Home Left

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗତ ଜୁନ ୨୭ ତାରିଖରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ ସମ୍ମୁଖରେ ଧାରଣା ପ୍ରଦର୍ଶନ କରି ହଙ୍ଗାମା କରିଥିଲେ। କଂଗ୍ରେସର ସାଂସଦମାନେ ଏବଂ ରାହୁଲ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି। ସେ ଦାବି କରିଛନ୍ତି ଯେ NEET ପରୀକ୍ଷାକୁ ସମ୍ପୂର୍ଣ୍ଣ ଭାବରେ ବାତିଲ କରାଯାଉ।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ଓ ବେଦାନ୍ତ ଅଗ୍ନିଶମ ବାହିନୀ ୩…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା ନେଇ ଅନେକ ଲୋକ ଅଭିଯୋଗ କରିଛନ୍ତି। ହେଲେ ସରକାର ଏହାକୁ ପ୍ରତ୍ୟାହାର କରିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ ପ୍ରଦର୍ଶନ କରିଛନ୍ତି। ଜାତୀୟ ଯୋଗ୍ୟତା-ତଥା-ପ୍ରବେଶିକା ପରୀକ୍ଷା (NEET) ରେ ଗଣ୍ଡଗୋଳ ଏବଂ ଶିକ୍ଷା…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ନିଖୋଜ ବ୍ୟକ୍ତି ହେଲେ ସମ୍ବଲପୁରୀ ଗ୍ରାମର ହଳଧର…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ ମୁଖ୍ୟତଃ ବୋଲର୍‌ ଏବଂ ଉଇକେଟ୍‌ କିପରମାନଙ୍କ ଉପରେ ପଡ଼ିବ। ସବୁଠାରୁ ବଡ଼ ନିଷ୍ପତ୍ତି…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ ଧରି ଗ୍ରାମବାସୀ ଏହି ଦାବି କରୁଥିବାବେଳେ ଏବେ ଏହାକୁ ନେଇ କଳାହାଣ୍ଡି ଜିଲାପାଳ,…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ କାକରୋଚ୍ ଜନତା ପାର୍ଟି (CJP) ର ବିକ୍ଷୋଭକାରୀଙ୍କ ଦ୍ୱାରା ସଂସଦ ଭବନ ଆଡ଼କୁ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରି ଅଭିଯୋଗ ଆଣିଛନ୍ତି ଯେ, ଛାତ୍ରୀଛାତ୍ରଙ୍କ ସମସ୍ୟାର…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ ସାମ୍ନାକୁ ଆସିଛି। ସରକାରୀ ସୂତ୍ରରୁ କୁହାଯାଇଛି ଯେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?