଲିର କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଯଦିଓ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ…
Archives


