ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”
ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ, ଏକ “ସଫଳ ଭାରତ” ବିଶ୍ୱକୁ ଅଧିକ ସ୍ଥିର, ସମୃଦ୍ଧ ଏବଂ ସୁରକ୍ଷିତ କରିଥାଏ।…
ନବ ନିର୍ମିିତ ଖେଳ ପଡ଼ିଆ ଉଦ୍ଘାଟନ କଲେ ମନ୍ତ୍ରୀ
କେସିଙ୍ଗା,୨୬।୧(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନବ ନିର୍ମିତ ଖେଳ ପଡିଆକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି…
‘ଅପରେସନ୍ ସିନ୍ଦୂର’: ଭାରତୀୟ ବାୟୁସେନାର ପ୍ରଭାବ ଦେଖି ଅସ୍ତ୍ରବିରତି ପାଇଁ ବାଧ୍ୟ ହୋଇଥିଲା ପାକିସ୍ତାନ
ନୂଆଦିଲ୍ଲୀ,୨୬।୧: ୨୦୨୫ ମେ ମାସରେ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ୮୮ ଘଣ୍ଟିଆ ଯୁଦ୍ଧ ଉପରେ ବଡ ଖୁଲାସା ହୋଇଛି। ସୁଇଜରଲ୍ୟାଣ୍ଡର ପ୍ରତିଷ୍ଠିତ ସାମରିକ ଥିଙ୍କ୍ ଟ୍ୟାଙ୍କ ‘ସେଣ୍ଟର ଫର ମିଲିଟାରୀ ହିଷ୍ଟ୍ରି ଆଣ୍ଡ ପର୍ସପେକ୍ଟିଭ୍ ଷ୍ଟଡିଜ୍’ (CHPM) ବଡ…
ଦିଗପହଣ୍ଡିରେ ସାଧାରଣତନ୍ତ୍ର ଦିବସ: ବିଧାୟକ କଲେ ବହୁମୁଖୀ ଭବନ ଉଦ୍ଘାଟନ
ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ପୁରପଲ୍ଲୀରେ ସୋମବାର ୭୭ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର…
ଭାରତ ହେବ ବାଲ୍ୟ ବିବାହମୁକ୍ତ
ଦିଗପହଣ୍ଡି,୨୬।୧(ଅଶେଷନାଥ ମିଶ୍ର): ରାଜ୍ୟ ଆଇନସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ଥିବା ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ସୋମବାର ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ବାଲ୍ୟ ବିବାହମୁକ୍ତ ଭାରତ ସଚେତନତା ସାଇକେଲ ରାଲିି…
ଚାରିଧାମର ଏହି ମନ୍ଦିରରେ ଲାଗିଲା କଟକଣା: ଅଣ-ହିନ୍ଦୁଙ୍କ ପ୍ରବେଶ ମନା
ନୂଆଦିଲ୍ଲୀ,୨୬।୧: ଉତ୍ତରାଖଣ୍ଡର ପବିତ୍ର ଚାରିଧାମ ମଧ୍ୟରୁ ଅନ୍ୟତମ ଗାଙ୍ଗୋତ୍ରୀ ଧାମରେ ଏଣିକି ଅଣ-ହିନ୍ଦୁମାନେ ପ୍ରବେଶ କରିପାରିବେ ନାହିଁ। ଶ୍ରୀ ଗାଙ୍ଗୋତ୍ରୀ ମନ୍ଦିର କମିଟି ପକ୍ଷରୁ ରବିବାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। କେବଳ ମୁଖ୍ୟ ଧାମ ନୁହେଁ, ବରଂ ମା’ ଗଙ୍ଗାଙ୍କ…
ସାଧାରଣତନ୍ତ୍ର ଦିବସକୁ ଭୁଲିଗଲେ ପୋଷ୍ଟ ଅଫିସ, ବ୍ୟାଙ୍କ ଅଧିକାରୀ-କର୍ମଚାରୀମାନେ
