୩୭୦ ଆଉ କେବେ ଫେରିବ ନାହିଁ : ଶାହା
ଜମ୍ମୁ,୭ା୯: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବେ ଏକ ଇତିହାସ ପାଲଟିଯାଇଛି, ଯାହା ଆଉ କେବେ ଫେରିବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ସ୍ପଷ୍ଟ କରିଛନ୍ତି। ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ଇସ୍ତାହାର…
୩ ଦିନରେ ଅବପାତର ରୂପ ନେବ ଲଘୁଚାପ: ୧୦ ଯାଏ ଲାଗିରହିବ ବର୍ଷା
ଭୁବନେଶ୍ୱର,୭।୯:ଦକ୍ଷିଣ ଓଡ଼ିଶା ଉପକୂଳର ପାଶର୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ଦିଗରେ ଗତି କରିବା ସହ ୩ ଦିନ ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବ। ଏହି ଅଞ୍ଚଳରେ ଏକ ମୌସୁମୀ ନିମ୍ନଚାପରେଖା ସକ୍ରିୟ…
ଗ୍ଲୋବାଲ ଫୁଟ୍ ପ୍ରିଣ୍ଟ ବିସ୍ତାରକରିବ ମାଲାବାର
ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍ ଗହଣା ବ୍ରାଣ୍ଡ୍ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି ନୂତନ ଶୋ’ରୁମ୍ର ଶୁଭାରମ୍ଭ ସହ ଗ୍ଲୋବାଲ ଫୁଟ୍ ପ୍ରିଣ୍ଟ ବିସ୍ତାର କରିବ ବୋଲି କମ୍ପାନୀ…
ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ
ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟୋଗ ତଥା ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମୀର…
ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ
ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍ଏଲ୍ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଆର୍ଥିକ ସାକ୍ଷରତା ଓ ଡିଜିଟାଲ ପେମେଣ୍ଟ ପାଇଁ ମଧ୍ୟ ଏକ ସ୍ବତନ୍ତ୍ର ଏସ୍ଏଲ୍ବିସି…
ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍ ପରେ ଟିମ ଇଣ୍ଡିଆ ସହିତ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ଏହା ପରେ…
ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ
ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା ନିର୍ମିତ ସାମଗ୍ର ପରିବର୍ତ୍ତେ ସ୍ବଦେଶୀ ଉତ୍ପାଦ ପ୍ରତି ଆଗ୍ରହ ପ୍ରକାଶ କରୁଥିବା ଦେଖିବାକୁ ମିଳୁଛି।…
ହୋଇଗଲା ଘୋଷଣା, ଏଇଠୁ ନିର୍ବାଚନ ଲଢିବେ ଭିନେଶ ଫୋଗଟ, କଂଗ୍ରେସ ଜାରି କଲା ତାଲିକା
ନୂଆଦିଲ୍ଲୀ,୭।୯: ଭାରତୀୟ ରେସଲର ଭିନେଶ ଫୋଗଟ ଶୁକ୍ରବାର କଂଗ୍ରେସରେ ଯୋଗ ଦେଇ ରାଜନୀତିରେ ପ୍ରବେଶ କରିଛନ୍ତି। ଅକ୍ଟୋବର ୫ରେ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ତାଲିକା ପ୍ରକାଶ କରିଛି। ହରିୟାଣାରେ ସମୁଦାୟ ୯୦ଟି ବିଧାନସଭା ନିର୍ବାଚନମଣ୍ଡଳୀ…
ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ
ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ କଟକ ପକ୍ଷରୁ ଅନ୍ଲାଇନ ମାଧ୍ୟମରେ ‘ଓଡ଼ିଶାରେ ମହିଳା ଉଦ୍ୟମିତା ମଞ୍ଚ’…
ସୁଜିତ ଭାଜପାରେ ମିଶିବା ପରେ ବିଜେଡି ଗୁମର ଖୋଲିଦେଲେ ମମତା ମହନ୍ତ: ଆହୁରି….
ଭୁବନେଶ୍ୱର,୭।୯: ବିଜେଡିକୁ ଗୋଟିଏ ପରେ ଗୋଟେ ଝଟକା ଲାଗୁଛି। ପୂର୍ବତନ ବିଜେଡି ନେତ୍ରୀ ମମତା ମହାନ୍ତ କିଛିଦିନ ତଳେ ରାଜ୍ୟ ସଭାରୁ ଇସ୍ତଫା ଦେଇ ଭାଜପାରେ ଯୋଗଦେଇଥିଲେ। ଏହାପରେ ସେ ପୁଣି ଥରେ ଭାଜପାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇ ନିଜ…
ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ
ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ୍ ବଜାର ଉପରେ ପଡିଛି। ଫଳରେ କ୍ରମାଗତ ଭାବେ ଘରୋଇ ଶେୟାର ବଜାରର କାରବାରରେ…
ଜେଏସ୍ଏଲ୍ର ନୂଆ ମାଇଲଷ୍ଟୋନ୍
ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍ ଗ୍ରେଡ୍ ଅଷ୍ଟେନିଟିକ୍ ଷ୍ଟେନ୍ଲେସ୍ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ କମ୍ପାନୀ ନିକଟରେ ଆଉ ଏକ ନୂଆ ମାଇଲଷ୍ଟୋନ ହାସଲ କରିଛି। ବିଶେଷ କରି ବନ୍ଦେ…
Archives


