ଲଣ୍ଡନରୁ ଭିଡିଓ ପଠାଇ ଛାଡ଼ପତ୍ର ଦେଲେ ଏନଆର୍ଆଇ ସ୍ବାମୀ, ଜାଣନ୍ତୁ କେମିତି…
ବର୍ତ୍ତମାନ ବିବାହ ଏବଂ ବିଚ୍ଛେଦ ଏକ ସଧାରଣ କଥା। ସ୍ତ୍ରୀ ସ୍ବାମୀଙ୍କ ମଧ୍ୟରେ ମନାନ୍ତର ମତାନ୍ତର ହେଲେ ସୋମାନେ କୋର୍ଟ ଯାଇ ଛାଡପତ୍ର ନେଉଛନ୍ତି। ମାତ୍ର ଭିଡିଓ ପଠାଇ ଛାଡ଼ପତ୍ର ଏହା କେବେ ଶୁଣିଛନ୍ତି କି ? ବର୍ତ୍ତମାନ ସେଭଳି ଏକ…
ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ବଡ଼ ଅପ୍ଡେଟ୍: ସବୁ ପରୀକ୍ଷା କେନ୍ଦ୍ରରେ ଲାଗିବ…
ଭୁବନେଶ୍ୱର,୯।୯: ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଚିଠି ଲେଖିଛି । ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି…
ଘରେ ପଶିଲା ଡ୍ରେନ୍ ପାଣି, ସିମନବାଡ଼ିରେ ସ୍ବଚ୍ଛ ମିଶନ ବିଫଳ
ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): ଲଘୁଚାପ ଜନିତ ବର୍ଷା ଯୋଗୁ କନ୍ଧମାଳ ଜିଲାରେ ରବିବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ସୋମବାର ସକାଳୁ ଏହି ବର୍ଷାର ପରିମାଣ ବୃଦ୍ଧି ପାଇଛି। ଧିରେ ଧିରେ ନଦୀ ଓ ନାଳ ଫୁଲିବାରେ ଲାଗିଛି। ସେପଟେ…
ସେ ମୋ ପାଖକୁ ନିଜେ ଇସ୍ତଫା ଦେବାକୁ ଆସିଥିଲେ, ପୋଲିସ କମିଶନରଙ୍କୁ ନେଇ ବଡ କଥା କହିଲେ ମମତା
କୋଲକାତା,୯।୯: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ କଥା ସାନମାକୁ ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି, ଗତ ସପ୍ତାହରେ କୋଲକାତା ପୋଲିସ କମିଶନର ନିଜେ ମୋ ପାଖକୁ ଇସ୍ତଫା ଦେବାକୁ ଆସିଥିଲେ। କିନ୍ତୁ ଦୁର୍ଗା ପୂଜାର ସମୟ ପାଖେଇ…
ଜାତୀୟ ରାଜପଥରେ ଫସିଲା ପିକ୍ଅପ୍, ଯାତାୟାତରେ ସମସ୍ୟା
ପଟ୍ଟାଙ୍ଗି,୯ା୯(ଶରତ ଧଳ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ରାସ୍ତାଘାଟଠାରୁ ଆରମ୍ଭ କରି ଚାଷଜମିରେ ପାଣି ଜମି ରହିଛି। ଜାତୀୟ ରାଜପଥରେ ସ୍ଥାନେ ସ୍ଥାନେ ଖାଲଖମା ହୋଇଥିବାରୁ ଯାତ୍ରୀବାହୀ ବସ୍ଠାରୁ ଆରମ୍ଭ…
ଡାକ୍ତରଙ୍କ ଜିନ୍ସ, ଅନ୍ତବସ୍ତ୍ରକୁ ହଟାଇ ଦିଆଯାଇଥିଲା…, ଆସିଲା କୋଲକାତା ମାମଲାର ବଡ ଅପଡେଟ
ନୂଆଦିଲ୍ଲୀ,୯।୯: କୋଲକାତାରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ସୋମବାର ସୁପ୍ରିମକୋର୍ଟରେ ଅନେକ ତଥ୍ୟ ସାମ୍ନାକୁ ଆସିଥିଲା ଏବଂ ଅଭିଯୋଗ ମଧ୍ୟ କରାଯାଇଥିଲା। ଜଣେ ଓକିଲ ଅଭିଯୋଗ କରିଛନ୍ତି ଯେ ଭାଜାଇନାଲ ସ୍ବାବକୁ ୪ ଡିଗ୍ରୀ ସେଲସିୟସରେ ରଖାଯାଇ…
ଭାରତ ପାଇଁ ଖୁସି ଖବର! ରୋହିଙ୍ଗ୍ୟାଙ୍କ ପାଇଁ ବାଂଲାଦେଶ ଉଠାଇଲା…
ଢାକା/ନୂଆଦିଲ୍ଲୀ,୯।୯: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ରବିବାର ଦକ୍ଷିଣ ଏସିଆରେ ରହୁଥିବା ରୋହିଙ୍ଗ୍ୟା ମୁସଲମାନମାନଙ୍କ ପାଇଁ ଶୀଘ୍ର ଥଇଥାନ ଘୋଷଣା କରିଛନ୍ତି। ମହମ୍ମଦ ୟୁନୁସ କହିଛନ୍ତି ଯେ ମ୍ୟାନମାର ଏବଂ ଏହାର ସୀମାବର୍ତ୍ତୀ ରାଜ୍ୟରେ କ୍ରମାଗତ ଭାବେ ବଢୁୁଥିବା ହିଂସା…
ବାଇକ୍କୁ ଧକ୍କା ଦେଲା ଟ୍ରକ୍, ଚାଲିଗଲା ୨ ଜୀବନ
ଭଦ୍ରକ,୯ା୯(ସନାତନ ରାଉତ): ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ ବାଇକକୁ ଟ୍ରକ୍ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକ ଟାଉନ…
ଏଏପିର ପ୍ରେସର ପଲିଟିକ୍ସରେ ଫିସିଲା କଂଗ୍ରେସ!
ଚଣ୍ଡିଗଡ଼,୯।୯: ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ପାଇଁ ଆମ ଆଦମୀ ପାର୍ଟି(ଏଏପି) ଏବଂ କଂଗ୍ରେସ ମଧ୍ୟରେ ମେଣ୍ଟକୁ ନେଇ ଏକ ଦ୍ୱନ୍ଦ୍ୱ ରହିଛି। ସୋମବାର ଏଏପିର ହରିୟାଣା ୟୁନିଟ ମୁଖ୍ୟ ସୁଶୀଲ ଗୁପ୍ତା କହିଛନ୍ତି ଯେ ଯଦି ଅକ୍ଟୋବର ୫ ବିଧାନସଭା ନିର୍ବାଚନ…
ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ
କଟକ,୯ା୯: କଟକ ସିଡିଏ ସେକ୍ଟର-୯ସ୍ଥିତ ବନ୍ଦ ଘରୁ ସୋମବାର ଜଣେ ଅଧ୍ୟାପିକାଙ୍କ ମୃତଦେହ ଜବତ କରାଯାଇଛି। ମୃତ ଅଧ୍ୟାପିକା ଜଣକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ କରୁଥିଲେ। ତାଙ୍କ ନାଁ ଅନନ୍ୟା ଚକ୍ରବର୍ତ୍ତୀ। ସେ ପଶ୍ଚିମବଙ୍ଗର ହୋଇଥିବା ବେଳେ ସିଡିଏ ସେକ୍ଟର-୯ରେ…
ପ୍ରବଳ ବର୍ଷା: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି
ମାଲକାନଗିରି,୯ା୯(ଦୁର୍ଯ୍ୟୋଧନ ପାତ୍ର): ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ…
ଗିରଫ ହେବେ ମମତା! ହଠାତ୍ କାହିଁକି ଉଠିଲା ଏହି ଦାବି
କୋଲକାତା,୯।୯: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୩୧ବର୍ଷ ବୟସ୍କା ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ପରେ ସାରା ଦେଶରେ ଏହାକୁ ନେଇ କ୍ରୋଧ ପ୍ରକାଶ ପାଇଛି। ସେପଟେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଗିରଫ…
Archives