ପୁରୁଷୋତ୍ତମପୁର,୨୬।୧(ସବିତା ମିଶ୍ର):ସାରାଦେଶର ପୁରପଲ୍ଲୀରେ ପବିତ୍ର ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ହେଉଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରହିଥିବା ପୋଷ୍ଟ ଅଫିସ, ଇଣ୍ଡିଆନ ଓଭରସିଜ୍ ବ୍ୟାଙ୍କରେ ପତାକା ଉତ୍ତୋଳନ ହୋଇ ନ ଥିବା ଦେଖିବାକୁ ମିଳିଛି । ଏଭଳି ପବିତ୍ର ଦିବସକୁ…
ସ୍ବାଧୀନତା ସଂଗ୍ରାମରେ ପାଇକଙ୍କ ବୀରତ୍ୱ ଅତୁଳନୀୟ: ଉପମୁଖ୍ୟମନ୍ତ୍ରୀ
ଖୋର୍ଦ୍ଧା,୨୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ଜିଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହ ସ୍ଥାନୀୟ ବିଜେବି ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରି ସମ୍ମିଳିତ…
ଭିନ୍ନ ଢଙ୍ଗରେ ପାଳିଲେ ସାଧାରଣତନ୍ତ୍ର ଦିବସ: ଚିଦାନନ୍ଦ କୁଷ୍ଠ ରୋଗୀ ରିଲିଫ କେନ୍ଦ୍ରରେ ପହଞ୍ଚିଲେ…
ଭଞ୍ଜନଗର,୨୬।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ପୁରୁଷ ଶାଖା (୧) ପକ୍ଷରୁ ସୋମବାର ସାଧାରଣତନ୍ତ୍ର ଦିବସ କିଛି ଅଲଗା ଭାବରେ ପାଳନ କରାଯାଇଥିଲା । ସ୍ବେଛାସେବୀ ମାନେ ଭଞ୍ଜନଗର ବ୍ଲକ…
ହାତୀ ମୃତ୍ୟୁ ଘଟଣା: ଦୋଷୀଙ୍କୁ ଛଡା ଯିବନି,ସମସ୍ତଙ୍କୁ ଧରିବକହିଲେ ଜଙ୍ଗଲ ମନ୍ତ୍ରୀ
ଭବାନୀପାଟଣା,୨୬।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ରିଜର୍ଭ ପଡ଼ିଆଠାରେ ସୋମବାର ଜିଲା ସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗଦେଇଥିଲେ। ଏହି ଅବସରରେ କନ୍ଧମାଳ…
କଳାହାଣ୍ଡିରେ ୭୭ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ : ଯୋଗଦେଲେ ଜଙ୍ଗଲ, ପରିବେଶ ମନ୍ତ୍ରୀ
ଭବାନୀପାଟଣା,୨୬।୧( ଉତ୍ତମ କୁମାର ଦାଶ ): କଳାହାଣ୍ଡିରରେ ସୋମବାର ୭୭ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଭବାନୀପାଟଣା ରିଜର୍ଭ ପଡିଆଠାରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ…
କଙ୍ଗାରୁ କୋର୍ଟରେ ମହିଳାଙ୍କୁ ବଜାର ଉପରେ କରିଦେଲେ ଛିଡ଼ା: ସହିପାରିଲେନି ବାପା ଶେଷରେ ନେଲେ ଚରମ ନିଷ୍ପତ୍ତି
ଚାନ୍ଦବାଲି,୨୬।୧(କିଷାନ ପାତ୍ର): ସୀମା ଟପିଲା ବର୍ବରତା। ଚୋରା ମଦ ବିକ୍ରିକୁ ବିରୋଧ କରିବା ନାଁରେ ଜଣେ ମହିଳାଙ୍କୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଦେବାରୁ ତାଙ୍କ ବାପା ସହି ନ ପାରି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ…
Archives


