Home Left

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ ଅନୁରୋଧ କରିଥିଲେ, ଯାହା ଚଳିତ ମାସ ଶେଷରେ ମିଳିତ ଜାତିସଂଘ ମହାସଭା ପାଇଁ ନ୍ୟୁୟର୍କରେ…

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ…

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର ଭିନେଶ ଫୋଗାଟ କଂଗ୍ରେସ ଦଳର ଟିକେଟ ପାଇବା ପରେ ପୂର୍ବତନ ରେସଲିଂ ଫେଡେରେସନ ଅଫ…

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା ଖେଡକରଙ୍କୁ ତୁରନ୍ତ ପ୍ରଶାସନିକ ସେବାରୁ ବରଖାସ୍ତ କରିଛନ୍ତି। ଆଇଏଏସ (ପ୍ରୋବେସନ) ନିୟମ, ୧୯୯୫ ଅନୁଯାୟୀ…

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏମପି ପଦରୁ ଇସ୍ତଫା ଦେବା ପରେ ତୁରନ୍ତ ବିଜେଡି ସୁପ୍ରିମୋ…

ନଡ୍ଡାଙ୍କ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବାହାରିଲା ସାପ, ଭାଜପା ଅଧ୍ୟକ୍ଷ କହିଲେ…

ପାଟନା,୭।୯: ଭାରତୀୟ ଜନତା ପାର୍ଟି ଅଧ୍ୟକ୍ଷ ତଥା କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଗସ୍ତରେ ବିହାରରେ ଅଛନ୍ତି। ପାଟନାରେ ଥିବା ଇନ୍ଦିରା ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ କ୍ୟାମ୍ପସରେ ୧୮୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ଆଞ୍ଚଳିକ…

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରାପଡ଼ିଲେ। ଧରାପଡ଼ିଥିବା ଟଙ୍କା ପିସି ଆକାରରେ…

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ ପ୍ରଥମଥର ପରାଜୟ ନୁହେଁ। ପାକିସ୍ତାନ କ୍ରିକେଟ ଦଳ ଗତ କିଛି ମାସ ହେବ ଖରାପ…

ସଞ୍ଜୟ ରୟଙ୍କୁ ଜାମିନ ଦିଆଯିବ….ସିବିଆଇକୁ ସିଧା ଶୁଣାଇଦେଲେ କୋର୍ଟ

କୋଳକାତା,୭।୯: ‘ଆମେ ସଞ୍ଜୟ ରୟଙ୍କୁ ଜାମିନ ଦେଇ ଦେବା ଉଚିତ… କୋଲକାତାର ଆରଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାର ଶୁଣାଣି ବେଳେ ବିଚାରପତି ପାମେଲା ଗୁପ୍ତା ରାଗିଯାଇ ସିବିଆଇକୁ ତୀବ୍ର ନିନ୍ଦା କରିଥିଲେ। ତେବେ…

ଯୋଗୀଙ୍କ କାନରେ ଏମିତି କ’ଣ କହିଲେ ଉପରାଷ୍ଟ୍ରପତି, ହସି ପକାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୭।୯: ରାଜନୀତିର ଏକ ଭାଇରାଲ ଫଟୋକୁ ନେଇ ଏବେ ଆଲୋଚନା ଯୋର ଧରିଛି। ଯାହା ସୋସିଆଲ ମିଡିଆରେ ଆଲୋଚନାର ବିଷୟ ହୋଇ ରହିଛି। ଏହି ଫଟୋ ପୂର୍ବାଞ୍ଚଳର ୟୁପିର ‘ଯୋଗୀ’ ଅର୍ଥାତ୍‌ ‘ବାବା’ଙ୍କ ଗୋରଖପୁରରୁ ଆସିଛି, ଯେଉଁଠାରେ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ…

Subhadra Yojana: ବିଜେଡି ଡରିଗଲାଣି, ଔଷଧ ବିକଳରେ ତାଟିଆ କାମୁଡୁଛି’

ଭୁବନେଶ୍ୱର,୭।୯: ‘ସୁଭଦ୍ରା’କୁ ନେଇ ବିଜେଡିର ଟିପ୍ପଣୀକୁ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଜେଡି ଔଷଧ ବିକଳରେ ତାଟିଆ କାମୁଡୁଛି। ୨୫ ବର୍ଷର ଶାସନରେ ବିଜେଡି ‘ସୁଭଦ୍ରା’ ଲାଗୁ କଲାନି । ବିଜେଡି ଏବେ ଆତଙ୍କିତ ହୋଇଗଲାଣି, ଡରିଗଲାଣି।…

‘କବରରେ ଶୋଇଥିବା ଭୋଟରଙ୍କୁ…’ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ଏମିତି କହିଲେ ଶାହା

ଶ୍ରୀନଗର,୭।୯: ଜମ୍ମୁ କଶ୍ମୀରରେ ନିର୍ବାଚନ ପାଇଁ ଅଧିକ ସମୟ ବାକି ନାହିଁ। ନିର୍ବାଚନ ପୂର୍ବରୁ ପ୍ରଥମ ରାଲିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଗଣେଶ ଚତୁର୍ଥୀ ଦିନ ଭାଜପାର ପ୍ରଥମ କର୍ମୀ ସମ୍ମିଳନୀ ଆରମ୍ଭ ହେଉଛି, ଆମେ ବହୁତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri