Home Left

ସାରା ବିଶ୍ୱ ଦେଖିଲା ଭାରତର ପରାକ୍ରମ

ନୂଆଦିଲ୍ଲୀ,୨୬ା୧: ରାଜଧାନୀ ଦିଲ୍ଲୀରେ ରବିବାର ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତର ପରାକ୍ରମ ଦେଖିଛି ସାରା ବିଶ୍ୱ। ଭାରତର ଐତିହ୍ୟ ସଂସ୍କୃତି ସହ ସେନାର ପରାକ୍ରମ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହୋଇଛି। ଏହି ଅବସରରେ କର୍ତ୍ତବ୍ୟ ପଥରେ ଏକ ଭବ୍ୟ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ: କନ୍ଧମାଳ ଏମ୍‌ପି ଛାତ୍ରୀଛାତ୍ରଙ୍କୁ ଦେଲେ ଏମିତି ପରାମର୍ଶ

ଦାରିଙ୍ଗବାଡ଼ି,୨୬ ।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ ପଡିଆଠାରେ ବ୍ଲକ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି। ଏଥିରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ…

ଆଜାଦ୍‌ଙ୍କ ଯୋଜନା

୧୯୪୬ରେ କଂଗ୍ରେସ ଅଧ୍ୟକ୍ଷ ଭାବରେ ଅବୁଲ କଲାମ ଆଜାଦ୍‌ ସିଦ୍ଧାନ୍ତ ନେଇଥିଲେ ଯେ ଅବିଭକ୍ତ ଭାରତରେ ସମ୍ବିଧାନ ସଂଘୀୟ ହେବା ଆବଶ୍ୟକ। ଅର୍ଥାତ୍‌ ଜାତୀୟ ଏକତାକୁ ସମ୍ବୋଧନ କଲାବେଳେ ଯଥାସମ୍ଭବ ବିଷୟଗୁଡ଼ିକରେ ପ୍ରଦେଶକୁ ସମ୍ପୂର୍ଣ୍ଣ ସ୍ବତନ୍ତ୍ରତା ପ୍ରଦାନ କରିବା ଉଚିତ ବୋଲି…

ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦିନ ଖାତାକୁ ଆସିବ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି

କଟକ,୨୬ା୧: ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କଟକସ୍ଥିତ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ମହିଳାମାନଙ୍କୁ ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି…

କଟକରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

କଟକ,୨୬ା୧: ରବିବାର ସାରା ରାଜ୍ୟରେ ପାଳନ ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି, ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ…

ରାଜ୍ୟର ସଫଳତା ନବୀନଙ୍କ ସୁଶାସନର ପ୍ରତିଫଳନ: ବିଜେଡି

ଭୁବନେଶ୍ୱର,୨୬।୧ (ଅନିଲଦାସ): ନୀତି ଆୟୋଗଙ୍କ ଦ୍ୱାରା ପ୍ରକାଶିତ ୨୦୨୫ର ବିତ୍ତୀୟ ସ୍ବାସ୍ଥ୍ୟସୂଚୀରେ, ଓଡ଼ିଶା ଦେଶର ସମସ୍ତ ରାଜ୍ୟକୁ ପଛରେ ପକାଇ ଶୀର୍ଷସ୍ଥାନରେ ରହିଛି। ଏହି ରିପୋର୍ଟକୁ ନେଇ ଶନିବାର ବିଜୁ ଜନତା ଦଳ ଭାଜପାକୁ ଘେରିଛି। ଶନିବାର ଶଙ୍ଖଭବନରେ ଆୟୋଜିତ ଖବରଦାତା…

ସରକାରଙ୍କ ଅବହେଳା ଯୋଗୁ ମହାମାରୀ ରୂପନେଲା ଝାଡ଼ାବାନ୍ତି : କଂଗ୍ରେସ

ଭୁବନେଶ୍ୱର,୨୬।୧(ଅନିଲ ଦାସ): ସରକାର ବିଶେଷକରି ପୁରୀ ଜିଲା ପ୍ରଶାସନର ଅବହେଳା ଯୋଗୁ କଣାସ ଅଞ୍ଚଳରେ ଝାଡ଼ାବାନ୍ତି ମହାମାରୀର ରୂପ ନେଇଛି ବୋଲି ପିସିସି ତଥ୍ୟ ଅନୁସନ୍ଧାନକାରୀ ଦଳ ମୁଖ୍ୟ ତଥା କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ କହିଛନ୍ତି। କଂଗ୍ରେସ…

ଟୁବି ଫେରିଘାଟରେ ତହସିଲଦାରଙ୍କ ଚଢ଼ାଉ

ମହାକାଳପଡ଼ା,୨୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର-ଖରିନାଶି ଟୁବି ଫେରିଘାଟ ଡଙ୍ଗା ଚଳାଚଳକୁ ନେଇ ଉଭୟ ପଞ୍ଚାୟତ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ଏହି ଫେରିଘାଟ ଡଙ୍ଗା ୧୯୮୪ଠାରୁ ବତୀଘର ପଞ୍ଚାୟତ ନିୟନ୍ତ୍ରଣରେ ବ୍ଲକ ପ୍ରଶାସନ ପକ୍ଷରୁ ନିଲାମ…

ଖାଲିଥିବା ୨୬୧ ଅଣବୈଷୟିକ, ବୈଷୟିକ କର୍ମଚାରୀ ନିଯୁକ୍ତ ହେବେ

ଭୁବନେଶ୍ୱର,୨୬ା୧(ଅନିଲ ଦାସ): ଓଡ଼ିଶା ଉଠା ଜଳସେଚନ ନିଗମ (ଓଏଲ୍‌ଆଇସି)ର ୨୦୭ତମ ବୋର୍ଡ ଅଫ୍‌ ଡାଇରେକ୍ଟର୍ସ ବୈଠକ ଶୁକ୍ରବାର ଉନ୍ନୟନ କମିଶନର ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଓଏଲ୍‌ଆଇସିର ଅଧ୍ୟକ୍ଷ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…

ପୋଲିସ ବିଭାଗରେ ଓଡ଼ିଶାରୁ ୧୯ ଜଣଙ୍କୁ ପଦକ

ଭୁବନେଶ୍ୱର,୨୬ା୧(ସୂର୍ଯ୍ୟକାନ୍ତ ବେହେରା): ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଶନିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସାହାସିକତା, ଉଲ୍ଲେଖନୀୟ କାର୍ଯ୍ୟ ଓ ବିଶିଷ୍ଟ ସେବା ପାଇଁ ବିଭିନ୍ନ ସେବା ବର୍ଗରେ ପଦକ ଘୋଷଣା କରାଯାଇଛି। ପୋଲିସ ସେବା ବର୍ଗରେ ଓଡ଼ିଶାରୁ ମୋଟ ୧୯ ଜଣ…

ପାଣିରେ ୧୨୦ ଦିନ ରହି ବିଶ୍ୱ ରେକର୍ଡ

ପ୍ୟୋର୍ଟୋ ଲିଣ୍ଡୋ,୨୬ା୧: ଜର୍ମାନ ଏରୋସ୍ପେସ୍‌ ଇଞ୍ଜିନିୟର ରୁଡିଗର କୋଚ୍‌ (୫୯) ପାଣି ଭିତରେ ୧୨୦ ଦିନ ବିତାଇ ନୂତନ ଗିନିଜ୍‌ ଓ୍ବଲର୍‌ଡ ରେକଡର୍‌ସ (ଜିଡବ୍ଲ୍ୟୁଆର୍‌) ସ୍ଥାପନ କରିଛନ୍ତି। ପାନାମା ଉପକୂଳସ୍ଥିତ ସମୁଦ୍ର ମଧ୍ୟରେ ଏକ ୩୦ ବର୍ଗ ମିଟରର (୩୨୦ ବର୍ଗ…

ଅନର୍ଥ ହୋଇଯାଇଥାନ୍ତା, ସୂର୍ଯ୍ୟକୁମାର ଯାଦବ ୨ ଥର ଭାଙ୍ଗିଲେ ଏହି ନିୟମ

ଚେନ୍ନାଇ,୨୫।୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ଟି-୨୦ କ୍ରିକେଟରେ ନିରନ୍ତର ଭଲ ପ୍ରଦର୍ଶନ କରିଛି। ଗତ ୬ ମାସ ମଧ୍ୟରେ, ପ୍ରତ୍ୟେକ ପ୍ରତିଦ୍ୱନ୍ଦ୍ୱୀ ଟିମ୍‌ ଇଣ୍ଡିଆ ସମ୍ମୁଖରେ ଆତ୍ମସମର୍ପଣ କରିଛନ୍ତି। ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତଠାରୁ ଶୋଚନୀୟ ପରାସ୍ତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?